-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଜୁରିଆ ରେ ୩ ବର୍ଷ ଝିଅ ଙ୍କ ଉପରେ ମାଡିଗଲା ସିମେଣ୍ଟ ବୋଝଇ ଟ୍ରକ , କ୍ଷତିପୂରଣ ପ୍ରତିବାଦ ରେ ସ୍ଥାନୀୟ ଲୋକଙ୍କ ରାସ୍ତାରୋକ :

19-Jan-2021



ଖପ୍ରାଖୋଲ, (ଗୋରେଖନାଥ ବରିହା): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲରମ୍ଭା ଥାନା ଅନ୍ତର୍ଗତ ଜୁରିଆ ଛକ ନିକଟରେ ସିମେଣ୍ଟ ବୋଝଇ ଟ୍ରକ (CG04MD9700)ପଦ୍ମପୁର ରୁ ପାଟଣାଗଡ଼ ଅଭିମୁଖେ ଯାଉଥିବା ବେଳେ ଜୁରିଆ ଗାଁର ଜଗ ମେହେର ଙ୍କ ତିନି ବର୍ଷିଆ ସୋନାଲି ମେହେର ରାସ୍ତା ପାରି ହେଉଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଶିଶୁଙ୍କ ଉପରେ ମାଡିଯିବାରୁ ଡାହାଣ ଗୋଡ ସଂପୂର୍ଣ୍ଣ  ଚୁରମାର ହୋଇଯାଇଛି ଫଳରେ ସ୍ଥାନୀୟ ଲୋକେ ଉତ୍ୟକ୍ତ ହୋଇ କ୍ଷତିପୂରଣ ପ୍ରତିବାଦ ରେ ରାସ୍ତା ରୋକ କରିଥିଲେ |  ଘଟଣାସ୍ଥଳରୁ ଟ୍ରକ୍   ଡ୍ରାଇଭର  ଫେରାର ହୋଇଥିବା ଜଣାପଡିଛି । ସୋନାଲିଙ୍କୁ ପ୍ରଥମେ  ପାଟଣାଗଡ  ଡାକ୍ତରଖାନାରେ ଭର୍ତ୍ତି  କରାଯାଇଥିଲା|ଗୁରୁତର ହେବାରୁ ତାଙ୍କୁ ଭୀମ ଭୋଇ ହସ୍ପିଟାଲ ସ୍ଥାନାନ୍ତର ହୋଇଥିବା ସୂଚନା ମିଳିଛି| ପରେ ବୁର୍ଲା କୁ ସ୍ଥାନାଂତର ହେବାର ସମ୍ଭାବନା ଲାଗୁଛି|ରାସ୍ତାରୋକ ର ଖବର ପାଇ ଲରମ୍ଭା ଥାନା ଅଧିକାରୀ ବିନୋଦ ବିହାରୀ ନାୟକ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝସୁଝା ପରେ ରାସ୍ତାରୋକ ହଟିଥିଲା ଏ ନେଇ ଲରମ୍ଭା ଥାନା କେଶ ନଂ,୭ ୨୭୯,୩୩୭,୩୩୮ ଦଫା ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା  ଥାନା ଅଧିକାରୀ ସୂଚନା ଦେଇଥିଲେ|


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like