-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

କଣ୍ଠିପାଲି ଗ୍ରାମ ରେ ୫୬ ଭୋଗ ସହିତ ଅଖଣ୍ଡ ୨୪ ପ୍ରହରୀ ନାମଯଜ୍ଞ ଉଦଯାପିତ

11-Apr-2025



ଅମ୍ବାଭୋନା(ପ୍ରକାଶ ଚନ୍ଦ୍ର ରଥ )ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅଧିନସ୍ଥ ଭୁକ୍ତା ଗ୍ରାମପଞ୍ଚାୟତ ଅନ୍ତର୍ଗତ କଣ୍ଠିପାଲି ଗ୍ରାମରେ ଅଖଣ୍ଡ ୨୪ ପ୍ରହରୀ ନାମଯଜ୍ଞ ସମ୍ପନ୍ନ ହୋଇଯାଇଛି। ଏହା ସହିତ ୫୬ ବ୍ୟଞ୍ଜନ ଭୋଗ ଭଗବାନ ଙ୍କୁ ଲାଗି ହୋଇଛି। ଚଳିତ ମାସ ୭ ତାରିଖ ସୋମବାର ଦିନ ୧୧ ଟା ସମୟରେ ଏକ ଭବ୍ୟ କଳସ ଯାତ୍ରା ହୋଇଥିଲା। ପରେ ରାଧାକୃଷ୍ଣ ଙ୍କୁ ନୀତି କାନ୍ତି ରେ ଷୋଡଶ ଉପଚାର ପୂଜା କରିବା ସହିତ ଅଖଣ୍ଡ ନାମ ଗାୟନ କରାଯାଇଥିଲା। ଗ୍ରାମର ସମସ୍ତ ଆବାଳ ବୃଦ୍ଧ ବନିତା ତଥା ପଡୋଶୀ ଗ୍ରାମ ଲୁଦୁପାଲି ରୁ ମଧ୍ୟ ଅନେକ ଶ୍ରଦ୍ଧାଳୁ ଆସି ପୂଜାର୍ଚ୍ଚନା କରିଥିଲେ। ଚଳିତ ମାସ ୭ ତାରିଖ ସୋମବାର ରୁ ନାମାରମ୍ଭ ହୋଇ ଚଳିତ ମାସ ୧୦ ତାରିଖ ଗୁରୁବାର ଦିନ ନାମ ସମାପନ ହୋଇଥିଲା।ବିଷ୍ଣୁ ସହସ୍ର ନାମ ପାଠ ଓ ଘୃତାହୁତି କରିବା ସଙ୍ଗେ ପୂର୍ଣ୍ଣାହୁତୀ କରାଯାଇଥିଲା।

ଅଖଣ୍ଡ ନାମ ଗାୟନ ପାଇଁ ଲୁଦୁପାଲି, ଅମ୍ବାଭୋନା, ସତୀଦରହା, କପାଶିରା, କୁଠାରପାଲି, ବୁଢୀପାଲି, ଡୁଙ୍ଗିପାଲି, ଖଇରପାଲି ଆଦି ଗ୍ରାମରୁ ସଂକୀର୍ତ୍ତନ୍ୟ ଦଳ ଆସିଥିଲେ। ଏବଂ ବରପାଲି ନିକଟସ୍ଥ ମହୁଲପାଲି ସଂକୀର୍ତ୍ତନ୍ୟ ମଣ୍ଡଳୀ ଓ ସାହାଜବାହାଲ ସଂକୀର୍ତ୍ତନ୍ୟ ମଣ୍ଡଳୀ ଭିତରେ ବୈଠକୀ ହୋଇଥିଲା।ଏହି ଅଖଣ୍ଡ ନାମଯଜ୍ଞ ରେ ଗ୍ରାମବାସୀ ଙ୍କ ତରଫରୁ ଗ୍ରାମର ଗୌନ୍ତିଆ ମିତ୍ରଭାନୁ ପଧାନ ଓ ତାଙ୍କର ସହଧର୍ମିଣୀ ମୁଖ୍ୟ କର୍ତ୍ତା ର ଦାୟିତ୍ତ୍ୱ ତୁଳାଇ ଥିବା ବେଳେ ଷଡ଼ ବୈଷ୍ଣବ ରେ ସୁବଳ ପାତ୍ର,ଦିଲ୍ଲୀପ ପାତ୍ର,ପ୍ରଦୀପ ପଧାନ,ଶତ୍ରୁଘ୍ନ ସା, ଶଙ୍କର ପୋଡ଼ ଓ ମିନକେତନ ପଧାନ ସପତ୍ନୀକ ଭାବେ ପୂଜାର୍ଚ୍ଚନା ରେ ଯୋଗ ଦେଇଥିଲେ। ମୁଖ୍ୟ ପଣ୍ଡିତ ଶ୍ରୀ ଷଡ଼ାନନ ରଥ ରହିଥିବା ବେଳେ ସହଯୋଗୀ ପଣ୍ଡିତ ପ୍ରକାଶ ଚନ୍ଦ୍ର ରଥ ପୂଜା ଦାୟିତ୍ତ୍ୱ ତୁଳାଇଥିଲେ। ପ୍ରତ୍ୟେକ ଦିନ ପ୍ରହର ଭୋଗ ଲାଗିବା ସହିତ, ଷୋଡଶ ଉପଚାର ପୂଜା, ବିଷ୍ଣୁ ସହସ୍ର ନାମ ହୋମ ଆହୁତି କରାଯାଇଥିଲା ଏବଂ ସନ୍ଧ୍ୟା ସମୟ ରେ ସନ୍ଧ୍ୟା ଆଳତୀ କରାଯାଇଥିଲା। ପୂର୍ଣ୍ଣାହୁତୀ ପୂର୍ବରୁ ଭଗବାନ ଙ୍କୁ ୫୬ ଭୋଗ ପ୍ରସ୍ତୁତି କରି ମା ଅନ୍ନପୂର୍ଣ୍ଣା ଦେବୀ ଙ୍କୁ ପୂଜାର୍ଚ୍ଚନା କରି ଭଗବାନ ଙ୍କ ପାଖରେ ଭୋଗ ଲଗା ଯାଇଥିଲା। ଶେଷରେ ସମସ୍ତ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ପାଇଁ ଅନ୍ନ ପ୍ରସାଦ ର ବ୍ୟବସ୍ଥା କରାଯାଇଥିଲା।ଗ୍ରାମର ଜିବର୍ଦ୍ଧନ ପାତ୍ର,ଅନାଦି ପଧାନ,ମନବୋଧ ପଧାନ, ମାଧବ ପାଣ୍ଡେ, ଉମେଶ ପଧାନ,ଭିଖାରି ବଗର୍ତ୍ତି ଙ୍କ ସମେତ ସମସ୍ତ ଯୁବ ଗୋଷ୍ଠୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like