-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ପାଳିତ

11-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ) : ସ୍ଥାନୀୟ ଡି ଆଇ ଇ ଟି ପରିସରରେ ଥିବା ସରକାରୀ ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ମେରୀଲିନ ସୁଧାଂଶୁମୟୀ ମହାନ୍ତିଙ୍କ ଅଧକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଇଶ୍ଵର ଚନ୍ଦ୍ର ବେହେରା ମଞ୍ଚ ପରିଚାଳନା କରିଥିଲେ। ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନ କଳାହାଣ୍ଡି ଅଧକ୍ଷ ଡ ଦେଶବନ୍ଧୁ ସାହୁ ମୁଖ୍ଯ ଅତିଥି, ଭବାନୀପାଟଣା ବି ଆର ସି ସି ଚଥା ଏ ବି ଇ ଓ ଜୟ କୁମାର ମାଝୀ ମୁଖ୍ୟ ବକ୍ତା, ଏ ବି ଇ ଓ ଜଗଦୀଶ ଚନ୍ଦ୍ର ମୁଣ୍ଡ , ଏ ବି ଇ ଓ ହୃଷୀକେଶ ନାୟକ, ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକା ନିହାରୀକା ଦେବୀ, ବାପୁଜୀ କ୍ଲଷ୍ଟର ସି ଆରସିସି ସ୍ଵଧିନୀ ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜୟନ୍ତୀ ନାଏକ, ବରିଷ୍ଠ ସାମ୍ବାଦିକ ସନ୍ତୋଷ ପ୍ରଧାନ, ପ୍ରମୂଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ସେମାଙ୍କ ଭବିଷ୍ୟତର ଉଜ୍ଜଳ କାମନା କରି କୃତୀ ଛାତ୍ରଛାତ୍ରୀ ଙ୍କୁ ପୁରସ୍କୃତ କରିଥିଲେ। ପଞ୍ଚମ ଶ୍ରେଣୀ ଛାତ୍ରୀ ଆସ୍ତା ଚନ୍ଦନ

ଚଳିତ ବର୍ଷର ଶ୍ରେଷ୍ଠ ଛାତ୍ରୀ ଭାବେ ସମ୍ମାନୀତ ହୋଇ ପୁରସ୍କୃତ ହୋଇଥିଲେ। ସହ ଶିକ୍ଷୟତ୍ରୀ ବିଷ୍ନୁ ପ୍ରିୟା ସାହାଣୀ, ଲୀନା  ପଟନାୟକ ଓ ପୁଷ୍ପଲତା ବାଗ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଦିତୀୟ ବର୍ଷ ପ୍ରଶିକ୍ଷାରଥି ସାଗରିକା ଦାଶ ଓ ଦ୍ବିପାକ୍ଷୀ ଦ୍ଵାରୀ ସାଂସ୍କୃତିକ କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା କରିଥିଲେ। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମହାନ୍ତି ବାର୍ଷିକ ବିବରଣୀ ପଠନ ସହ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like