-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଦୁଲୁକିଲା ପଳସାପଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ" ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା"

11-Apr-2025



ସିନାପାଲି (ଚିନ୍ତାମଣି  ନେତାମ )
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସରକାରୀ   ପ୍ରାଥମିକ ବିଦ୍ୟାଳୟ ପଳସାପଡା ୨୦୨୪/୨୫ର ଶିକ୍ଷାବର୍ଷ ପାଇଁ "ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା" ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ହୃଦାନନ୍ଦ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ସିନାପାଲି ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ  ଶ୍ରୀଯୁକ୍ତ  ପ୍ରଦୀପ କୁମାର ପଣ୍ଡା,ମୁଖ୍ୟ ବକ୍ତା ଭାବରେ  ମହଗାଁ ସରକାରୀ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ   ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ଭରତ ଚନ୍ଦ୍ର ବାଗ, ସମ୍ମାନିତ ଅତିଥିଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁପୁଚ୍ଛ ମୌଳି ପାଣିଗ୍ରାହୀ,  ଖଳନା  ସରକାରୀ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  କିଶୋର କୁମାର ସାହୁ, ସିନାପାଲି  ଆଞ୍ଚଳିକ  ସାଧନ କେନ୍ଦ୍ର ସଂଯୋଜକ  ଶ୍ରୀଯୁକ୍ତ ପ୍ରସନ୍ନ କୁମାର ମାଝୀ,  ଭାବଗ୍ରାହୀ ପଣ୍ଡା, କଲ୍ୟାଣୀ ପୁରୋହିତ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀମତୀ  ଧନମତି ମାଝୀ ମଞ୍ଚାସିନ ଥିଲେ  l  ପ୍ରାରମ୍ଭରେ ସହଶିକ୍ଷୟିତ୍ରୀ ଶ୍ରୀମତୀ ରିତାଞ୍ଜଳୀ ଚାନ୍ଦ ସମସ୍ତଙ୍କୁ  ସ୍ୱାଗତ କରିବାସହ  ପରିଚୟ ପ୍ରଦାନ କରିଥିଲେ  l  ଛାତ୍ରଛାତ୍ରୀ ଓ ସହକାରୀ ଶିକ୍ଷୟିତ୍ରୀଗଣ  ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପଢୌକନ  ଦେଇ  ସମ୍ମର୍ଦ୍ଧିତ  କରିଥିଲେ  l ପରେ ଅତିଥିଗଣ ଦ୍ୱାରା  ଦେବ ପୂଜନ ହେଲାପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା  l  ଅତିଥିଗଣ  ଉଭୟ "ବାର୍ଷିକ ଉତ୍ସବ ଓ  ମୋ ସଂସ୍କୃତି  ମୋ ଖେଳଣା"ଉତ୍ସବ ଛାତ୍ରଛାତ୍ରୀଙ୍କୁ  ପାଠ୍ୟ  ସହପାଠ୍ୟ ତଥା ଅନ୍ତର୍ନିହିତ କଳା ସାହିତ୍ୟ ପରିପ୍ରକାଶ ସାଙ୍ଗକୁ ଛାତ୍ରଛାତ୍ରୀଙ୍କ  ସର୍ବାଙ୍ଗୀନ ବିକାଶର  ମୂଲ୍ୟାଙ୍କନରେ ସହାୟକ ହେବା ସହିତ ଛାତ୍ରଛାତ୍ରୀଙ୍କ  ଭିତରେ ପ୍ରତିଯୋଗିତା  ମନୋଭାବ  ବୃଦ୍ଧି କରିବ ବୋଲି   ମତ ପ୍ରକାଶ  କରିଥିଲେ  l ଉତ୍ସବରେ ବିଦ୍ୟାଳୟର  ଅଭିଭାବକ /ଅଭିଭାବିକା  ଉପସ୍ଥିତ ରହି  ସଂସ୍କୃତି କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ  l
 ପଳସାପଡା ସରକାରୀ  ପ୍ରାଥମିକ ବିଦ୍ୟାଳୟର  ସହ ଶିକ୍ଷୟିତ୍ରୀ ଶ୍ରୀମତୀ  ସଂଯୁକ୍ତା ସା ବାର୍ଷିକ ବିବରଣୀ ପଠନ  କରିଥିବାବେଳେ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ହୃଦାନନ୍ଦ ମେହେର  ମଞ୍ଚ  ପରିଚାଳନା  କରିଥିଲେ l
  
ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ ନୃତ୍ୟ ପରିବେଷଣ କରିଥିଲେ l ପରେ ପୁରସ୍କାର ବିତରଣ ଉତ୍ସବରେ କୃତି ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l 
ଶେଷରେ  ଶିକ୍ଷକ ଶ୍ରୀଯୁକ୍ତ ଆଲୋକ ରଞ୍ଜନ ପାଣିଗ୍ରାହୀ ଧନ୍ୟବାଦ୍ ଅର୍ପଣ କରିଥିଲେ l ଶିକ୍ଷୟିତ୍ରୀ  ଶ୍ରୀମତୀ ରିତାଞ୍ଜଳୀ ଚାନ୍ଦ, ଗୀତିକା ଖମାରି, ସଂଯୁକ୍ତା ସା, ଶିକ୍ଷକ ହୀରାଲାଲ ସାହୁ, ସୁ୍ଘୋଷ ଚନ୍ଦ୍ର ପାତ୍ର, ରୁସ୍ତମ ନାଏକ,
  ସ୍କୁଲ ପରିଚାଳନା କମିଟିର ପ୍ରମୁଖ ସଦସ୍ୟ, ଗ୍ରାମବାସୀ ଶ୍ରୀଯୁକ୍ତ ଗୌରହରୀ ମାଝୀ, ପୁରନ୍ଦର ମାଝୀ, ମହାବୀର ନାଗ, ପ୍ରଦୀପ ସା ଓ ସରୋଜ ନାଏକ ପ୍ରମୁଖ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like