-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଓଡିଆ ପକ୍ଷ ପାଳନର ଦ୍ଵାଦଶ ଦିବସ : ଓଡ଼ିଶାର ବନ୍ଦନୀୟ ବରପୁତ୍ରଙ୍କ ଉପରେ ଆଲୋଚନା ଚକ୍ର ଏବଂ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ

12-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଶା ଦେଖାଇଥିବା କିମ୍ବା ସ୍ଵତନ୍ତ୍ର ଓଡିଶା ଗଠନର ନେତୃତ୍ଵ ନେଇଥିବା ବ୍ୟକ୍ତିବିଶେଷ ଅବା ବିପତ୍ତିବେଳେ ମହାନ କାର୍ଯ୍ୟ କରି ଓଡ଼ିଆଙ୍କ ତ୍ରାଣକର୍ତ୍ତା ସାଜିଥିବା ଅନେକ ବରପୁତ୍ରଙ୍କ କୀର୍ତ୍ତି ସଂପର୍କରେ ରାଜ୍ୟର ଯୁବପିଢୀଙ୍କୁ ଅବଗତ କରିବା ଉଦ୍ଦେଶ୍ୟରେ ଓଡିଆ ପକ୍ଷ ପାଳନର ଦ୍ଵାଦଶ ଦିବସରେ ସ୍ଥାନୀୟ ପିଏମଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଓଡ଼ିଶାର ବରପୁତ୍ରମାନଙ୍କ ଉପରେ ଆଲୋଚନା ଚକ୍ର ତଥା ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଛି । ଏଥିରେ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସମେତ ସ୍ଥାନୀୟ ଲେଖକ, କବି, ଶିକ୍ଷାବିତ ଏବଂ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇ ବରଗଡ ଜିଲ୍ଲା ତଥା ଓଡିଶାର ଅନନ୍ୟ ବରପୁତ୍ରଙ୍କ ଅବଦାନକୁ ସ୍ମରଣ ଥିଲେ ।

ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମର ଉଦ୍ଘାଟନ କରିବା ସହ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଓଡିଶା ତଥା ବରଗଡ ଜିଲ୍ଲାର ବରପୁତ୍ରଙ୍କ ବିଷୟରେ ଅବଗତ କରି ତାଙ୍କ ଜୀବନିକୁ ନିଜ ଦୈନନ୍ଦିନ ଜୀବନରେ ଅନୁସରଣ କରିବାକୁ ଉତ୍ସାହିତ କରିଥିଲେ । 
ସମ୍ମାନିତ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ତାହିର ହୁସେନଙ୍କ ସମେତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଜ୍ୟୋତିକାନ୍ତ ସାହୁ, ପ୍ରମୁଖ ଲେଖକ ଶ୍ରୀ ମାନରୋଞ୍ଜନ ମେହେର, ପ୍ରାକ୍ତନ ପ୍ରାଧ୍ୟାପକ ଶ୍ରୀ ପ୍ରଦୀପ ହୋତା, ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷାୟତ୍ରୀ ସୁଶ୍ରୀ ଶାନ୍ତି ସୁନା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଓଡିଶାର ବିଶିଷ୍ଠ ବରପୁତ୍ର ମାନଙ୍କ ବିଷୟରେ ଅବଗତ କରିଥିଲେ । ମୁଖ୍ୟ ବକ୍ତା ତଥା ସ୍ଥାନୀୟ ଟି ଏଫ ମହାବିଦ୍ୟାଳୟ ଅଧ୍ୟାପକ ଡ଼ ଜଗଦୀଶ ମିଶ୍ର ବରଗଡ ଜିଲ୍ଲାର ପ୍ରମୁଖ ଲେଖକ ଏବଂ ସ୍ଵାଧୀନତା ସଂଗ୍ରାମୀଙ୍କ ଇତିହାସ ବିଷୟରେ ଅବଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like