-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ରୁଚିଦା କେନ୍ଦୁପଡ଼ିଆ ନିକଟରେ ବାଇକ ଦୁର୍ଘଟଣା, ଯୁବକ ଆହତ

12-Apr-2025



ବରଗଡ଼/ଅମ୍ବାଭୋନା(ପ୍ରେରଣା ଖବର): ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ରୁଚିଦା କେନ୍ଦୁପଡ଼ିଆ ନିକଟରେ  ଏକ ବାଇକ୍(ସି ଜି  ୧୩ ଏ ଏକ୍ସ  ୦୩୭୪) ର୍ଘଟଣାଗ୍ରସ୍ତ ହୋଇଛି l ଆଜି ଦିନ ୧୨ ଟା ସମୟରେ ବାଇକ ଆରୋହୀ ଯୁବକ ଶଙ୍କର ବର୍ମା (୨୫) କୌଣସି କାମ ସକାଶେ ଭୁକ୍ତା କୁ ଆସିଥିଲେ। ଯୁବକ ଜଣକ ନିଜର ବାସସ୍ଥାନ ରାଜସ୍ଥାନ ଓ ସେ ଛତିଶଗଡ଼ ରାଜ୍ୟ ସରିୟାରେ ମିସ୍ତ୍ରୀ କାମ କରନ୍ତି ବୋଲି ଜଣାଇଛନ୍ତି। ଭୁକ୍ତା ରୁ ସରିୟା ଅଭିମୁଖେ ବାଇକ ରେ ଯାଉଥିବା ବେଳେ ବୁଲାଣି ରାସ୍ତାରେ ତାଙ୍କର ପଲସର ବାଇକରୁ ଭାରସାମ୍ୟ ହରାଇ ପଡିଯାଇଥିଲେ।ସେହି ସମୟରେ ଅମ୍ବାଭୋନା ପ୍ରଖଣ୍ଡ ରୁଚିଦା ଗ୍ରାମର ବଜରଙ୍ଗ ଦଳ ର ସଂଯୋଜକ ଡମ୍ବରୁ ମେହେର ଓ ତାଙ୍କର ସାଥୀ ସହ ସଂଯୋଜକ ଦୁଷ୍ମନ୍ତ ମେହେର ଓ ସୁରଖ୍ୟ ପ୍ରମୁଖ ଟିକେଶ ମେହେର ସେହି ରାସ୍ତା ଦେଇ ଯାଉଥିବା ବେଳେ ଜଣେ ବାଇକ ଆରୋହୀ ରକ୍ତାକ୍ତ ଅବସ୍ଥାରେ ପଡିଥିବାର ଦେଖିଥିଲେ। ସଙ୍ଗେ ସଙ୍ଗେ ଉକ୍ତ ଆହତ ଯୁବକ ଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭୁକ୍ତା କୁ ଚିକତ୍ସା କରିବା ପାଇଁ ନିଜ ବାଇକ ରେ ନେଇଥିଲେ।କିନ୍ତୁ ମୁଣ୍ଡ ଫାଟି ରକ୍ତ ସ୍ରାବ ହେଉଥିବାରୁ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବରଗଡ ମୁଖ୍ୟ ଚିକିତ୍ସାଳୟ ଖେଦାପାଲିକୁ ପଠାଇଥିଲେ।ତାଙ୍କର ସମ୍ପର୍କୀୟ ଙ୍କୁ ଯୋଗାଯୋଗ କରି ସୁବ୍ୟବସ୍ଥା କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like