-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ବି.ଆର.ଆମ୍ବେଦକରଙ୍କ ଜୟନ୍ତୀ ପାଳନ ଉପଲକ୍ଷେ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା

12-Apr-2025



ବୌଦ୍ଧ(ଜୟାନନ୍ଦ ମିଶ୍ର): ଆଜି ସକାଳ ୮ଟା ସମୟରେ ଜ଼ିଲ୍ଲା ପlଠାଗାରରେ ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ରେ ବିଭିନ୍ନ ଶିକ୍ଷlନୁଷ୍ଠାନ ର ଛାତ୍ର ଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ମଧ୍ୟ୍ୟ ଇଂରାଜୀ ବିଦ୍ୟାଳୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ମାମାଲି ପ୍ରିୟଦର୍ଶିନୀ ବେହେରା, ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ, ହରେକୃଷ୍ଣପୁର -ପ୍ରଥମ, ପିୟୁଷ ବାଘ, ଓଡିଶା ଆଦର୍ଶ ବିଦ୍ୟାଳୟ, ତେତେଲେଙ୍ଗା - ଦ୍ଵିତୀୟ, ସୋହମ ବାରିକ, ସେଣ୍ଟ ଜାଭିଅର ପବ୍ଲିକ ସ୍କୁଲ - ତୃତୀୟ, ଉଚ୍ଚ ବିଦ୍ୟାଳୟ ସ୍ତରୀୟ ବକ୍ତୃତା ରେ ସଂତୃପ୍ତି ସାହୁ, ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବୌଦ୍ଧ - ପ୍ରଥମ, ସ୍ବସ୍ତିସ୍ନେହା ଶlସିନୀ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ - ଦ୍ଵିତୀୟ, ଆର୍ଯ୍ୟ ନାରାୟଣ ଦେବ, ସେଣ୍ଟ ଜାଭିଅର ପବ୍ଲିକ ସ୍କୁଲ, ବୌଦ୍ଧ - ତୃତୀୟ, ମହାବିଦ୍ୟାଳୟ ସ୍ତରୀୟ ବକ୍ତୃତାରେ ସୁନେଲି ବାଘ, ବୌଦ୍ଧ ପଂଚାୟତ ମହାବିଦ୍ୟାଳୟ - ପ୍ରଥମ, ତୃପ୍ତିମୟୀ ଭଞ୍ଜ, ପି. ଏମ. ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବୌଦ୍ଧ - ଦ୍ଵିତୀୟ, ଅନ୍ଵେଷା ମିଶ୍ର, ପି. ଏମ. ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ- ତୃତୀୟ, ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ରଘୁନାଥ

ପଟ୍ଟନାୟକ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର - ପ୍ରଥମ, ଶ୍ରେୟାଂଶୀ ସାହୁ, ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ   ଏବଂ ଅମ୍ରିତ ବେହେରା, ଯୋଗୀନ୍ଦ୍ର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟ - ଦ୍ଵିତୀୟ, ରତ୍ନପ୍ରିୟା ଅଗ୍ରୱାଲ, ବ୍ରାଇଟମାଇଣ୍ଡ ଡାଇମେନସନ ସ୍କୁଲ ଏବଂ ଲଷ୍ମୀପ୍ରିୟା ଗାଈଗୌରିଆ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବୌଦ୍ଧ ତୃତୀୟ ସ୍ଥାନ ଅଧିକାର କରିଥିଲେ l ବିଚାରକ ଭାବେ  ସହକାରୀ ଶିକ୍ଷକ ନବ କିଶୋର ଦୀପ,  ସନ୍ଧ୍ୟାରାଣୀ ମିଶ୍ର, ଶୁଭାପ୍ରଦl ମେହେର, ଅପର୍ଣ୍ଣା  ମହାନ୍ତି, ପ୍ରଦୀପ କୁମାର ପଣ୍ଡା, ରେଣୁପ୍ରଭା ବେହେରା, ସମ୍ପାଦକ, ଜ୍ଞାନ ପ୍ରକାଶ ସରୋଜ କୁମାର ସାହୁ, ହିମାଂଶୁ ଶେଖର ମାଝୀ ଯୋଗ ଦେଇ ବିଚାରକ କାର୍ଯ୍ୟ ତୁଲାଇ ଥିଲେ l ଗ୍ରନ୍ଥାଗlରିକ  ଅକ୍ଷୟ କୁମାର ମହାକୁଡ଼, ଜିତେନ୍ଦ୍ର କୁମାର ମହାନ୍ତି, ବୀର କିଶୋର କର୍ମୀ, ମେରା ଭାରତର ଜ଼ିଲ୍ଲା ସଂଯୋଜକ ଆସମାନ ମହାକୁଡ଼, ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକଶିକ୍ଷୟିତ୍ରୀ ବୃନ୍ଦ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like