-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

*ସୋନପୁର ର ବିଶିଷ୍ଟ ସୂପକାର ରମେଶ ମିଶ୍ର (ବାଦୁ) ଙ୍କ ନିଧନ*- *ଜିଲ୍ଲା ର ବିଭିନ୍ନ ଜାଗା ରେ ଶୋକ ପାଳନ*- *ବହୂ ବିଶିଷ୍ଟ ବ୍ୟକ୍ତି କଲେ ଅନ୍ତିମ ଦର୍ଶନ*-

12-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର କଲେଜ୍ ର ପ୍ରାକ୍ତନ ଚତୁର୍ଥ ଶ୍ରେଣୀ କର୍ମଚାରୀ ରମେଶ ପ୍ରସାଦ ମିଶ୍ର (ବାଦୁ ) ୬୮ ବର୍ଷ ଙ୍କ ଗତ କାଲି ଶାନ୍ତି ନଗର ସ୍ଥିତ ବାସ ଭବନ ରେ ରାତି ୧୧ ଟା ରେ ପରଲୋକ ଘଟିଛି । ଏ ଖବର ପ୍ରସାରିତ ହେବା ପରେ ନିଜ ଜନ୍ମ ମାଟି ବୌଦ୍ଧ ବୁକୁରା ମୁଣ୍ଡା ଗାଁ ଓ ସୋନପୁର ସହର ରେ ଶୋକ ର ଛାୟା ଖେଳି ଯାଇଛି l ଅଶୀ  ଦଶକ ରେ ଜଣେ ପ୍ରସିଦ୍ଧ ସୂପକାର ଭାବ ରେ ସେ ଜିଲ୍ଲା ତଥା ଅନ୍ୟାନ୍ୟ ଜିଲ୍ଲା ରେ ସେ ପ୍ରତିଷ୍ଠା ଲାଭ କରି ଥିଲେ । ଶ୍ରୀ ମିଶ୍ର ତାଙ୍କ ଗାଁ ରେ ଗରିବ ଲୋକ ଙ୍କ ଶବ ସଂସ୍କାର ପାଇଁ  ମାଗଣା ରେ କାଠ ସାମଗ୍ରୀ ଯୋଗାଇ ଅନେକ ସେବା କାର୍ଯ୍ଯ କରି ଆସିଥିବା ବେଳେ ଗତ ନିର୍ବାଚନ ରେ କଣ୍ଟାମାଳ ୩ ନମ୍ୱର୍ ଜୋନ ରେ ଜିଲ୍ଲା ପରିଷଦ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ଲଢି ଥିଲେ l ଓ ସୋନପୁର ରେ ମଧ୍ୟ ଯୋଗଳୟ ସମେତ ବିଭିନ୍ନ ସଂଗଠନ ସହିତ ସାମିଲ ରହି ସେ ଖୁବ୍ ପରିଚିତ ଥିଲେ ଶ୍ରୀ ମିଶ୍ର l ତାଙ୍କ ମିଷ୍ଟ ଭାଷା ଓ ବ୍ୟବହାର ସମସ୍ତ ଙ୍କୁ ଆକୃଷ୍ଟ କରିଥିଲା l ଗତ କାଲି ସକାଳୁ ଭୁବନେଶ୍ବର ର ଏକ ଘୋରୋଇ ମେଡିକାଲ ରୁ ସୋନପୁର ବାସ ଭବନ କୁ ଆଣିବା ପରେ ପରେ  ଲୋକରଣ୍ୟ ହୋଇ ଯାଇଥିଲା l ପୁଅ ଝିଅ ନାତି ନାତୁଣୀ ସମ୍ପର୍କୀୟ ଲୋକେ ମୃତ୍ୟୁ ବେଳେ ଉପସ୍ଥିତ ଥିବା ବେଳେ ଜିଲ୍ଲାର ଅନେକ ମାନ୍ୟ ଗଣ୍ୟ  ବ୍ୟକ୍ତି ଓ ବନ୍ଧୁ ପରିବାର ତାଙ୍କ ଅନ୍ତିମ ଦର୍ଶନ କରିଥିଲେ । ଏହି ଶୋକ ଖବର  ବ୍ୟାପିବା ପରେ ବରିଷ୍ଟ ନାଗରିକ ସଂଘ, କଲେଜ୍ ଅଧ୍ୟାପକ ସଂଘ, ଜିଲ୍ଲା ବ୍ୟବସାୟୀ ସଂଘ, ପତଞ୍ଜଳୀ ଯୋଗ ସମିତି, ଦିବ୍ୟ ଊର୍ଯ୍ଯl ଯୋଗ ସେବା ସମିତି, ଶ୍ରୀ ଗୋପାଳ ଜୀ ଯୋଗାଳୟ, ସ୍ଵଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ସମେତ ଅନେକ ସାମାଜିକ ଅନୁଷ୍ଠାନ ଅନ୍ତିମ ସଂସ୍କାର ରେ ଯୋଗ ଦେଇ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରି  ଛନ୍ତି। ଶ୍ରୀ ରାମେଶ୍ବର ଶୈବ ପୀଠ ଶ୍ମଶାନ ଘାଟ ରେ ସ୍ୱର୍ଗୀୟ ମିଶ୍ର ଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ବେଳେ ବଡ ପୁଅ ସତ୍ୟବାନ ମିଶ୍ର ପିତା ଙ୍କୁ ମୁଖାଗ୍ନୀ ଦେଇଥିଲେ , ସଚିନ ମିଶ୍ର ଓ ଶକୁନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଗୋପାଲ୍ଜି ଯୋଗଳୟ ଓ ଫରେଷ୍ଟ ପାର୍କ ଠାରେ ଯୋଗ ସମିତି ପକ୍ଷରୁ  ଶ୍ରୀ ମିଶ୍ର ଙ୍କ ବିୟୋଗ ରେ ଆଜି ସକାଳେ ଶୋକ ସଭା ପାଳନ କରାଯାଇ ସ୍ୱର୍ଗୀୟ ଆତ୍ମା ଙ୍କ ଅମର ଆତ୍ମା ର ସଦ ଗତି କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like