-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଢ଼େଲେଇ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ସନ୍ଥକବି ଭୀମଭୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

10-Apr-2025



ବିନିକା/ଉଲୁଣ୍ଡା(ପ୍ରେରଣା ନ୍ୟୁଜ)ସନ୍ଥକବି ଭୀମ ଭୋଇଙ୍କ ଦାର୍ଶନିକ ବାଣୀ ଏକ ସୁସ୍ଥ ଓ ଆଧ୍ୟାତ୍ମିକ ସମାଜ ଗଠନପାଇଁ ଏକାନ୍ତ ଅପରିହାର୍ଯ୍ୟ ବୋଲି ଢେଲେ଼ଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ମାନ୍ୟବର ବୀରମହାରାଜପୁର ବିଧାୟକ ଇଞ୍ଜିନିୟର ରଘୁନାଥ ଜଗଦଲା ତାଙ୍କ ଅଭିଭାଷଣରେ କହିଛନ୍ତି ।ଉଲୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜୟ କୁମାର ଲୁହାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏଇ ସ୍କୁଲର ବାର୍ଷିକ ଉତ୍ସବ "ମହୁଲି ଚଇତି"ରେ ବିଦ୍ୟାଳୟର ଶିକ୍ଷକ ସ୍ଵାଧୀନ ପ୍ରଧାନ ସ୍ବାଗତ ସମ୍ଭାଷଣ, ପୁରନ୍ଦର ଭୋଇ ଅତିଥି ପରିଚୟ ଓ ଆଶିଷ କୁମାର୍ ପର୍ଡିଆ ବିବରଣୀ ପାଠ କରିଥିଲେ । ମୁଖ୍ୟ ଅତିଥି ଭାବରେ ବିଧାୟକ ଇଞ୍ଜିନିୟର ରଘୁନାଥ ଜଗଦଲା ବିଦ୍ୟାଳୟରେ ସନ୍ଥ ଭୀମଭୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଛାତ୍ରଛାତ୍ରୀ ଶିକ୍ଷକ ଅଭିଭାବକ ଓ ଗ୍ରାମବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କର ଶୁଭେଛା ବାର୍ତ୍ତା ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ବୀରମହାରାଜପୁର,ସପ୍ତଦୀପା ସାହିତ୍ୟ ସଂସଦର ସଭାପତି ଡକ୍ଟର ଦ୍ଵିତିକୃଷ୍ନ ପଣ୍ଡା ସମାଜରେ ପିତାମାତା, ଗୂରୁ ଓ ଭଗବାନଙ୍କର ସେବା ଓ ତାର ସୁଫଳ ସଂପର୍କରେ ଆଲୋକପାତ କରିଥିଲେ । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ମୁକେଶ ଭୋଇ ଓ ସମାଜସେବୀ ତ୍ରିନାଥ ଭୋଇ ସାମ୍ପ୍ରତିକ ସମାଜରେ ଶିକ୍ଷା ଓ ମୂଲ୍ୟବୋଧ ସଂପର୍କରେ ଆଲୋକପାତ କରିଥିଲେ । କଳା ସସ୍କୃତି ଓ ଶିକ୍ଷାର ପ୍ରସାର ଦିଗରେ ମହତ୍ତ୍ୱପୂର୍ଣ୍ଣ ଅବଦାନଯୋଗୁଁ ଆଦର୍ଶ ଶିକ୍ଷକ ଭାବରେ ଲକ୍ଷ୍ମୀ ନାରାୟଣ ସାହୁ, ପ୍ରାଣବନ୍ଧୁ ସାହୁ, ହୃଷିକେଶ ଚାନ୍ଦ, ବେଣୁଧର ସୁରୁଜାଲ, ଦିଲ୍ଲୀପ କୁମାର ମିଶ୍ର, ମୋନାଲିସା ପରମାଣିକ, ହିଂମାଶୁ ଭୂଷଣ ପଣ୍ଡା, ଅଶୋକ କୁମାର୍ ବିଶି, ବନବାସ ମେହେର, ସଂଜୀବ ସେଠି, ବିଉଟି ପାଢ଼ୀ , ମାଟିର କଳାକାର ପ୍ରଦେଶୀ ଭରାସାଗର ଓ ଇନ୍ଦ୍ରଜିତ କୁମ୍ଭାର, ଦୀପାନ୍ଵିତା ମହାରଣା ଶିକ୍ଷା ସଂଗଠକ ବନମାଳୀ ପାଢ଼ୀ ଓ ଦୟାନିଧି ଦେବତାଙ୍କୁ ମାନପତ୍ର ଏବଂ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ବିବିଧ ବିଭାଗରେ ଶ୍ରେଷ୍ଠ କୃତିତ୍ୱପାଇଁ ବିଷ୍ଣୁପ୍ରିୟା, ଗୀତାଞ୍ଜଳି, ରେସ୍ମା,ଶୁଭମ୍, ଲିଲିମା, ଶାଶ୍ଵତ,ରଞ୍ଜିତା ,ମିକିରାଣୀ ,ଭାrତୀ, ସଲମନ୍, ପୂଜାଲିଜା, ସୋନାଲି ରୋପାଲି, ସାଇ ଆଶିଷ, ରାକେଶ , ମାଳତି ପ୍ରଭୁତି ୫୦ ଜଣ ଛାତ୍ରଛାତ୍ରୀ ଙ୍କୁ ପ୍ରମାଣପତ୍ର ଓ ଟ୍ରଫି ଦେଇ ପ୍ରଶଂସା କରାଯାଇଥିଲା । ତାପରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନକୁ ବେଶ୍ ଛୁଇଁ ପାରିଥିଲା । ବିଦ୍ୟାଲୟର ପ୍ରଧାନ ଶିକ୍ଷକ ଡକ୍ଟର ଅନିରୁଦ୍ଧ କୁରୁକୁରିଆ ମଞ୍ଚ ପରିଚାଳନା କରିଥିବାବେଳେ ଧନ୍ୟବାଦ୍ ଅର୍ପଣ କରିଥିଲେ ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷ ଆନନ୍ଦ ପାଢ଼ୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like