-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ    (30-Jun-2026)       ||      କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||     

HOME   ଜିଲ୍ଲା

ଓଡିଆ ପକ୍ଷ ଅବସରରେ ରକ୍ତଦାନ ଶିବିର

12-Apr-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ଜାତୀୟ ସେବା ଯୋଜନା ଓ ୟୁଥ ରେଡକ୍ରସ ତରଫରୁ ଓଡ଼ିଆ ପକ୍ଷ ପାଳନ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ସମ୍ବାଦ ଆମ ଓଡିଶା ରକ୍ତଦାନ ଅଭିଯାନ ଏଥିରେ ସହଯୋଗ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ ଏହି ଶିବିରକୁ ଉଦଘାଟନ କରିଥିଲେ। ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଦୈତାରୀ ଶବର ଓ ୟୁଥ ରେଡକ୍ରସର ସଂଯୋଜକ ଡକ୍ଟର ଲିଙ୍ଗରାଜ ମେହେରଙ୍କ ତତ୍ତ୍ବାବଧାନରେ ଆୟୋଜିତ ଏହି ଶିବିରରେ ମୋଟ ୪୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ବଲାଙ୍ଗିର ରକ୍ତଭଣ୍ଡାରର ଡକ୍ଟର ଅଶୋକ କୁମାର ମିଶ୍ର, ରୋଜାଲିନ ନାଏକ, ଶେଖ୍ ଅବଦୁଲ ଅସରଫ, ସ୍ବାଗତିକା ରାଉତ, ଚନ୍ଦ୍ରପ୍ରକାଶ ନାଗ ଓ ଦେବେନ୍ଦ୍ର ନନ୍ଦ ପ୍ରଭୃତି ରକ୍ତ ସଂଗ୍ରହ କରିଥିଲେ। ଏଥିରେ ମହାବିଦ୍ୟାଳୟର ବହୁ ଛାତ୍ରଛାତ୍ରୀଙ୍କ ସହ ପୂରାତନ ଛାତ୍ରଛାତ୍ରୀ, ବଜରଙ୍ଗ ଦଳ, ମାହେଶ୍ବରୀ ସଂଗଠନ, ବିଙ୍ଗହ୍ୟୁମାନ ଫାଉଣ୍ଡେସନ ପ୍ରଭୃତି ଅନୁଷ୍ଠାନର ସଭ୍ୟ ଯୋଗଦାନ କରି ରକ୍ତଦାନରେ ସହଯୋଗ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସମେତ ଛାତ୍ର ପିତାମ୍ବର, ସତ୍ଯବାନ, ନିଲେଶ, ମୋହନ, ଚିନ୍ମୟ, ବିରେନ୍ଦ୍ର, ଭଜ, ବିବେକ, ଶୁଭମ ଛାତ୍ରୀ ମିନତୀ, ଦିବ୍ୟାନୀ, ଶ୍ରାବଣୀ, ଆଶା, ସୁଦେଷ୍ନା, ବିନୋଦିନୀ ମାମିନା, ମାମୀ, ଶ୍ରୁତି, ସସ୍ମିତା ପ୍ରଭୃତି ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   30-Jun-2026
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026

You Might Also Like