-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକର ପଳସାଗୋରା, ଘଣ୍ଟାପଡା, ଖୁଣ୍ଟିଗୋରା ଠାରେ ଆୟୁଷ୍ମାନ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ

11-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା): ଗରିବ, ମଧ୍ୟବିତ୍ତ ଓ ବରିଷ୍ଠ ନାଗରିକ ସ୍ୱାସ୍ଥ୍ୟ ସେବାପାଇଁ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ରାଜ୍ୟସରକାରଙ୍କ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ଼ ଏବଂ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ଶୁଭଉଦଘାଟନ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସାର ଓ

ରସାୟନ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ କରକମଳରେ କଟକ ର ବାଲିଯାତ୍ରା ପଡ଼ିଆରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ ସ୍ଥାନରେ ଉକ୍ତ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା। ବୌଦ୍ଧ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ କଣ୍ଟାମାଳ ବ୍ଳକର ବ୍ଲକର ତିନି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ପଲସାଗୋରା,ଘଣ୍ଟାପଡ଼ା ଓ ଖୁଣ୍ଟିଗୋରା ଠାରେ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ କରାଯାଇଥିଲା| ସ୍ଵାସ୍ଥ୍ୟ ବିଭାଗର ଅଧିକାରୀ ମାନେ ଯୋଗଦେଇ ଉକ୍ତ ସ୍ୱାସ୍ଥ୍ୟ କାର୍ଡ ଗରିବଙ୍କ ପାଇଁ ଯୁଗାନ୍ତ କାରୀ ପଦକ୍ଷେପ ବୋଲି କହିଥିଲେ।ପରେ ଅତିଥିଙ୍କ ଦ୍ଵାରା ହିତାଧିକାରୀଙ୍କୁ ସ୍ଵାସ୍ଥ୍ୟକାର୍ତ ବଣ୍ଟନ କରାଯାଇଥିଲା। ଟାଣ ଖରା ସତ୍ତ୍ୱେ ଉକ୍ତ କାର୍ଯ୍ୟକ୍ରମରେ ବ୍ଲକର ବହୁ ହିତାଧିକାରୀ, ଜନପ୍ରତିନିଧି, ମହିଳା ଓ ପୁରୁଷ ସ୍ୱାସ୍ଥ୍ୟକର୍ମୀ, ଆଶାକର୍ମୀ ଓ ଜନସାଧାରଣ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like