-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||     

HOME   ଖେଳ

ଚ୍ଛତାମଖନା ଗ୍ରାମାଞ୍ଚଳ ଏକଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

19-Jan-2021



ବଲାଙ୍ଗିର, (ପ୍ରେରଣା ଖବର) : ଚ୍ଛତାମଖନା ଖେଳ ପଡ଼ିଆ ରେ ଚ୍ଛତାମଖନା ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେଇଯାଇଛି।ସମୁଦାୟ ୪ଟି ଦଳ ପ୍ରତିଯୋଗିତାରେ ଭାଗ ନେଇଥିଲେ । ରବିଚନ୍ଦ୍ର ଏକାଦଶ ଓ ଦୁଖୀଶ୍ୟାମ ଏକାଦଶ ଟିମ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହେଇଥିଲା । ଦୁଖୀଶ୍ୟାମ ଏକାଦଶ  ଟସ ଜିଣି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୦୬ ଓଭର ରେ ୦୮ ଟି ୱକେଟ ବିନିମୟରେ ସମୁଦାୟ ୩୫ ରନ କରିଥିଲା । ଜବାବରେ  ରବିଚନ୍ଦ୍ର ଏକାଦଶ ୦୫ ଓଭରରେ 03 ୱକେଟ ହରାଇ ଦରକାରୀ ରନ ସଂଗ୍ରହ କରି ନେଇଥିଲା ।  ଦୁଖୀଶ୍ୟାମ ଦଳ ପକ୍ଷରୁ ବ୍ୟକ୍ତିଗତ ଭାବେ ସତ୍ୟମ ସିକା ଧୂଆଁଧାର ୧୩୭ ରନ କରି ମ୍ୟାନ ଅଫ ଦି ଶିରୀଚ ବିବେଚିତ ହେଇଥିଲେ । ରବିଚନ୍ଦ୍ର ଏକାଦଶ ପକ୍ଷରୁ ରବିଚନ୍ଦ୍ର ମିଶ୍ର ଙ୍କୁ ବେଷ୍ଟ ବୋଲର ବିବେଚିତ କରାଯାଇଥିଲା,ଖେଳ କୁ ଅମର ବାଗ ଓ ଦୀପକ ଭୋଇ ପରିଚାଳନା କରିଥିବା ବେଳେ ସୁମନ୍ତ ଭୋଇ ସ୍କୋରର ଦାୟିତ୍ୱ ତୁଲାଇ ଥିଲେ । ଉଦଯାପନି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ତଥା ନରସିଂହ ସେନା ସଭାପତି ଶୁଭ୍ରାଂଶୁ ଶେଖର ପଣ୍ଡା ବିଜୟୀ ଦଳକୁ ଟ୍ରଫି ତଥା ପୁରସ୍କାର ରାଶି ପ୍ରଦାନ କରିଥିଲେ । ଶ୍ରୀଯୁକ୍ତ ପଣ୍ଡା ନିଜ ବକ୍ତବ୍ୟରେ ସାମାଜିକ ଜୀବନରେ କ୍ରୀଡ଼ାର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଧାକାନ୍ତ ମିଶ୍ର,ବାବୁଲାଲ ବାଗ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026

You Might Also Like