-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

*ଜଳଖିଆ ଠେଲାରେ ଲାଗିଲା ନିଆଁ*

10-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ବସଷ୍ଟାଣ୍ଡ ନିକଟସ୍ଥ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ପଦ୍ମ ଲୋଚନ ସାହୁଙ୍କ ଜଳଖିଆ ଠେଲା ଦୋକନରେ ସନ୍ଧ୍ୟା ୫ଟା ବେଳେ ନିଆଁ ଲାଗି ଯାଇଥିଲା। ଦୋକାନି ବରା ଛାଣିବା ବେଳେ  ଗ୍ୟାସ୍ ପାଇପ ଫାଟି ହଠାତ୍ ନିଆଁ ଲାଗି ଯିବାରୁ ଠେଲା ସମେତ ତଳେ ଥିବା ଗ୍ୟାସ ସିଲିଣ୍ଡରରେ ବି ଲାଗି ଯାଇଥିଲା। ଅଗ୍ନିଶମ ବାହିନୀକୁ ସ୍ଥାନୀୟ ଲୋକେ ଖବର ଦେବା ପରେ ୧୦୦ ମିଟର ଦୂର ରେ ଥାଇ ମଧ୍ୟ ୧୦/୧୫ ମିନିଟ୍ ଯାଏ ଅଗ୍ନିଶମ ବିଭାଗ ଓ ୩୦ ମିଟର ଦୂରରେ ଥିବା ଜଣେ ପୋଲିସ ମଧ୍ୟ ଘଟଣାସ୍ଥଳକୁ ପହଂଚି ନ ଥିବାରୁ ଲୋକେ ଦୃଢ଼ ନିନ୍ଦା ଓ ସମାଲୋଚନା କରୁଥିବା ଦେଖାଯାଇଛି। ଲୋକଙ୍କ ଉପସ୍ଥିତ ବୁଦ୍ଧି ବଳରେ ଗ୍ୟାସ ଟାଙ୍କି କୁ ଉଦ୍ଧାର କରି ନିଆଁକୁ ଆୟତ୍ତ କରିଥିଲା ବେଳେ ଏକ ବଡ ଦୁର୍ଘଟଣାରୁ ସାଧାରଣ ଲୋକ ରକ୍ଷା ପାଇଥିଲେ। ବ୍ୟବସାୟୀ ଙ୍କ ଠେଲା  ଟି ସମ୍ପୂର୍ଣ ଜଳି ପୋଡ଼ି  ଅନେକ କ୍ଷତି ହୋଇ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ଷତି ପୁରାଣ ଦାବୀ କରଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like