-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିନିକାର ୩ସ୍ଥାନରେ ୭୫ଜଣଙ୍କୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ କାର୍ଡ ବଣ୍ଟନ ।

11-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଆଜିଠାରୁ ସାରା ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା,ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ବାୟୋ ବନ୍ଦନା ଯୋଜନା ଆରମ୍ଭ ହୋଇଛି। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକର ବାଙ୍କୀଘିର୍ଡି,ଶଙ୍କରା ଓ ମହାଦେବପାଲି ଆଦି ୩ସ୍ଥାନରେ  ଏକ ସଙ୍ଗରେ ଶୁଭାରମ୍ଭ କରାଯାଇ ପ୍ରାୟ ୭୫ ହିତାଧିକାରୀଙ୍କୁ ନୂତନ   ଭାବେ ଆୟୁଷ୍ନାନ ଆରୋଗ୍ୟ କାର୍ଡ ପ୍ରଦାନ କରାଯାଇଛି ।ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଜନସାଧାରଣଙ୍କୁ ଭିଡିଓ କନଫରେନ୍ସ ମାଧ୍ୟମରେ ଜୀବନ ସଂଜୀବନୀ ସ୍ବାସ୍ଥ୍ୟ କାର୍ଡ ର ଉପକାରିତା ସମ୍ପର୍କରେ ବାର୍ତ୍ତା ପ୍ରଦାନ କରିଥିଲେ।ବ୍ଲକ ଅନ୍ତର୍ଗତ ବାଙ୍କୀଘିର୍ଡି ଖେଳପଡିଆ ଠାରେ ବିନିକା ବ୍ଲକ ଓ ଗୋଷ୍ଟିସ୍ୱାସ୍ତ୍ୟ କେନ୍ଦ୍ର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୨୮ଜଣଙ୍କୁ କାର୍ଡ ପ୍ରଦାନ କରାଯାଇଥିଲା।କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ ପ୍ରଚଣ୍ଡ ଖରା ତାତିକୁ ଖାତିର ନକରି ଆସିଥିବା ଲୋକଙ୍କ ପାଇଁ ଚାହିଦା ମୁତାବକ ପାନୀୟ ଜଳ ବ୍ୟବସ୍ଥା ନଥିବା ଓ ମହିଲା ମାନଙ୍କ ପାଇଁ ପରିଶ୍ରାଗର କିମ୍ବା ଶୌଚାଳୟ ବ୍ୟବସ୍ଥା ଠିକ ନଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିଲେ ।ସେହିପରି ନିମ୍ନ ମାନର ଖାଦ୍ୟ ବ୍ୟବସ୍ଥା ଯୋଗୁଁ ହିତାଧିକାରୀ ମାନେ ଅଖିଆପିଆ ବୈଠକ ଅଧାରୁ ଛାଡି ପଳାଇ ଯାଉଥିବା ଦେଖିବାକୁ ମିଳିଥିଲା । ସେହିପରି ଶଙ୍କରା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଆନୁକୁଲ୍ୟରେ ସ୍ଥାନୀୟ  କଇଁନ୍ତରା ଆର୍ ଏମ୍ ସି ପରିଷରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଚିଶ ଜଣ ହିତାଧିକାରୀଙ୍କୁ ଏ. ବି. ପିଏମ୍ ଜେ ଏ ୟାଇ - ଜି ଜେସଏୟା ଇ ଭିବିଜେ ସ୍ଵାସ୍ଥ୍ୟ କାର୍ଡ ବଣ୍ଟନ କରାଯାଇଥିଲା। ଅନ୍ୟ ପକ୍ଷରେ ମହାଦେଭାପାଲି ଠାରେ ମଧ୍ୟ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୋଟ ଜଣଙ୍କୁ କାର୍ଡ ପ୍ରଦାନ କରାଯାଇଥିଲା ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମ କୁ ଜନସାଧାରଣଙ୍କୁ ଅବଗତ କରାଇବା ନେଇ ପ୍ରଚାର ପ୍ରସାର କରିବା ଦିଗରେ ପ୍ରମୁଖ ଭୂମିକା ନେଉଥିବା ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ସାମ୍ବାଦିକଙ୍କ ବସିବା ପାଇଁ କୌଣସି ବ୍ୟବସ୍ଥା ନଥିବାରୁ ସାମ୍ବାଦିକ ମାନେ ଛିଡା ହୋଇ ଖବର ସଂଗ୍ରହ କରିଥିଲେ।ଅନୁଷ୍ଠିତ ୩କାର୍ଯ୍ୟକ୍ରମରେ ବିନିକା ତହସିଲଦାର,ବିଡ଼ିଓ,ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ,ବିଭିନ୍ନ ପଞ୍ଚାୟତର ଜନ ପ୍ରତିନିଧି,ଅଙ୍ଗନୱାଡ଼ି,ଆଶା କର୍ମୀ,ସାଧାରଣ ଲୋକେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like