-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||     

HOME   ଜିଲ୍ଲା

ବିଜେପୁର ମାଁ ତାରିଣୀ ପୀଠରେ ଚୈତ୍ର ପର୍ବ ପାଳନ

12-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ବିଜେପୁର  ସହର ସ୍ଥିତ ଆନନ୍ଦ ନଗର ଠାରେ ବହୁ ପ୍ରଚେଷ୍ଟାରେ ମାଁ ତାରିଣୀ ମନ୍ଦିର ନିର୍ମାଣଧିନ ଥିବା ବେଳେ, ମାଁ ତାରିଣୀ ପୀଠରେ ଚୈତ୍ର ପର୍ବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ତା ୧୦.୦୪.୨୦୨୫ରିଖ ଗୁରୁବାର ସନ୍ଧ୍ୟା ୫ ଘଟିକା ସମୟରେ ସ୍ଥାନୀୟ ଦାମୋଦର କଁଟା ଠାରୁ ମାଁ ମାଉସୀଙ୍କୁ ନେଇ ଅନୁଷ୍ଠିତ କଳସ ଯାତ୍ରା ଅନୁଷ୍ଠିତ ହୋଇ ପୂର୍ଣ୍ଣ ଜଳ କଳସ ଅଣାଯାଇ ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିଲା।ତା ୧୧.୦୪.୨୦୨୫ ରିଖ ଶୁକ୍ରବାର ସକାଳ ୭ ଘଟିକା ସମୟରେ ପୂଜାରମ୍ଭ, ମାଁଙ୍କ ଉପଚାର ପୂଜା, ଚଣ୍ଡି ପାଠ,ଆଳତୀ, ପୁଷ୍ପାଞ୍ଜଳୀ ରିତୀକାନ୍ତି ଅନୁଯାୟୀ ସମ୍ପର୍ଣ୍ଣ ହୋଇଥିଲା।ତା ୧୨.୦୪.୨୦୨୫ ଶନିବାର ଚୈତ୍ର ପୂର୍ଣ୍ଣିମା ଦିବସରେ ବିଧିପୂଜା,ଚଣ୍ଡି ହୋମ ଏବଂ ଅପରାହ୍ନ ୫ ଘଟିକା ସମୟରେ ପୂର୍ଣ୍ଣାହୂତି କାର୍ଯ୍ୟକ୍ରମ ସମ୍ପର୍ଣ୍ଣ ହୋଇଥିଲା। ପୁସ୍ତକାଚାର୍ଯ୍ୟ ପଣ୍ଡିତ ମଣ୍ଟୁ ସାବତ ପୂଜାର୍ଚ୍ଚନା କରିଥିବାବେଳେ,ଚଣ୍ଡି ପାଠକ ଭାବରେ ରଞ୍ଜନ ମହାପାତ୍ରଦାୟିତ୍ଵ ନିର୍ବାହ କରିଥିଲେ। ପଣ୍ତିତ ବିକାଶ ମିଶ୍ର ଏବଂ ସୈାରଭ ପାଣିଗ୍ରାହୀ ପୂଜା କର୍ମରେ ସହଯୋଗ କରିଥିଲେ। ହୋମଯଜ୍ଞ ରେ କୃଷ୍ଣଚନ୍ଦ୍ର ସେନାପତି ଏବଂ ତାଙ୍କ ସହଧର୍ମିଣୀ ସୈାଦାମିନୀ ସେନାପତି, ଯୁଧିଷ୍ଠିର ରଣା ଏବଂ ତାଙ୍କ ସହଧର୍ମିଣୀ ମଞ୍ଜୁଲତା ରଣା, ଚିତ୍ତରଞ୍ଜନ ମହାପାତ୍ର ଧର୍ମପତ୍ନୀ ମିନାକ୍ଷୀ ମହାପାତ୍ର, ନରେନ୍ଦ୍ର ମେହେର ଧର୍ମପତ୍ନୀ ସଙ୍ଗିତା ମେହେର ନିଷ୍ଠାର ସହିତ ଦାୟିତ୍ଵ ନିର୍ବାହ କରିଥିଲେ।ଝାଙ୍କର ପଦ୍ମନ ରାଏ,ଦେହେରୀ ଖୁନ୍ଦୁଲୁ ସମରଥ, ଶେଷଦେବ ମିଶ୍ର, ଜୟନ୍ତ ଭାରତୀ,ରମେଶ ସାହୁ,ପ୍ରେମରାଜ ପଟେଲ, ସୁଦାମ ଖର୍ସେଲ,ତୋଷବନ୍ତ ସମରଥଙ୍କ ସହଯୋଗରେ କାର୍ଯ୍ୟକ୍ରମ ସୁରୁଖୁରୁରେ ସମାପନ ହୋଇଥିବା ବେଳେ, ଜଗଦୀଶ ମହାପାତ୍ର ଏବଂ ଗିରିଧାରୀ ଦାଶ ଏବଂ ତାଙ୍କ ସହଧର୍ମିଣୀ ପୁଷ୍ପାଞ୍ଜଳୀ ଦାଶ ତଦାରଖ କରୁଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026

You Might Also Like