-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଆୟୁଷ୍ମାନ ଯୋଜନା ସଚେତନ ତୁଷୁରାରେ ଫେଲ, ପ୍ରକୃତ କାର୍ଡ ନ ପାଇବାରୁ ପାଞ୍ଚ ଜଣ ହିତାଧିକାରୀ ଅସନ୍ତୋଷ

12-Apr-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହର ସ୍ଥିତ ସରକାର ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଶୁକ୍ରବାର ରାଜ୍ଯ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଆଯୋଜିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନାର ନୂଆ ଏକକ କାର୍ଡ ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କିନ୍ତୁ ପ୍ରଚାର ପ୍ରସାର ଅଭାବରୁ ବହୁତ କମ ଲୋକ ଉପସ୍ଥିତ ହୋଇଥିଲେ। ଏହି ଯୋଜନାକୁ ସଚେତନ କରିବା ପାଇଁ ରାଜ୍ଯ ସରକାର ପ୍ରତି ବ୍ଲକକୁ ଦୁଇ ଲକ୍ଷ ଟଙ୍କା ଲେଖାଁଏ ଅନୁଦାନ ପ୍ରଦାନ କରିଥିବା ବେଳେ ଗୁଡଭେଲାବ୍ଲକରେ ସଚେତନ କାର୍ଯ୍ୟକ୍ରମ ଫେଲ ମାରିଥିବା ସାଧାରଣରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଳଟିଛି। ଏହି କାର୍ଯ୍ୟକ୍ରମରେ ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ, ଗୁଡଭେଲାବ୍ଲକ ଉପାଧ୍ୟକ୍ଷ ଟୁକୁରାମ ପାଣିଗ୍ରାହୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା, ଗୁଡଭେଲାବ୍ଲକ ବିଡିଓ ରାମଦତ୍ତ ଭୋଇ,  ତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାର୍ଟି ଉପସ୍ଥିତ ରହିବା ସହ  ଆଶା ମାଁ, ଅଙ୍ଗନୱାଡି, ଏଏନଏମ, ବ୍ଳକ ଓ ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରି ଉପସ୍ଥିତ ଥିଲେ। କିନ୍ତୁ ସରକାର କର୍ମଚାରୀ ଯେତିକି ଥିଲେ ତା ଠାରୁ ଦଶ ପ୍ରତିଶତ ଜନସାଧାରଣ ଲୋକ ଉପସ୍ଥିତ ଥିଲେ । ଏତେ କମ ସଂଖ୍ୟକ ଲୋକ ଉପସ୍ଥିତ ନେଇ ଗୁଡଭେଲାବ୍ଲକ ବିଡିଓ ରାମଦତ୍ତ ଭୋଇଙ୍କୁ ପଚାରିବାରୁ କହନ୍ତି ଯେ, ସବୁ ବର୍ଗ ଲୋକ ଆସିଛନ୍ତି ବୋଲି ସଫେଇ ଦେଇ ଥିଲେ। ଏନେଇ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରାଙ୍କୁ ପଚାରିବାରୁ କହନ୍ତି ଯେ, ବହୁତ ଖରା ହେଉଛି, ଏଣୁ ଲୋକଙ୍କ ସଂଖ୍ୟା କମିଛି ବୋଲି ମତ ପ୍ରକାଶ କରିଥିଲେ। ପାଞ୍ଚ ଜଣ ହିତାଧିକାରୀଙ୍କୁ ଅତିଥିବୃନ୍ଦ କାର୍ଡ ପ୍ରଦାନ କରିଥିବା ବେଳେ ପ୍ରକୃତ କାର୍ଡ ନଦେଇ ନକଲି କାର୍ଡ ପ୍ରଦାନ କରାଯାଇଥିଲା। ହିତାଧିକାରୀମାନେ ପ୍ରକୃତ କାର୍ଡ ସମ୍ପର୍କରେ କହିବାରୁ ପରେ ଦିଆଯିବ ବୋଳି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଥିଲା। ହିତାଧିକାରୀମାନଙ୍କ ମଧ୍ଯରେ ଅସନ୍ତୋଷ ଦେଖା ଦେଇଥିବା ବେଳେ ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଳ ମଧ୍ଯ ପ୍ରକୃତ କାର୍ଡ ନଦେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ସରକାର ଫଟୋ ଉଠାଇବାରେ ବ୍ୟସ୍ତ ରହୁଥିବା ପ୍ରକାଶ କରିଥିଲେ। ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କା ଅଯଥାରେ ପାଣି ପଡିଲା ବୋଳି ସାଧାରଣରେ ଚର୍ଚ୍ଚା ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like