-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ବାଜା କଳାକାର ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜ୍ଞାପନ

19-Jan-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ):.କରୋନା ରୁପକ ମହାମାରି ରେ ସମସ୍ତ ଙ୍କ ଜୀବନ ଜୀବିକା ଗୁରୁତର ଭାବେ ପ୍ରଭାବିତ ହୋଇଥିଲେ । ଏଥିରେ ବିବାହ, ବ୍ରତ ପରି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ବାଜା ବଜାଇ ନିଜର ଗୁଜୁରାଣ ମେଣ୍ଟାଉଥିବା କଳାକାର ମାନେ ବିଶେଷ ଭାବେ ପ୍ରଭାବିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବାହ ତଥା ଅନ୍ୟାନ୍ୟ ସାମାଜିକ କାର୍ଯ୍ୟରେ ବାଜା, ବ୍ୟାଣ୍ଡପାର୍ଟିକୁ ଅନୁମତି ପ୍ରଦାନ କରିଥିବାରୁ ପଶ୍ଚିମ ଓଡିଶା ବାଜା କଳାକାର ସଂଘ ପକ୍ଷରୁ ସଂଘର ସମ୍ବଲପୁର ଉପସଭାପତି ସୁର୍ୟା କଲେତ୍, ଉପଦେଷ୍ଟା ଇନ୍ଦ୍ରଜିତ୍ କଲେତ୍, ହୀରାକୁଦ କଳା ପରିଷଦ ସଭାପତି ରଞ୍ଜନ କୁମାର ହୋତା, ସମ୍ପାଦକ ଶ୍ରୀମନ୍ତ ବେହେରା, ସୁବଳ ବେହେରା, ଗୋପୀ ବେହେରା ପ୍ରମୁଖ ଧନ୍ୟବାଦ ଜ୍ଞାପନ କରିଛନ୍ତି । ହୀରାକୁଦ ସନ୍ତୋଷୀ ମନ୍ଦିର ଛକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ଯୁବ ବିଜେଡି ସଭାପତି ଲକ୍ଷ୍ମୀ ପ୍ରସାଦ ମହାପାତ୍ର, ଜିଲ୍ଲା ଆଇ.ଟି ସଂଯୋଜକ ଚିତ୍ତରଞ୍ଜନ ରାଉଳ, ଯୁବସମ୍ପାଦକ ମଞ୍ଜୁ ଓରାମ, କାର୍ତ୍ତିକ କଲେତ୍, ଉତ୍ତମ ବାଗ, ମହେଶ ଗର୍ଡିଆ, ନିହାର ମୁଦୁଲି ଓ ଅନ୍ୟ ମାନଙ୍କ ଉପସ୍ଥିତିରେ କୃତଜ୍ଞତା ଜ୍ଞାପନ ସହ  ଧନ୍ୟବାଦ ପ୍ରଦାନ କରାଯାଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like