-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ଶିଶୁ ବିଦ୍ୟା ମନ୍ଦିରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ

12-Apr-2025



ବରଗଡ଼(ନିରଞ୍ଜନ ତ୍ରିପାଠୀ):  ବରଗଡ଼ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କର୍ଲାଯୋରୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଧାନ ଆଚାର୍ଯ୍ୟ ଅଜିତ ଖମାରୀଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ଏକ ବୈଠକରେ ଗୁରୁମା ସୁଦୀପ୍ତା ବେହେରା ଉଦ୍ଦେଶ୍ୟ ଜ୍ଞାପନ ଓ ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ହାସ୍ୟ କବି ଦେବେନ୍ଦ୍ର ସାହୁ ଯୋଗ ଦେଇ ଅତ୍ୟାବଶ୍ୟକ ସ୍ଥଳେ ପ୍ଲାଷ୍ଟିକ ନିର୍ମିତ ପଦାର୍ଥର ବ୍ୟବହାର କରିବା ଉଚିତ ବୋଲି ମତ ବ୍ୟକ୍ତ କରିଥିଲେ। ମୁଖ୍ୟ ବକ୍ତା ଭାବରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ପରିବେଶବିତ୍ ସଞ୍ଜୟ ଖମାରୀ ଯୋଗ ଦେଇ ସମସ୍ତଙ୍କୁ ସବୁଜ ଶପଥ ପାଠ କରାଇବା ସହିତ ଅନୁଷ୍ଠାନରେ

ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ପରିବେଶ ସୃଷ୍ଟି କରିବା ପାଇଁ ସୂଚନା ପ୍ରଦାନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀ ଖମାରୀ ଶିଶୁ ବିଦ୍ୟା ମନ୍ଦିରକୁ ଏକକ ପ୍ଲାଷ୍ଟିକ ମୁକ୍ତ ଅନୁଷ୍ଠାନ ଭାବରେ ଘୋଷଣା କରିଥିଲେ।ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଇକୋ କ୍ଲବ ସଦସ୍ୟ ସକ୍ରିୟ ଅଂଶଗ୍ରହଣ କରିଥିବାବେଳେ କାର୍ଯ୍ୟକ୍ରମ ପରିଚାଳନାରେ ପରିଚାଳନା ସମିତିର ସଦସ୍ୟା ସୀମା ଖମାରୀ, ସଦସ୍ୟ ତେଜରାଜ ସାହୁ,ଗୁରୂମା ସୁଜାତା ସାହୁ,ସୁଦୀପ୍ତା ବେହେରା, ଅନୁସୟା ପଧାନ,କଳ୍ପନା ପଧାନ,ଐଶ୍ୱର୍ୟା ଭୋଇ, ମାନସୀ ମୁଦୁଲି,ହୋମବତୀ ମହାକୁଡ଼, ଅନୀତା ସେଠ୍ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଗୁରୁଜୀ ନୈମିଷ କୁମାର ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like