-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ରେଡ଼ିଏନ୍ସ ଇନଷ୍ଟିଚ୍ୟୁଟ ର ବାର୍ଷିକୋତ୍ସବ "ୟୁଫୋରିଆ-୨୦୨୫" ଶେଷ ସଂଧ୍ୟା

11-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସ୍ଥିତ ପ୍ରକୃତି ବିହାରରେ ଗଢ଼ି ଉଠିଥିବା ରେଡ଼ିଏନ୍ସ ଇନଷ୍ଟିଚ୍ୟୁଟର ବାର୍ଷିକୋତ୍ସବ "ୟୁଫୋରିଆ-୨୦୨୫"  ଦ୍ୱିତୀୟ ଦିବସରେ ରେଡ଼ିଏନ୍ସ ଇନଷ୍ଟିଚ୍ୟୁଟର ପରିଚାଳନା କମିଟିର ସଭାପତି ଶ୍ରୀମତୀ କସ୍ତୁରୀ ମେହେରଙ୍କ ଅଧ୍ୟକ୍ଷତାରେ ପରିଚାଳିତ ହୋଇଥିଲା। ରେଡ଼ିଏନ୍ସ ଇନଷ୍ଟିଚ୍ୟୁଟର ଚେୟାରମେନ ଅଜିତ କୁମାର ମେହେର ନିଜ ମନ୍ତବ୍ୟରେ ପାଠ୍ୟକ୍ରମ ସଙ୍ଗେ ସଙ୍ଗେ ସହ- ପାଠ୍ୟକ୍ରମକୁ ମଧ୍ୟ ଗୁରୁତ୍ୱ ଦେବାପାଇଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ ଓ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଶଂସା କରିଥିବା ବେଳେ ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର ଅନୁଷ୍ଠାନର ପରିଚାଳକଙ୍କ ଭାତୃତ୍ଵ ଓ ସେବା ମନୋବୃତିକୁ ନେଇ ଦରଦିବନ୍ଧୁ ବୋଲି ବ୍ୟାଖ୍ୟା କରି  ମୁଖ୍ୟ ଅତିଥି ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପ୍ରଦୀପ କୁମାର ମିଶ୍ର ଙ୍କୁ ଆଲିଙ୍ଗନ କରି ଭାବବିହ୍ୱଲ୍ ହୋଇ ପଡ଼ିଥିଲେ ଉଭୟ ମଞ୍ଚ ରେ ସତେ କି ରାମାୟଣର ସେହି ଦୁଇ ଜଣ ବ୍ରହ୍ମର୍ଷି ବଶିଷ୍ଠ ଓ ବିଶ୍ଵାମିତ୍ରଙ୍କ ଭେଟ ସଦୃଶ୍ୟ ଲାଗୁଥିଲା। ମୁଖ୍ୟ ଅତିଥି ପ୍ରଫେସର ମିଶ୍ର ଆଜିର ଛାତ୍ରଛାତ୍ରୀ ମାନଙ୍କର କିପରି ସୃଜନଶୀଳତା ବୃଦ୍ଧି ଘଟୁଛି ଓ ଗୁରୁ ଶିଷ୍ୟଙ୍କ ମଧୁରତା ସଂପର୍କ ରେ ଉପସ୍ଥାପନ କରି ଏହି ଅନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କର ଶୃଙ୍ଖଳାକୁ ପ୍ରଶଂସା କରିଥିଲେ। ସମ୍ମାନିତ ଅତିଥି ବୁଦ୍ଧଦେବ ମେହେର ମହାବିଦ୍ୟାଳୟ ର ଇଂରାଜୀ ଅଧ୍ୟାପକ ଶ୍ରୀଯୁକ୍ତ ସୁଶାନ୍ତ ମିଶ୍ର ପ୍ରତ୍ୟେକଙ୍କ ଜୀବନରେ ପିତାଙ୍କ ଗୁରୁତ୍ଵ କୁ ବକ୍ତବ୍ୟରେ ରଖିଥିଲେ। ଅନ୍ୟତମ ସମ୍ମାନିତ ଅତିଥି ବରିଷ୍ଠ ନାଗରିକ ସଂଘ ବିଜେପୁରର ସଭାପତି ଶ୍ରୀଯୁକ୍ତ ନବ କିଶୋର ସାହୁ ଏହି ଅନୁଷ୍ଠାନର ଭବିଷ୍ୟତ ଆହୁରି ଆଲୋକିତ ବୋଲି ମତ ପ୍ରକାଶ କରିଥିଲେ।ସ୍କୁଲ ର ଅଧ୍ୟକ୍ଷା ମୋହିନୀ ମେହେର, ଏକାଡେମୀ ଡାଇରେକ୍ଟର ଗୋବିନ୍ଦ ମେହେର,ଏଡମିନିଟେଷ୍ଟିବ ଡାଇରେକ୍ଟର ନେତ୍ରାମଣୀ ମେହେର,ରେଡ଼ିଏନ୍ସ ଇନଷ୍ଟିଚ୍ୟୁଟର ପରିଚାଳନା କମିଟିର ସଦସ୍ୟ ଶ୍ରୀଯୁକ୍ତ ଦେବବ୍ରତ ମେହେର , ଉପଦେଷ୍ଟା ଶ୍ରୀମତୀ ରାଜେଶ୍ରୀ ମେହେର, ବଶିଷ୍ଠ ନାଗରିକ ସଂଘ ର ସଦସ୍ୟ ପଦ୍ମଲୋଚନ କର,ପ୍ରଦୀପ ଗୁରୁ ସଭାରେ ଯୋଗଦେଇଥିଲେ ଏବଂ ସମସ୍ତ ଅଧ୍ୟାପକ ଅଧ୍ୟାପିକା,ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ରୀଛାତ୍ରୀ,ସାମ୍ବାଦିକ ବନ୍ଧୁ ଉପସ୍ଥିତ ଥିଲେ। ଉପାଧ୍ୟକ୍ଷ ସଞ୍ଜୟ ବାରିକ ମଞ୍ଚ ପରିଚାଳନା କରି ମହାନ ଆତ୍ମା ଠାକୁର ଚରଣ ମେହେରଙ୍କ ସ୍ମୃତିରେ ଗଢିଉଠିଥିବା ରେଡ଼ିଏନ୍ସ୍ ଶିକ୍ଷାନୁଷ୍ଠାନ ବିଷୟରେ ଦୋହରାଇଥିଲେ । ବିୟୋନ ଷ୍ଟୁଡ଼ିଓ ଭୁବନେଶ୍ଵରର ପ୍ରତିଷ୍ଠାତା ଶ୍ରୀ ରାଜେଶ ଗୌଡ ଙ୍କୁ ରେଡ଼ିଏନ୍ସ ସଂସ୍କୃତି ସମ୍ମାନ-୨୦୨୫ରେ ସମ୍ମାନୀତ କରାଯାଇଥିଲା ଓ ଶେଷ୍ଠ ସ୍ୱୟଂ ସେବକ ଭାବେ ଛାତ୍ର ଅବିନାଶ ଭୁଏ ଓ ସେବିକା ଛାତ୍ରୀ ପ୍ରୀତି ପ୍ରଧାନ ପୁରସ୍କୃତ ହୋଇଥିଲେ।ଶେଷରେ ଓଡ଼ିଆ ଅଧ୍ୟାପକ ପ୍ରଫୁଲ୍ଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ଅତି ସୁନ୍ଦର ଭାବରେ ଛାତ୍ରଛାତ୍ରୀ ମାନେ ପରିବେଷଣ କରିଥିଲେ, ଗୁରୁ ଦ୍ରୋଣ ଓ ଏକଲବ୍ୟ ଉପରେ ଏକ ସୁନ୍ଦର ନୃତ୍ୟ ପରିବେଷଣ କରିଥିଲେ ଯାହା ସମାଜକୁ ଏକ ନୂତନ ବାର୍ତ୍ତା ଦେବା ସହିତ, ସମ୍ବଲପୁରୀ, ଓଡ଼ିଶୀ ନୃତ୍ୟ, ସୁମଧୁର ସଙ୍ଗୀତ ଛାତ୍ରଛାତ୍ରୀମାନେ ଗାନ କରିଥିଲେ । ନୃତ୍ୟ ଗୁରୁ ଶ୍ରୀମାନ ଶିବ ଶଙ୍କର ମେହେରଙ୍କ ପ୍ରଚେଷ୍ଟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ଉତ୍ସାହ ଦେଖିବାକୁ ମିଳିଥିଲା। ଚେୟାରମେନ ଶ୍ରୀ ମେହେର କାର୍ଯ୍ୟକ୍ରମ ଶାନ୍ତି ଶୃଙ୍ଖଳାରେ ପରିସମାସ୍ତି ହୋଇଥିବାରୁ ସମସ୍ତ କର୍ମକର୍ତ୍ତା ଓ ଛାତ୍ରଛାତ୍ରମାନଙ୍କୁ ଧନ୍ୟବାଦଦେଇ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like