-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ମୃତ ଅଜଣା ବ୍ୟକ୍ତିର ଶବ ସତ୍କାର କଳା ବଲାଙ୍ଗୀର ସ୍ୱେଚ୍ଛାସେବୀ ସଙ୍ଗଠନ

10-Apr-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଉପରବାହାଲ ଅଞ୍ଚଳରେ ଜଣେ ଅଜଣା ବୃଦ୍ଧା ଅସହାୟ ହୋଇ ଭିକ୍ଷା ବୃତ୍ତି କରି ପେଟ ପୋଷୁ ଥିଲେ। କିନ୍ତୁ ଗତ କିଛି ଦିନ ହେଲା ସେ ଖାଇବାକୁ ନ ପାଇଁ ଉପରବାହାଲ ଗ୍ରାମର ଏକ ପଡିଆର ନିଛାଟିଆ ଜାଗାରେ 2 ଦିନ ହେବ ଅନାହାରରେ ମୃତ୍ୟୁ ହୋଇ ପଡି ରହିଥିଲେ। ଦୁଇ ଦିନ ପରେ ସେହି ଗ୍ରାମର କିଛି ବ୍ୟକ୍ତି ଅଜଣା ବ୍ୟକ୍ତି ମୃତୁବରଣ ହେଇଥିବା ଦେଖି ସ୍ଥାନୀୟ ଆଗଲପୁର ଥାନାକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ଆଗଲପୁର ଥାନା ଅଧିକାରି ଘଟଣା ସ୍ଥଳରେ ପହଞ୍ଚି ଘଟଣା ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ପଚାରି ବୁଝାବୁଝି କରିବା ପରେ ସ୍ଥାନୀୟ ଲୋକ ଅଜଣା ବ୍ୟକ୍ତି ଜଣେ ଆମ ଅଞ୍ଚଳରେ ଭିକ୍ଷା ବୃତ୍ତି କରି ପେଟ ପୋଷଣ କରି ଚଲୁଥିଲେ ଓ ସେ କିଛି ଦିନ ହେଲା ନ ଖାଇ ନ ପିଇ ଅନାହାରରେ ମୃତ୍ୟୁହୋଇ ଦୁଇ ଦିନ ପଡି ରହିଥିବା ସ୍ଥାନୀୟ ଲୋକ ମାନେ ପୋଲିସ କୁ ଜଣେଇ ଥିଲେ। ତାପରେ ଆଗଲପୁର ଥାନା ଅଧିକାରୀ ଙ୍କ ଉପସ୍ଥିତିରେ ଥାନା କର୍ମଚାରି ଏବଂ ଆଗଲପୁର ଅଗ୍ନିଶମ ବାହିନୀ ଉଦ୍ଧାର କରି ଭୀମ ଭୋଇ ହସ୍ପିଟାଲ କୁ ନେଇ ଥିଲେ |ଆଗଲପୁର ଥାନା ଅଧିକାରି ବାସୁଦେବ ଭୋଇ ବଲାଙ୍ଗୀର ସ୍ବେଛାସେବୀ ସଂଗଠନ କୁ ଯୋଗାଯୋଗ କରି ଘଟଣା ସମ୍ପର୍କରେ ଅବଗତ କରିଥିଲେ ଏବଂ ଶବଦାହ କରିବା ପାଇଁ ଅନୁରୋଧ କରିଥିଲେ।

ଔପଚାରିତା ଦୃଷ୍ଟିରୁ ପୋଲିସ ପକ୍ଷରୁ ଶବକୁ ବ୍ୟବଚ୍ଛେଦ ପରେ ୭୨ ଘଣ୍ଟା ପର୍ଯ୍ୟନ୍ତ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥିତ ଶବ ସଂରକ୍ଷଣ କେନ୍ଦ୍ରରେ ରଖା ଯାଇଥିଲା । ଆଗଲପୁର ଥାନା ଅଧିକାରୀ ଶ୍ରୀ ଭୋଇ ଙ୍କ ତତ୍ଵାବଧାନ ରେ ଆଜି ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ଶବକୁ ଶବ ବ୍ୟବଚ୍ଛଦ ଗୃହରୁ ଆଣି ବାଲାଙ୍ଗୀର ସ୍ଥିତ ବିଭୁତିପଡା ସ୍ମଶାନ ଘାଟରେ ସସମ୍ମାନ ର ସହ ଶବଦାହ କରାଗଲା l ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ରବୀନ୍ଦ୍ର ପ୍ରଧାନ , ଗୋବିନ୍ଦ ଚନ୍ଦ୍ର ଶତପଥୀ, ଲିଙ୍କନ ସେଠ, ଉତ୍ତମ୍ ନନ୍ଦ, ତନ୍ମୟ ପୁଟେଲ, ସରୋଜ ଜାଲ, ସାଗର ଚନ୍ଦନ ପ୍ରମୁଖ ଉପସ୍ଥିତ ରହି ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ସବୁବେଳେ ସବୁ ସମୟରେ ହାତ ବଢ଼ାଇ ସାହାଯ୍ୟ କରିଥାଏ ଏହି ସଙ୍ଗଠନ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like