-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ ପଞ୍ଚମ ଦିବସ ଖେଳ ରେ ...... ବିଜୟୀ

11-Apr-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ପଞ୍ଚମ ଦିବସ ରେ ତିନି ଗୋଟି ମ୍ୟାଚ ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ  ଅତିଥି  ଭାବରେ ଜିଲ୍ଲା କ୍ରିଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର , କ୍ରିଦା ସଂଘ ଉପଦେଷ୍ଟା ନନ୍ଦ କିଶୋର ତ୍ରୀପାଠୀ, କାଉଁନ ସିଲର ଗଙ୍ଗା ତରିଆ, ଭେଟରାନ ଫୁଟବଲ୍ ଖେଳାଳି ତ୍ରିଲୋଚନ ଷlଣ୍ଢ ଯୋଗ  ଦେଇ ମ୍ୟାଚ୍ କୁ ଉଦ୍ଘାଟନ କରି ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ରେ ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେବାକୁ ଥିବା ବେଳେ ଆଜି ର ପ୍ରଥମ ମ୍ୟାଚ୍ କଙ୍କାଳି ଏଫ୍ ସି ଜନ୍ମୁରା ଓ ରାମ ଧୂନ୍ କ୍ଲବ୍ (ଡି) ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ ମା ଚର୍ଦ୍ଦେଇ କ୍ଲବ୍ ଚର୍ଦା  ଓ ରାମଜୀ କ୍ଳବ୍ ନିମ୍ନା ମଧ୍ୟରେ  ଦ୍ଵିତୀୟ ମ୍ୟାଚ , ନାରାୟଣ ପୁର ଓ ବି ଏମ୍ ପୁର ଇଲେ ଭେନ୍ ମଧ୍ୟ ରେ ତୃତୀୟ ମ୍ୟାଚ ଅନୁଷ୍ଠିତ ହୋଇ ଥିଲା l ପ୍ରଥମ ମ୍ୟାଚ୍ ରେ  ଅମିମାଂସିତ ରହି ଥିବା ବେଳେ  ଦ୍ଵିତୀୟ ମ୍ୟାଚ୍ ରାମଜୀ କ୍ଲବ୍ ନିମ୍ନା 1-0 ଗୋଲ ରେ ଓ ତୃତୀୟ ମ୍ୟାଚ ନାରାୟଣ ପୁର ଦଳ 3-0   ଗୋଲ ରେ ବିଜୟୀ ହୋଇଛି l  ସମସ୍ତ ମ୍ୟାଚ କୁ ମୁଖ୍ୟ ରେଫରୀ ଭାବେ ଅନିଲ ଭୋଇ, ଫୋର୍ଥ ଅଫିସିଆଲ୍ ଭାବେ ସଞ୍ଜୀବ ସାହୁ  ସହଯୋଗି  ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ 
 ଅନିଲ ଭୋଇ  ଅନିତା ମହାକୁଡ, ଖେଳ ପରି ଚାଳନା କରିଥିଲେ l ବିକାଶ ପଣ୍ଡା  ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ଙ୍କ ସମେତ ଚନ୍ଦନ , ରଂଜୁ, ଅନିଲ, ଶିବ, ଚାହଦ, ରବି, ଚୈତ୍ୟନ୍ୟ, କିରଣ, ସଦା, ପୁରେନ, କଲିମ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like