-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||      *ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||     

HOME   ରାଜ୍ୟ

ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା

19-Jan-2021



ଭୁବନେଶ୍ବର, (ଶୁଭାଶିଷ ନାୟକ): ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ବରଗଡ ଜିଲ୍ଲାର ବୋଲି ଜଣାପଡିଛି ।*


*▫️ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୩୫୬୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୯୮୦୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।ଏବେ ସୁଦ୍ଧା ରାଜ୍ୟରେ ୭୪୨୬୦୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   20-Jun-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   20-Jun-2026
Km   20-Jun-2026
ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   20-Jun-2026
  ଜିଲ୍ଲା  
*ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   20-Jun-2026
  ଜିଲ୍ଲା  
ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   20-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026

You Might Also Like