-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରୁଚିଦା କେନ୍ଦୁପଡ଼ିଆ ନିକଟରେ ବାଇକ ଦୁର୍ଘଟଣା,ଯୁବକ ଆହତ

12-Apr-2025



ଅମ୍ବାଭୋନା(ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ରୁଚିଦା କେନ୍ଦୁପଡ଼ିଆ ନିକଟ ରାସ୍ତାରେ ବାଇକ ଦୁର୍ଘଟଣା ହୋଇଛି ।ଯାହାର ନମ୍ବର CG.13.A X 0374 ଅଟେ।ଦିନ ୧୨ ଟା ସମୟରେ ବାଇକ ଆରୋହୀ ଯୁବକ ଶଙ୍କର ବର୍ମା( ୨୫) କୌଣସି କାମ ସକାଶେ ଭୁକ୍ତା କୁ ଆସିଥିଲେ। ଯୁବକ ଜଣକ ନିଜର ବାସ ସ୍ଥାନ ରାଜସ୍ଥାନ ଓ ସେ ଛତିଶଗଡ଼ ରାଜ୍ୟ ସରିୟା ରେ ମିସ୍ତ୍ରୀ କାମ କରନ୍ତି ବୋଲି ଜଣାଇଛନ୍ତି। ଭୁକ୍ତା ରୁ ସରିୟା ଅଭିମୁଖେ ବାଇକ ରେ ଯାଉଥିବା ବେଳେ ବୁଲାଣି ରାସ୍ତାରେ ତାଙ୍କର ପଲସର ବାଇକ ରୁ ଭାରସାମ୍ୟ ହରାଇ ପଡିଯାଇଥିଲେ।ସେହି ସମୟରେ ଅମ୍ବାଭୋନା ପ୍ରଖଣ୍ଡ ରୁଚିଦା ଗ୍ରାମର ବଜରଙ୍ଗ ଦଳ ର ସଂଯୋଜକ ଡମ୍ବରୁ ମେହେର ଓ ତାଙ୍କର ସାଥୀ ସହ ସଂଯୋଜକ ଦୁଷ୍ମନ୍ତ ମେହେର ଓ ସୁରଖ୍ୟ ପ୍ରମୁଖ ଟିକେଶ ମେହେର ସେହି ରାସ୍ତା ଦେଇ ଯାଉଥିବା ବେଳେ ଜଣେ ବାଇକ ଆରୋହୀ ରକ୍ତାକ୍ତ ଅବସ୍ଥାରେ ପଡିଥିବାର ଦେଖିଥିଲେ। ସଙ୍ଗେ ସଙ୍ଗେ ଉକ୍ତ ଆହତ ଯୁବକ ଙ୍କୁ ନିକଟସ୍ଥ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଭୁକ୍ତା କୁ ଚିକତ୍ସା କରିବା ପାଇଁ ନିଜ ବାଇକ ରେ ନେଇଥିଲେ।କିନ୍ତୁ ମୁଣ୍ଡ ଫାଟି ରକ୍ତ ସ୍ରାବ ହେଉଥିବାରୁ। ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବରଗଡ ମୁଖ୍ୟ ଚିକିତ୍ସାଳୟ ଖେଦାପାଲି କୁ ପଠାଇଥିଲେ।ତାଙ୍କର ସମ୍ପର୍କୀୟ ଙ୍କୁ ଯୋଗାଯୋଗ କରି ସୁବ୍ୟବସ୍ଥା କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like