-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   (20-Jun-2026)       ||      *ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   (20-Jun-2026)       ||      ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   (20-Jun-2026)       ||      ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ    (20-Jun-2026)       ||      ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ    (20-Jun-2026)       ||      ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   (20-Jun-2026)       ||      *ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   (20-Jun-2026)       ||      ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   (20-Jun-2026)       ||      ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   (20-Jun-2026)       ||      ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   (20-Jun-2026)       ||      *ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   (20-Jun-2026)       ||      Km   (20-Jun-2026)       ||      ଧାନ ଚୋରି ଅଭିଯୋଗରେ ଦୁଇ ଜଣ ଅଟକ ,   (20-Jun-2026)       ||      *ପ୍ରତ୍ୟାବର୍ତ୍ତନ ଶୋଭାଯାତ୍ରା ରେ ବାହୁଡ଼ିଲେ ଯୁଗଳ ମୂର୍ତ୍ତି*-   (20-Jun-2026)       ||      ବରପାଲି ବ୍ଲକରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଞ୍ଚାୟତ ସ୍ତରୀୟ ସମ୍ମିଳନୀ ।   (20-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||     

HOME   ଦେଶ ବିଦେଶ

କେନ୍ଦ୍ରମନ୍ତ୍ରୀଙ୍କ କାରକେଡରେ ଗାଡି ଧକ୍କା ! ମଧ୍ୟପ୍ରଦେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାରକେଡରେ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ସାଂସଦ ଓ ବିଧାୟକ

19-Jan-2021



(ପ୍ରେରଣା ଖବର ବ୍ୟୁରୋ) :ମଧ୍ୟପ୍ରଦେଶର ବେତୁଲଠାରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାରକେଡରେ ସାମିଲ୍ ଥିବା ଦୁଇଟି ଗାଡ଼ି ମଧ୍ୟରେ ଧକ୍କା ହେବା ଫଳରେ ୨ଜଣ ଆହତ ହୋଇଥିବାର ଖବର ମିଳିଛି। ତେବେ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଏହାଦ୍ବାରା କ୍ଷତିଗ୍ରସ୍ତ ହୋଇନାହିଁ।ମି

   ଳିଥିବା ସୂଚନା ଅନୁଯାୟୀ, କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୋବର ଗ୍ୟାସ୍ ପ୍ଲାଣ୍ଟ ଓ ଏକ ବିଦ୍ୟାଳୟ ଭବନ ଉଦଘାଟନ କରି ଫେରୁଥିବା ବେଳେ ତାଙ୍କ ପଛେ ପଛେ ଆସୁଥିବା ଦୁଇଟି ଗାଡ଼ି ଭିତରେ ଧକ୍କା ହୋଇଥିଲା। ଗୋଟିଏ ଗାଡ଼ିର ବ୍ରେକ୍ ଫେଲ୍ ହେବାରୁ ତାହା ସାମ୍ନାରେ ଥିବା ଗାଡ଼ିକୁ ଧକ୍କା ଦେଇଥିଲା।

    ବେତୁଲର ଏସଡିଏମ୍ ସିଏଲ୍ ଚିନାପଙ୍କ ଗାଡ଼ିର ବ୍ରେକ୍ ଫେଲ୍ ହେବାରୁ ତାହା ଅମଲା ବିଧାୟକ ଡାକ୍ତର ଯୋଗେଶ ପଣ୍ଡାଗ୍ରେଙ୍କ ଗାଡ଼ିକୁ ପିଟିଥିଲା। ଏହାଫଳରେ ଅମଲା ବିଧାୟକ ଡାକ୍ତର ଯୋଗେଶ ପଣ୍ଡାଗ୍ରେଙ୍କ ଗାଡ଼ିରେ ଥିବା ନିରାପତ୍ତା ରକ୍ଷୀ ବିବେକ ବର୍ମା ଗୁରୁତର ଆହତ ହୋଇଥିଲେ। ଅପରପକ୍ଷରେ ବିଧାୟକଙ୍କ ଗାଡ଼ି ଭିତରେ ବସିଥିବା ସାଂସଦ ଦୁର୍ଗାଦାସ ଉଇକେ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷୀରୋଦ୍ରୀ ଯୋଶୀଙ୍କ ପରଲୋକ   20-Jun-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ସହରାଞ୍ଚଳ ଜନ ସଂପର୍କ ଓ ନାଗରିକ ଭାଗିଦାରୀ କାର୍ଯ୍ଯ କ୍ରମ*-   20-Jun-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡିଶା ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ।   20-Jun-2026
  ଜିଲ୍ଲା  
ବଲାଙ୍ଗୀର ସହରର ବେହେରାପାଲି, କରଙ୍ଗାକଟା ଓ ନରସିଂ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ପରିଦର୍ଶନ କଲେ ଜିଲ୍ଲାପାଳ   20-Jun-2026
  ରାଜ୍ୟ  
ଶୀତଳ ଷଷ୍ଠୀରେ ମାନବସେବାର ଅନନ୍ୟ ଦୃଷ୍ଟାନ୍ତ: ଜିଲ୍ଲା ଜୁନିଅର ରେଡ଼କ୍ରସ ପକ୍ଷରୁ ହଜାର ହଜାର ଶ୍ରଦ୍ଧାଳୁଙ୍କୁ ଦହିପଣା ବଣ୍ଟନ   20-Jun-2026
  ଜିଲ୍ଲା  
ଶିଶୁ ଶ୍ରମ ନିରାକରଣ ସଚେତନତା କାର୍ଯକ୍ରମ-୨୦୨୬ ଅନୁଷ୍ଠିତ   20-Jun-2026
  ଜିଲ୍ଲା  
*ବାଘ ଛାଲ ଚାରା ଚାଲାଣ ବେଳେ ବାଘ ଛାଲ ସହ ଅମଳାଭାଟା ଚର୍ଚ୍ଚର ପାଷ୍ଟର ଗିରଫ...* ଡାବୁଗାଁ ବନ ବିଭାଗକୁ ବଡ଼ ସଫଲତା   20-Jun-2026
  ଜିଲ୍ଲା  
ବିଜେଡି ନେତାଙ୍କ ଘରେ ଫୁଟିଲା ଗୁଳି, ଦୁବୃର୍ତ୍ତ ଫେରାର।   20-Jun-2026
  ଜିଲ୍ଲା  
ଗାଧୋଇବାକୁ ଯାଇ ବୁଡ଼ି ଗଲେ ଯୁବକ ।   20-Jun-2026
  ଜିଲ୍ଲା  
ରାଜ୍ୟ ସରକାର ଙ୍କ ୨ବର୍ଷ ପୂର୍ତ୍ତି ଉପଲକ୍ଷେ ସଫଳତା ର ବିବରଣୀ ଦେଲେ ମୁଖ୍ୟ ସଚେତକ   20-Jun-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ*   20-Jun-2026
Km   20-Jun-2026

You Might Also Like