-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୁବ ଛାତ୍ର ଜନତା ପକ୍ଷରୁ ନବୀନ ପଟ୍ଟନାୟକ ଦେଶ ର ନଂ ୧ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ ଦେବା ସହ ମ୍ୟାଟ୍ରିକ ପରିକ୍ଷାର୍ଥୀଙ୍କ ଫିସ୍ ଛାଡକରିଥିବାରୁ ଧନ୍ୟବାଦ ଜ୍ଞାପନ

19-Jan-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ଜିଲ୍ଲା ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାରା ଭାରତରେ ନଂ ୧ ମୁଖ୍ୟମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ ଦେବା ସହ ମ୍ୟାଟ୍ରିକ ପରିକ୍ଷାର୍ଥୀଙ୍କ ଫିସ୍ ଛାଡ କରିବା ପାଇଁ ଯୁବ ଛାତ୍ରଙ୍କ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଇଛି I ସ୍ଥାନୀୟ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକ ସାମନାରେ ଅନୁଷ୍ଠିତ ଏହି  କାର୍ଯ୍ୟକ୍ରମରେ ଉପ ମୁଖ୍ୟ ସଚେତକ ତଥା ରେଢାଖୋଲ ବିଧାୟକ ଇଂ. ରୋହିତ ପୂଜାରୀ, ପୂର୍ବତନ ବିଧାୟିକା ଡକ୍ଟର ରାସେସ୍ବରୀ ପାଣିଗ୍ରାହୀ, ଜିଲ୍ଲା ସଭାପତି ସିଦ୍ଧାର୍ଥ ଦାସ, ପୂର୍ବତନ କାର୍ଯ୍ୟକାରୀ ସଭାପତି ସଂଜିତ ମହାନ୍ତି, ବିଜୁ ଯୁବ ଜନତା ଦଳ ଜ଼ିଲ୍ଲା ସଭାପତି ଲଷ୍ମୀ ପ୍ରସାଦ ମହାପାତ୍ର, ରାଜ୍ୟ ଯୁବ ସାଧାରଣ ସମ୍ପାଦକ ହୀରାଲାଲ୍ ବେହେରା, ଛାତ୍ର ଜନତା ଜ଼ିଲ୍ଲା ସଭାପତି ଡ. ସିଦ୍ଧାନ୍ତ ମହାନ୍ତି, ବରିଷ୍ଠ ଶ୍ରମିକ ନେତା ଗୋକୁଳ ମେହେର, ପୂର୍ବତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମିଶ୍ର, ମୋ ପରିବାର ଜ଼ିଲ୍ଲା  ସଂଯୋଜିକା କବିତା ପୁରୋହିତ,  ରାଜ୍ୟ ମହିଳା ସମ୍ପାଦିକା ଉଷା ପ୍ରଧାନ, ରାଜ୍ୟ ଯୁଗ୍ମ ସମ୍ପାଦକ ଦିଲ୍ଲିପ ଦୂରିଆ, ନାରୀ ନେତ୍ରୀ ସିପ୍ରା ମହାନ୍ତି,  ରାଜ୍ୟ ଯୁବ ସମ୍ପାଦକ ମନୋଜ ମହାପାତ୍ର, ଜୋନ୍ ଯୁବ ସଭାପତି ଦେବାଶିଷ ପରିଡା, ଜୋନ୍ ଛାତ୍ର ସଭାପତି ମିଲନ୍ ହୋତା,ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଅନୁଜ ଜେନା, ଯୁବ ସମ୍ପାଦକ ମଞ୍ଜୁ ଓରାମ, ଏସ୍. କେ. ଆରିଫ୍, ପ୍ରଶାନ୍ତ ଥାପା, ଛାତ୍ର ଜୋନ୍ ସମ୍ପାଦକ ଦେବଜ୍ୟୋତି ପଟ୍ଟନାୟକ,  ସୁମିତ ପଟେଲ, ସୌରଭ ସେନ,  ଜଗା ସେଠି, ଛାତ୍ର  ଚୁମନ୍ ପ୍ରଧାନ, ଭାସ୍କର ଭଟ୍ଟାଚାର୍ଯ୍ୟ, ମୋହିତ ଦାସ, ଭିକ୍କି ଦୀପ, ଦିଲ୍ଲିପ ଦାସ, ସୈୟଦ ସାହାବୁଦ୍ଦିନ, ଶ୍ରୀକାନ୍ତ ପ୍ରଧାନ, ସିଦ୍ଧାର୍ଥ ସାହୁ, ଲିଲିମା ମଲ୍ଲିକ, ଫରହତ୍ ଯାହାଁ, ସସ୍ମିତା ଦୀପ, ମୀନତି ସାହୁ ତଥା ଅନ୍ୟାନ୍ୟ ବରିଷ୍ଠ, ମହିଳା, ଯୁବ, ଛାତ୍ର ନେତାମାନେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like