-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଠକେଇ ଅଭିଯୋଗରେ ବ୍ୟାଙ୍କ ମିତ୍ର ଗିରଫ ଏବଂ ଲାପଟପ୍, ପ୍ରିଣ୍ଟର ଜବତ।

10-Apr-2025



ଅମ୍ବାଭୋନା(ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା ଥାନା ଅଧିନସ୍ଥ ବିଚ୍ଛିନ୍ନାଞ୍ଚଳ ତଥା ମହାନଦୀ କୂଳରେ ଥିବା ଜରିମୁଲି ଗ୍ରାମରେ ଲୋକଙ୍କୁ ହାତପାହାନ୍ତାରେ ବ୍ୟାଙ୍କ ସେବା ଯୋଗାଇ ଦେବାର ଲକ୍ଷ ନେଇ ବ୍ୟାଙ୍କ ମିତ୍ର ତଥା ସହଜ ସେବା କେନ୍ଦ୍ର ଖୋଲା ଯାଇଥିଲା। ଏହାକୁ ରାଜେନ୍ଦ୍ର ବାଗଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏକ ଇଣ୍ଡସଇଣ୍ଡ ବ୍ୟାଙ୍କ ର ସହଜ ଜନ ସେବା କେନ୍ଦ୍ର ଦିର୍ଘ ଚାରି ପାଞ୍ଚ ବର୍ଷ ପୂର୍ବେ ଖୋଲାଯାଇଥିଲା।ଲୋକେ ବ୍ୟାଙ୍କ ସେବା ସହଜରେ ଓ ସୁବିଧାରେ ପାଇବା ପାଇଁ ଆକାଉଣ୍ଟ ଖୋଲି ନେଣ ଦେଣ କରୁଥିଲେ। ସ୍ଥାନୀୟ ଅଞ୍ଚଳର ବ୍ୟାଙ୍କ ମିତ୍ର ଜରିମୁଲି ଗ୍ରାମର  ରାଜେନ୍ଦ୍ର ବାଗ ଙ୍କୁ ବିଶ୍ବାସ କରି ଜରିମୁଲି,ଛତାଦେଇ ତଥା ଆଖପାଖ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀ ମଧ୍ୟ ସେହି ବ୍ୟାଙ୍କରୁ ବିଭିନ୍ନ ସମୟରେ ଋଣ ଉଠାଣ କରୁଥିଲେ। ମାତ୍ର ଗ୍ରାହକଙ୍କ ବିଶ୍ବାସରେ ବିଷ ଦେଇ ସମ୍ପୃକ୍ତ ବ୍ୟାଙ୍କ ମିତ୍ର ଦୁଇ ବର୍ଷ ପୂର୍ବେ ଠକେଇ କରି ନେଇଥିବା ଗ୍ରାମର ଆନନ୍ଦ କୁମୁରା ଅମ୍ବାଭୋନା ଥାନାରେ ଏକ ଲିଖିତ ଏତଲା ଦେଇଥିଲେ। ସେହିଦିନ ଠାରୁ  ବ୍ୟାଙ୍କ ମିତ୍ର ଫେରାର ହୋଇଯାଇଥିଲେ। ପୋଲିସ ଏ ନେଇ ଏକ ମାମଲା ରୁଜୁ କରିଥିଲା। ତଦନ୍ତ ସମୟରେ ସେହି ବ୍ୟାଙ୍କ ମିତ୍ର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଓ ବ୍ଯକ୍ତି ଙ୍କ ନାମରେ ୧୫ ଲକ୍ଷ ୫୪ ହଜାର ୭ଶହ ଟଙ୍କା ଋଣ ଉଠାଣ କରି ଗ୍ରାହକମାନଙ୍କୁ ଲିଙ୍କ ଫେଲ, ସର୍ଭର ଡାଉନ ଥିବା ଆଦି ବାହାନା ଦେଖାଇ ସେମାନଙ୍କଠାରୁ ଫିଙ୍ଗର ପ୍ରିଣ୍ଟ ନେଇ ଟଙ୍କା ଉଠାଇ ଚମ୍ପଟ ମାରିଥିଲେ । କିନ୍ତୁ କୋୖଣସି ସୁତ୍ରରୁ ଖବର ପାଇ ଅମ୍ବାଭୋନା ଥାନାଧିକାରୀ ବିପିନ ବାଗ ଙ୍କ ନେତୃତ୍ୱ ରେ ଏକ ପୋଲିସ ଟିମ ଅଭିଯୁକ୍ତ ରାଜେନ୍ଦ୍ର ବାଗ ଙ୍କୁ ଧରିବାରେ ସଫଳ ହୋଇଥିଲେ।ଏ ନେଇ ଅମ୍ବାଭୋନା ଥାନାରେ ୬୫/୨୦୨୫ ରେ ମାମଲା ରୁଜୁ କରି ବି ଏନ୍ ଏସ ଧାରା ୩୧୮(୪),୩୩୮,୩(୫ ) ରେ ଅଭିଯୁକ୍ତ ରାଜେନ୍ଦ୍ର ବାଗଙ୍କୁ ଅମ୍ବାଭୋନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି।ଏଥି ସହିତ ତାଙ୍କ ଠାରୁ ବ୍ୟବହୃତ କମ୍ପ୍ୟୁଟର,ସିପିଓ,ମନିଟର,କି ବୋର୍ଡ,ମାଉସ, ଦୁଇଟି ପ୍ରିଣ୍ଟର ମେସିନ, ଏକ ଲ୍ୟାପଟପ୍, ଆଖି ସ୍କାନର,ଫିଙ୍ଗର ପ୍ରିଣ୍ଟର,ଏକ ହାର୍ଡ ଡିସ୍କ, ଦୁଇଟି ମୋଟର ସାଇକେଲ, ଗୋଟିଏ ମୋବାଇଲ ଫୋନ ଏବଂ ତାଙ୍କ ଠାରୁ ନଗଦ ୧୩ ହଜାର ଟଙ୍କା ପୋଲିସ ଜବତ କରିଛି।ଅଭିଯୁକ୍ତ କୁ ପୋଲିସ ପଚରାଉଚରା କରିବାରୁ ଅଭିଯୁକ୍ତ ସବୁ ଟଙ୍କା ଅନଲାଇନ ଗେମ ଖେଲି ଖର୍ଚ୍ଚ କରିଥିବା ପୋଲିସ ଆଗରେ ପ୍ରକାଶ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like