-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||      ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   (09-May-2026)       ||      ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   (09-May-2026)       ||      ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (09-May-2026)       ||      ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   (09-May-2026)       ||      ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   (09-May-2026)       ||      ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର    (09-May-2026)       ||      ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-May-2026)       ||      ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      ବାଲିଅନ୍ତା ଘଟଣାକୁ ୪୮ ଘଣ୍ଟା ନ ପୁରୁଣୁ ବାଲି ପାଟଣାରେ ପୁଣି ମର୍ଡର    (09-May-2026)       ||      *ଜାମୁଗୁଡା ଠରେ ବିଶ୍ଵଶାନ୍ତି ମହାଯଜ୍ଞ ଏବଂ ଅଷ୍ଟମ ସାମ୍ବତ୍ସରିକ ନାମଯଜ୍ଞ ଅନୁଷ୍ଠିତ*   (09-May-2026)       ||      ଡ. ସଂଗୀତା ମିଶ୍ରଙ୍କୁ ଓଡିଶା ଗୌରବ ସମ୍ମାନ   (09-May-2026)       ||      ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||     

HOME   ରାଜ୍ୟ

ଭାରତରେ ଖୋଲିବ ଅକ୍ସଫୋର୍ଡ, ୟେଲ ବିଶ୍ବବିଦ୍ୟାଳୟ କ୍ୟାମ୍ପସ

09-Oct-2020



ନୂଆଦିଲ୍ଲୀ,09/10 : ଭାରତରେ ଅକ୍ସଫୋର୍ଡ, ଷ୍ଟାଣ୍ଡଫୋର୍ଡ ଓ ୟେଲ ଭଳି ପ୍ରତିଷ୍ଠିତ ବିଦେଶ ବିଶ୍ବବିଦ୍ୟାଳୟର କ୍ୟାମ୍ପସ ​‌​‌ଖୋଲିବାକୁ ଯାଉଛି। ବିଦେଶୀ ବିଶ୍ବବିଦ୍ୟାଳୟର କ୍ୟାମ୍ପସ ଭାରତରେ ଖୋଲିବା ପାଇଁ ସରକାର ନୂଆ ଆଇନ ପ୍ରଣୟନ କରିବେ। ଏ ସମ୍ପର୍କରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ସୂଚନା ଦେଇଛନ୍ତି। ଦକ୍ଷିଣ ଏସିଆର ପ୍ରଥମ ଦେଶ ଭାବେ ଭାରତରେ ବିଦେଶୀ ବିଶ୍ବବିଦ୍ୟାଳୟର କ୍ୟାମ୍ପସ ଖୋଲିବାକୁ ଯାଉଛି। ଦକ୍ଷିଣ ଏସିଆର ପ୍ରାୟ ସାଢେ ୭ଲକ୍ଷ ଛାତ୍ରଛାତ୍ରୀ ପ୍ରତିବର୍ଷ ଉଚ୍ଚ ଶିକ୍ଷା ଲାଗି ଆମେରିକା, ଇଂଲଣ୍ଡର ବିଭିନ୍ନ ପ୍ରତିଷ୍ଠିତ ବିଶ୍ବବିଦ୍ୟାଳୟରେ ନାମ ଲେଖାଉଛନ୍ତି। ଏହି ପାଠପଢା ଲାଗି ବାର୍ଷିକ ୧୫୦୦ କୋଟି ଡଲାର ଖର୍ଚ୍ଚ ହେଉଛି। ଭାରତରେ ବିଦେଶୀ ବିଶ୍ବବିଦ୍ୟାଳୟର କ୍ୟାମ୍ପସ ଖୋଲିବା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶେଷ ଆଗ୍ରହ ପ୍ରକାଶ କରିଛନ୍ତି। ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ଭାରତର ଯୁବକଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ବିଦେଶୀ ବିଶ୍ବବିଦ୍ୟାଳୟଗୁଡିକ ଭାରତରେ କ୍ୟାମ୍ପସ ଖୋଲିବାକୁ ଆଗ୍ରହ ପ୍ରକାଶ କରିବେ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   10-May-2026
  ଜିଲ୍ଲା  
*ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   10-May-2026
  ଜିଲ୍ଲା  
*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   09-May-2026
  ଜିଲ୍ଲା  
ଲକ୍ଷ୍ମୀ ବସ ଚଳାଚଳ ରୁଟ ପରିବର୍ତ୍ତନ ପାଇଁ ଦାବି   09-May-2026
  ଜିଲ୍ଲା  
ବଲାଙ୍ଗିର: ସିଭିଲ କୋର୍ଟ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ   09-May-2026
  ଜିଲ୍ଲା  
ସେଣ୍ଟସ୍ ଭେଲି ହାଇସ୍କୁଲ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକ ରେ ତରଭା କୁ ଉପ ଖଣ୍ଡ ମାନ୍ୟତା ଦାବି ଉଠିଲା   09-May-2026
  ଜିଲ୍ଲା  
ବଲାଙ୍ଗୀର : ଜୀବନ ସହ ଲଢ଼ୁଛନ୍ତି କୁଡ଼ସିଂହାର ଗୋପାଳ ସାହୁ   09-May-2026
  ଜିଲ୍ଲା  
ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର   09-May-2026
  ରାଜ୍ୟ  
ଜଗତସିଂହପୁର ଥାନାରେ ଭର୍ଚୁଆଲ ଜରିଆରେ ଯୁଭେନ୍ଟିକା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-May-2026
  ଅପରାଧ  
ବିନା ୟୁନିଫର୍ମରେ ପିସିଆର୍‌ ମଧ୍ୟ ପିଟିଥିଲା   09-May-2026

You Might Also Like