-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଓଡ଼ିଆ ପକ୍ଷ ପାଳନ ଅବସରରେ ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ

11-Apr-2025



ବଲାଙ୍ଗିର(ପ୍ରେରଣା ଖବର): ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଉ ଥିବା ଓଡ଼ିଆ ପକ୍ଷ  ପାଳନ ଅବସରରେ ଆଜି ପୂର୍ବାହ୍ନରେ ସ୍ଥାନୀୟ ମହିଳା ମହାବିଦ୍ୟାଳୟ  ସମ୍ମିଳନୀ କକ୍ଷଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀର ମିଳିତ ସହଯୋଗରେ   ଯୁବ ଲେଖକ ସମ୍ମିଳନୀ ଅନୁଷ୍ଠିତ ହୋଇଅଛି । ଏହି ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗ ଦେଇଥିଲେ l

ଓଡ଼ିଆ ଜାତୀୟତା ସମ୍ବଳିତ କବିତା ଲିଖନ, ଓଡ଼ିଆ ସଂସ୍କୃତି ଆଧାରିତ ଗଳ୍ପ ଲିଖନ ଓ ବିକଶିତ ଓଡ଼ିଶା ଗଠନରେ ଯୁବ ସମାଜର ଭୂମିକା ସଂପର୍କରେ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ମମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ, ଯୁବସମାଜ ଅମୂଲ୍ୟ ରତ୍ନ ବୋଲି କହିଥିଲେ । ନିଜର ସୃଜନଶୀଳ ଲେଖା ମାଧ୍ୟମରେ ସାରସ୍ବତ ସାଧକ ହୋଇ ଏକ ସୁନ୍ଦର ସାମାଜ , ବିକଶୀତ ଓଡ଼ିଶା ଗଢ଼ି ତୋଳିବାକୁ ସର୍ବଦା ପ୍ରୟାସ ଜାରି ରଖିବାକୁ ପରାମର୍ଶ ଦେଇଥିଲେ । ଓଡିଆ ହିସାବରେ ଗର୍ବ କରିବା ଆମ ମୂଲ୍ୟବୋଧ ହେଉ । ନିଜର ଧିଶକ୍ତିର ବିକାଶ , ବିଶ୍ବ ଶାନ୍ତି ପାଇଁ ଯୁବସମାଜ ସର୍ବଦା ଚେଷ୍ଟାରତ  ହେବା ପାଇଁ  କହିଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ରଶ୍ମୀ ରଞ୍ଜନ ମିଶ୍ର , ଜିଲ୍ଲା ସୂଚନା ଓ ଲୋକ

ସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ, ଓଡ଼ିଶା ସାହିତ୍ୟ ଏକାଡେମୀର ସଂଯୋଜକ ଡ଼ ଗୋବର୍ଦ୍ଧନ ନାୟକ, ସରକାରୀ ମହିଳା ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ  ସଦାଶିବ ମଲ୍ଲିକ, ଓଡିଆ ବିଭାଗ ଅଧ୍ୟାପକ  ଡକ୍ଟର  ସରୋଜ ଜଗଦଲା, ଡ଼ ସଞ୍ଜୟ ମିଶ୍ର, ଶିକ୍ଷାବିତ ଶ୍ରୀ ସନାତନ ଠାକୁର, ଅଧ୍ୟାପକ ଶ୍ରୀ ସନ୍ଦୀପ କୁମାର କୁଅଁର ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରାରମ୍ଭରେ  ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚ଼ନା ପ୍ରଦାନ କରିଥିଲେ । ଶ୍ରୀ ସନ୍ଦୀପ କୁମାର କୁଅଁର କାର୍ଯ୍ୟକ୍ରମ ସଂଚାଳନା କରିଥିଲେ । ସଭା ଶେଷରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ଦିଆ ଯାଇଥିଲା । ଶେଷରେ ପ୍ରଫେସର ଡ଼ ସଞ୍ଜୟ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like