-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା

11-Apr-2025



 ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନା ଶୁଭାରମ୍ଭ ଅନ୍ତର୍ଗତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ମିଶନ ପଡିଆରେ ଅନୁଷ୍ଠିତ ହୋଇଛି l

ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାପରିଷଦ ସଭାପତି  ଶ୍ରୀମତୀ ଦେବକୀ ସାହୁ , ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା , ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ମୁଖ୍ୟ ଚିକିତ୍ସାଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ, ଜିଲ୍ଲା ନଗର ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ତରଣୀ ସୁନାଙ୍କ ସମେତ ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଙ୍କ ପ୍ରତିନିଧି , ମାନ୍ୟବର ସାଂସଦ ଶ୍ରୀମତୀ ସଂଗୀତା କୁମାରୀ ସିଂଦେଓଙ୍କ ପ୍ରତିନିଧି , ମାନ୍ୟଗଣ୍ୟ ବୁଦ୍ଧିଜୀବୀ ଓ ବରିଷ୍ଠ ଅଧିକାରୀ ସଦର ମହକୁମା ସ୍ଥିତ ସ୍ଥାନୀୟ ମିଶନ ପଡିଆରେ ଉପସ୍ଥିତ ଥିଲେ  |
 

ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା ସଭାପତିତ୍ୱ କରିଥିଲେ l ଏହି ଅବସରରେ ସେ କହିଥିଲେ ଯେ, ଜିଲ୍ଲାରେ ଏହି କାର୍ଯ୍ୟକ୍ରମ କିଭଳି ସଫଳ ଓ ସୂଚାର ରୂପେ କରାଯିବ ସେ ଦିଗରେ ଜିଲ୍ଲା ପ୍ରଶାସନ ସର୍ବଦା ତତ୍ପର l 
 ଆଜିର ଏହି କାର୍ଯ୍ୟକ୍ରମ ଜିଲ୍ଲା ମୁଖ୍ୟାଳୟ କୁ ଛାଡି ୪୭ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ସହରାଞ୍ଚଳ ସ୍ୱାସ୍ଥ୍ୟ କେନ୍ଦ୍ର ରେ କରାଯାଉଛି l ଜିଲ୍ଲା ମୁଖ୍ୟାଳୟରେ ଓ ଅନ୍ୟ ସ୍ଥାନ ମାନଙ୍କରେ ଆଭାଷୀ ମାଧ୍ୟମରେ ଶହସ୍ରାଧିକ ଲୋକ ଏହି କାର୍ଯ୍ୟକ୍ରମରେ ଯୋଡି ହୋଇଛନ୍ତି l 
ଏହି ଯୋଜନା ମାଧ୍ୟମରେ ଜିଲ୍ଲାରେ ଜନସାଧାରଣଙ୍କୁ ନୂଆ ଏକକ କାର୍ଡ ବଣ୍ଟନ କରାଯିବ l ହିତାଧିକାରୀ ମାନେ ସମ୍ପୃକ୍ତ ଅଂଚଳର ଆଶାକର୍ମୀ,ଜନସ୍ୱାସ୍ଥ୍ୟ କର୍ମୀମାନଙ୍କ ସହାୟତାରେ ନିଜ ଗ୍ରାମ ରେ କାର୍ଡ ପାଇବେ l ନୂତନ ଏକକ କାର୍ଡ଼ ପାଇବା ପର୍ଯ୍ୟନ୍ତ ହିତାଧିକାରୀମାନେ ଆଧାର କାର୍ଡ଼/ବର୍ତ୍ତମାନ ପାଖରେ ଥିବା ସ୍ୱାସ୍ଥ୍ୟ କାର୍ଡ଼ ନମ୍ବର ଦେଇ ଚିକିତ୍ସା ସେବା ପାଇପାରିବେ l ଇ-କେ.ୱାଇ.ସି ସହ କାର୍ଡ଼ ପ୍ରସ୍ତୁତି ଓ ବଣ୍ଟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଦେୟମୁକ୍ତ ।  ଏହି ଯୋଜନାକୁ ଲୋକଙ୍କ ନିକଟକୁ ଅଧିକରୁ ଅଧିକ ପଂହଁଚେଇବା ପାଇଁ ଜିଲ୍ଲାରେ ସଚେତନତା ରଥ ବୁଲି ଲୋକଙ୍କୁ ସଚେତନ କରାଇବ ଏହାସହିତ ଲିଫଲେଟ, ପୋଷ୍ଟର, ବ୍ୟାନର  ଲଗାଯିବ ଏବଂ ପଂଚାୟତ ସ୍ତରରେ ଲୋକଙ୍କୁ ଏ ସଂକ୍ରାନ୍ତରେ ସଚେତନ କରାଯିବ l ଜିଲ୍ଲା ସଦରମହକୁମାରେ ଆଜି ଦୁଇଟି ସଚେତନତା ରଥର ମଧ୍ୟ ଶୁଭାରମ୍ଭ କରାଗଲା । 

ଏହି ଯୋଜନା ସରକାରଙ୍କ ଏକ ଯୁଗାନ୍ତକାରୀ ପଦକ୍ଷେପ ଯାହା ଓଡିଶାର ସ୍ୱାସ୍ଥ୍ୟ ସେବାକୁ ଆହୁରି ଆଗକୁ ନେବା ସହ ଲୋକ ମାନଙ୍କୁ ଏକ ଉନ୍ନତ ଧରଣର ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ନିଶ୍ଚିତ କରାଇବ l 
ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ପାଇବେ । ସେହିପରି ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଉର୍ଦ୍ଧ୍ଵ ବରିଷ୍ଠ ନାଗରିକଙ୍କୁ ମିଳିତ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ହିତାଧିକାରୀଙ୍କୁ ମିଳିବ । ଏହି ଯୋଜନା ଦ୍ଵାରା ରାଜ୍ୟର ୩.୫ କୋଟି ଲୋକଙ୍କ ପାଇଁ ମାଗଣା ଚିକିତ୍ସା ସେବାର ସୁବିଧା ପାଇ ପାରିବେ । ସ୍ୱାସ୍ଥ୍ୟ କାର୍ଡ ସମଗ୍ର ଦେଶର ୨୯,୦୦୦ରୁ ଉର୍ଦ୍ଧ୍ଵ ସରକାରୀ ଓ ପଞ୍ଜୀକୃତ ଘରୋଇ ଚିକିତ୍ସାଳୟରେ ଚିକିତ୍ସାର ସୁବିଧା ଉପଲବ୍ଧ ଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like