-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର କାର୍ଯ୍ୟକ୍ରମ ଝାରମୁଣ୍ଡା ରେ ଭରଚୁଆଲ ମାଧ୍ୟମରେ ସିଧା ପ୍ରସାରଣ

12-Apr-2025



ଲୋଇସିଂହା, (ବିନୋଦ ଦୀପ) ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର ନୁଆଁ ଏକ କାର୍ଡ ବିତରଣ କାର୍ଯ୍ୟକ୍ରମ ବିଡ଼ିଓ କନଫରେନ୍ସ ବା ଭରଚୁଆଲ ମାଧ୍ୟମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ. ପି ନଡ୍ଡା ଶୁଭାରମ୍ଭ କରିଛନ୍ତି l ଏହି ଯୋଜନା ରୁ ଓଡିଶା ର ହାରାହାରି ତିନି କୋଟି ରୁ ଉର୍ଦ୍ଧ ଲୋକ ଉପକୃତ ହେବେବୋଲି ଜଣାପଡୁଛି l ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ପୁରୁଷ ମାନଙ୍କ ପାଇଁ ୫ ହଜାର ଓ ମହିଳାଙ୍କ ପାଇଁ ଦଶ ହଜାର ଟଙ୍କା ସରକାରୀ ସହାୟତା ରହିଛି l ଦେଶ ର 29 ହଜାର ହସ୍ପିଟାଲ ରେ ଆୟୁଷ୍ମାନ ଜନ ଆରୋଗ୍ୟ ର ସୁବିଧା  ରହିଛି l ଆଜିର କାର୍ଯ୍ୟକ୍ରମ ଟି କଟକ ରୁ ପ୍ରସାରଣ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନଚରଣ ମାଝୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ ଆୟୁଷ୍ମାନ ଜନ ଆରୋଗ୍ୟ କୁ ନେଇ ସୁଚିନ୍ତିତ ମତାମତ ଦେଇଥିଲେ l ଆଜିର ଏହି କାର୍ଯ୍ୟକ୍ରମ ଟି ଲୋଇସିଂହା ବ୍ଲକ ର ଲୋଇସିଂହା, ଉପର୍ବହାଲ ଓ ଝାରମୁଣ୍ଡା ରେ ହୋଇଥିଲା l ଝାରମୁଣ୍ଡା ରେ ସରପଞ୍ଚ ବନିତା ମେହେର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ସାଂସଦ ପ୍ରତିନିଧି ବାଲକୃଷ୍ଣ ଧରୁଆ, ମଂଚାସୀନ ଅତିଥି ତହସିଲଦାର ସଂଘମିତ୍ରା କାଲୋ, କୁସମେଲ ମେଡିକାଲ ଅଫିସର ହିମାଂଶୁ ମିଶ୍ର, କନ୍ଦାଜୁରୀ ସରପଞ୍ଚ ଯାମିନୀ ମହାନନ୍ଦ, ଏ ଇ ସିଦ୍ଧାର୍ଥ ପାଢ଼ୀ ଉପସ୍ଥିତ ଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା ବିଶେଷ କରି ମହିଳାଙ୍କ ସଂଖ୍ୟା l

କାର୍ଯ୍ୟକ୍ରମ ର ମଧ୍ୟ ଭାଗରେ ଲୋକେ ନାସ୍ତା ଖାଇବା ପରେ ଅନେକ ଲୋକ ଚୌକି ରୁ ଉଠିଯିବାକୁ ବାହାରିଥିଲେ ହେଲେ କାର୍ଯ୍ୟକ୍ରମ ଦାୟିତ୍ୱ ରେ ଥିବା ସଦସ୍ୟବୃନ୍ଦ ଲୋକଙ୍କୁ ବୁଝାଇ ଅଟକାଇଥିଲେ l ପୂର୍ବତନ ମଣ୍ଡଳ ସଭାପତି ଜୋତିରଞ୍ଜନ ରାଉତ, କନିଷ୍ଠ ଯନ୍ତ୍ରୀ ଶ୍ରୀ ଦେହୁରୀ, ସରପଞ୍ଚ ଙ୍କ ପ୍ରତିନିଧି ଆନନ୍ଦ ମେହେର, ନାଏବ ସରପଞ୍ଚ ହରିବୋଲ ମେହେର, ପ୍ରମୋଦ ବିଶି, ପ୍ରକାଶ ବେହେରା, ବିଜୁ ଧରୁଆ, ହୃଷିକେଶ ମେହେର, ସନାତନ ଦ୍ୱାରି, ସୁଶାନ୍ତ ରାଉତ, ବିଦୁ ତାଣ୍ଡି, ମୋହିତ ଦେହେରି, ସର୍ଜନା ଦେହେରି, ଦିଲୀପ ପାଣ୍ଡେ, ସୁରେନ୍ଦ୍ର ମେହେର, ନକୁଳ ମହେର, ଯକ୍ତ କର୍ତ୍ତୀ, ଡାକ୍ତର ମେହେର ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like