-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାଳପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ" ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା" ଉତ୍ସବ ପାଲିତ

12-Apr-2025



ସିନାପାଲି (ଚିନ୍ତାମଣି  ନେତାମ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସରକାରୀ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାଳପଡା ୨୦୨୪/୨୫ର ଶିକ୍ଷାବର୍ଷ ପାଇଁ "ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା" ସ୍କୁଲ୍ ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ  ଲକ୍ଷ୍ମୀକାନ୍ତି ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ
 ମୁଖ୍ୟ ଅତିଥି ଭାବରେ ଗୋର୍ଲା ସରପଞ୍ଚ ଶ୍ରୀମତୀ  ଦମୟନ୍ତୀ ଦଣ୍ଡସେନା , ମୁଖ୍ୟବକ୍ତା ଭାବରେ ମହଗାଁ ସରକାରୀ  ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ  ଭରତ ଚନ୍ଦ୍ର ବାଗ,  ସମ୍ମାନିତ  ଅତିଥିଭାବେ  ପତିଆଳପଡା ସି.ଆର. ସି. ସି.  ଶ୍ରୀଯୁକ୍ତ  ଦେବାନନ୍ଦ  ବାଗ, ସିନାପାଲି ବ୍ଲକ ସାମ୍ବାଦିକ ପ୍ରତିନିଧି  ଶ୍ରୀଯୁକ୍ତ ଚିନ୍ତାମଣି ନେତାମ,ସମାଜ ସେବୀ  ଶ୍ରୀଯୁକ୍ତ ଉଜ୍ଜଳ ହଂସ, ଦୁର୍ବଳ ଜଗତ,ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ଦୁଲ୍ଲଭ ସୁନାନୀ ମଞ୍ଚାସିନ ଥିଲେ  l  ପ୍ରାରମ୍ଭରେ  ସହ ଶିକ୍ଷକ ଶ୍ୟାମଲାଲ ବାଗ ସମସ୍ତଙ୍କୁ  ସ୍ୱାଗତ କରିବାସହ  ପରିଚୟ ପ୍ରଦାନ କରିଥିଲେ  l  ଛାତ୍ରଛାତ୍ରୀ ଓ ସହକାରୀ ଶିକ୍ଷୟିତ୍ରୀଗଣ  ଅତିଥି ମାନଙ୍କୁ  ଫୁଲ ଚନ୍ଦନ ଓ  ଓପଢୌକନ  ଦେଇ  ସମ୍ମର୍ଦ୍ଧିତ  କରିଥିଲେ  l ପରେ ଅତିଥିଗଣ ଦ୍ୱାରା  ଦେବ ପୂଜନ ହେଲାପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା  l  ଅତିଥିଗଣ  ଉଭୟ "ବାର୍ଷିକ ଉତ୍ସବ ଓ  ମୋ ସଂସ୍କୃତି  ମୋ ଖେଳଣା"ଉତ୍ସବ ଛାତ୍ରଛାତ୍ରୀଙ୍କୁ  ପାଠ୍ୟ  ସହପାଠ୍ୟ ତଥା ଅନ୍ତର୍ନିହିତ କଳା ସାହିତ୍ୟ ପରିପ୍ରକାଶ ସାଙ୍ଗକୁ ଛାତ୍ରଛାତ୍ରୀଙ୍କ  ସର୍ବାଙ୍ଗୀନ ବିକାଶର  ମୂଲ୍ୟାଙ୍କନରେ ସହାୟକ ହେବା ସହିତ ଛାତ୍ରଛାତ୍ରୀଙ୍କ  ଭିତରେ ପ୍ରତିଯୋଗିତା  ମନୋଭାବ  ବୃଦ୍ଧି କରିବ ବୋଲି   ମତ ପ୍ରକାଶ  କରିଥିଲେ  l ଉତ୍ସବରେ ବିଦ୍ୟାଳୟର  ଅଭିଭାବକ /ଅଭିଭାବିକା  ଉପସ୍ଥିତ ରହି  ସଂସ୍କୃତି କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ  l
 ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ  ଲକ୍ଷ୍ମୀ କାନ୍ତି  ମହାନନ୍ଦ   ବାର୍ଷିକ ବିବରଣୀ ପଠନ  କରିଥିବା ବେଳେ  ଶିକ୍ଷକ ଶ୍ୟାମଲାଲ ବାଗ  ମଞ୍ଚ ପରିଚାଳନା କରିଥିଲେ  l
ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନେଇ ନୃତ୍ୟ ପରିବେଷଣ କରିଥିଲେ l ପରେ ପୁରସ୍କାର ବିତରଣ ଉତ୍ସବରେ କୃତି ଛାତ୍ର, ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l    ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ସହଯୋଗ କରିଥିଲେ l ଶେଷରେ ଶିକ୍ଷକ ତାନୁ ହଂସ ଧନ୍ୟବାଦ ଅର୍ପଣ  କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like