-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର ନୂଆଁ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନ ଯୋଜନା ର ଶୁଭାରମ୍ଭ

11-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟ ସ୍ତରରେ କଟକ ବାଲିଯାତ୍ରା ପଡିଆରେ  ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ଵାରା ବହୁ ପ୍ରତିକ୍ଷୀତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଏକକ କାର୍ଡ ବିତରଣ ସହ ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନାର ଲୋକାର୍ପଣ ହୋଇ ଯାଇଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାରେ ସମସ୍ତ ବ୍ଲକ ଓ ସୋନପୁର ସହର ର ବିଭିନ୍ନ ୨୧ ଟି ସ୍ଥାନ ରେ ଏହି ଯୋଜନାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି । ସୋନପୁର ବ୍ଲକ୍ ଅନ୍ତର୍ଗତ ହର୍ଡୋଖୋଲ ନିକଟ ସାହାଜପିଟା ପଥ ପ୍ରାନ୍ତ କେନ୍ଦ୍ର ଠାରେ ଅନୁଷ୍ଠିତ ଭବ୍ୟ କାର୍ଯ୍ୟକ୍ରମରେ ବଲାଙ୍ଗୀର ସାଂସଦ ସଂଗୀତା କୁମାରୀ ସିଂଦେଓ, ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶ, ଡ ପ୍ରଦୀପ କୁମାର ଗୁରୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ   କାର୍ଡ ବଣ୍ଟନର ଲୋକାର୍ପଣ କରିଥିଲେ।ସେହିପରି ସୁବର୍ଣ୍ଣପୁର ସହର ସ୍ଥିତ ଟାଉନ ହଲରେ ଆୟୋଜିତ ଭବ୍ୟ କାର୍ଯ୍ୟକ୍ରମ ରେ ଗୁହା ପୁନମ ତାପସ କୁମାର, ଆୟୁକ୍ତ ତଥା ସଚିବ, ହସ୍ତ ତନ୍ତ, ବୟନ ଓ ହସ୍ତଶିଳ୍ପ ଏବଂ ଅବକାରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର, ପୌରପରିଷଦ ଅଧ୍ୟକ୍ଷା ତଥା ସ୍ଥାନୀୟ ଜନ ପ୍ରତିନିଧି ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ ପ୍ରମୁଖ ଉପସ୍ଥିତ ରହିଥିଲେ। ଜିଲ୍ଲାର ଅନ୍ୟ ଆୟୋଜିତ ସ୍ଥାନ ଗୁଡିକରେ ସ୍ଥାନୀୟ ଜନପ୍ରତିନିଧି ସହ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ସହିତ ସଚେତନତା ରଥର ଶୁଭାରମ୍ଭ କରିଥିଲେ।ଏହି କାର୍ଡ ଦ୍ଵାରା ଦେଶର ବିଭିନ୍ନ ପଞ୍ଜିକୃତ ଚିକିତ୍ସାଳୟ ରେ ହିତାଧିକାରୀ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବାର ସୁଯୋଗ ଥିବା ବେଳେ ମହିଳା ହିତାଧିକାରୀ ଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ଚିକିତ୍ସା ସେବା ପାଇବାର ସୁଯୋଗ ରହିଛି । ୭୦ ବର୍ଷ କିମ୍ବା ତଦୂର୍ଦ୍ଧ୍ ବୃଦ୍ଧ ବୃଦ୍ଧା ଆୟୁଷ୍ମାନ ଵୟୋ ବନ୍ଦନା ଯୋଜନା ରେ ସ୍ବାସ୍ଥ୍ୟ ବୀମା ସୁବିଧା ଉପଲବ୍ଧ ପାଇ ପାରିବେ । ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ ଯୋଜନା ର ବହୁଳ ପ୍ରଚାର ପ୍ରସାର ପାଇଁ ଆଜି ଅପରାହ୍ନରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅନ୍ୟା ଦାଶଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏହି ସମ୍ମିଳନୀ ରେ ଜିଲ୍ଲାପାଳ ଆୟୁଷ୍ମାନ ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ନିଆଯାଇଥିବା ଯୋଜନା ଉପରେ ସୂଚନା ଦେଇଥିଲେ। ଆଜି ଶୁଭାରମ୍ଭ ହୋଇଥିବା ବେଳେ ଆଗାମୀ ଦିନରେ ଏହି ଯୋଜନା କୁ ଅଧିକ ଲୋକାଭିମୁଖୀ କରାଯିବା ପାଇଁ ଯୋଜନାର ବହୁଳ ପ୍ରଚାର ପ୍ରସାର ନିମନ୍ତେ ଆବଶ୍ୟକ ପଦକ୍ଷେପ ଉପରେ ସୂଚୀତ କରିଥିଲେ। ସେ ଏହି ପରିପ୍ରେକ୍ଷୀରେ ସମସ୍ତ ଗଣମାଧ୍ୟମ ପ୍ରତିନିଧି ଏହାର ସଫଳତା ତଥା ଜନସାଧାରଣଙ୍କ କଲ୍ୟାଣ ଦୃଷ୍ଟିରୁ ଆନ୍ତରିକ ସହଯୋଗ ତଥା କାର୍ଯ୍ୟକ୍ରମର ବହୁଳ ପ୍ରଚାର ପ୍ରସାର କରିବାକୁ ଅନୁରୋଧ କରିଛନ୍ତି। ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲାପାଳଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର, ସି ଡି ଏମ ଓ ଡ ପ୍ରଦୀପ କୁମାର ଗୁରୁ, ଏ ଡି ଏମ ଓ ଡ ଦୈତ୍ୟ ନାରାୟଣ ପାଢ଼ୀ, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ଡେପୁଟି କଲେକ୍ଟର କୃଷ୍ଣ ମୋହନ ସିଂହ, ରମେଶ ଚନ୍ଦ୍ର ଗୋଛି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ତଥା ସ୍ୱାସ୍ଥ୍ୟ ବିଭାଗର କର୍ମକର୍ତ୍ତା,ଜିଲ୍ଲାସ୍ତରୀୟ ସାମ୍ବାଦିକ ପ୍ରିଣ୍ଟ ଓ ଇଲେକ୍ଟ୍ରୋନିକ୍ସ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like