-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ତାରିଣୀ ଯାତ୍ରାର ଅନ୍ତିମ ଦିବସରେ ଦର୍ଶନ ଲାଭ କଲେ ପୂର୍ବତନ ବିଧାୟକ

12-Apr-2025



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ବେଲପଡା ସହର ର ପ୍ରସିଦ୍ଧ ୧୯ ତମ ମାଁ ତାରିଣୀଙ୍କ ମେଳା ଆଜି ଅନ୍ତିମ ଦିବସରେ ପହଞ୍ଚି ସାରିଛି। ସୂଚନା ଯୋଗ୍ୟ ଯେ ୬.୪.୨୫ ରବିବାର ଦିନ କଳସ ଯାତ୍ରା ହୋଇଥିବା ବେଳେ ଗାଁ ର ହଜାର ମହିଳା କଳସ ଧରି ଲାନ୍ଥ ନଦୀ ଠାରୁ ପାଣି ଆଣି ମାଁ ତାରିଣୀଙ୍କ ମନ୍ଦିରରେ ସ୍ଥାପନା କରିଛନ୍ତି। ସୋମବାର ଦିନ ମହିଳା ଦଣ୍ଡ ନୃତ୍ୟ ଓ ମଙ୍ଗଳବାର ଦିନ ମହିଳା ଦଣ୍ଡ ନୃତ୍ୟ ପରିବେଷିତ ହୋଇଥିବା ରୁ ଦର୍ଶକ ଙ୍କ ସ୍ବଳ୍ପ ଭିଡ଼ ହୋଇଥିଲା। ବୁଧବାର ଦିନ ନୃତ୍ୟ ପ୍ରତିଯୋଗିତା ଓ ଗୁରୁବାର ଦିନ ଆଶିଷ କୁମ୍ଭାର ଅର୍କେଷ୍ଟ୍ରା ଏବଂ ଶୁକ୍ରବାର ଦିନ ସାନ କୁମ୍ଭାର ଙ୍କ ଅର୍କେଷ୍ଟ୍ରା ପାଇଁ ଭିଡ଼ ଜମିରହିଥିଲା। ଆଜି ଅନ୍ତିମ ଦିବସରେ ରୁକୁ ସୁନା ଙ୍କ ଅର୍କେଷ୍ଟ୍ରା ଥିବା ଯୋଗୁଁ ପ୍ରବଳ ଭିଡ଼ ଜମି ରହିଛି। ଆଜି ଅନ୍ତିମ ଦିବସରେ ପୂର୍ବତନ ବିଧାୟକ ତଥା ପାଟଣାଗଡ଼ର ଚାଷୀ ପୁଅ ସରୋଜ କୁମାର ମେହେର ଯୋଗଦାନ କରି ମାଁ ଙ୍କ ଆଶିର୍ବାଦ ଗ୍ରହଣ କରିଥିଲେ। ତାଙ୍କ ସାଙ୍ଗରେ ପୂର୍ବତନ ବିଧାୟକଙ୍କ ପ୍ରତିନିଧି କୁମୁଦ ମହାଖୁଡ, ଜିଲ୍ଲା ପରିଷଦ ସଭ୍ୟ ଜୟ ଧରୁଆ,ପ୍ରଶ୍ନ ପାଳ, ମୁନା ମେହେର ଯୋଗଦାନ କରି ଥିଲେ। କମିଟିର ସଭାପତି ଜନାର୍ଦ୍ଦନ ସିଂ, ସମ୍ପାଦକ ପ୍ରଦୀପ କୁମାର ବୁଡେକ, ଉପସଭାପତି ବିଶ୍ବ ବୁଡେକ ଏବଂ କମିଟି ସଦସ୍ୟମାନେ ଉପସ୍ଥିତ ରହି ପୂର୍ବତନ ବିଧାୟକ ସରୋଜ ମେହେରଙ୍କୁ ସ୍ବାଗତ ଜଣାଇଥିଲେ। ପାଟଣାଗଡ଼ ଅଞ୍ଚଳର ଜନତା ଙ୍କ ସହିତ ପୂର୍ବରୁ ଯେପରି ନିଜ ସୁସମ୍ପର୍କ ରହିଥିଲା ଆଜି ମଧ୍ୟ ଅପରାଜିତ ହୋଇ ସେହି ସୁସମ୍ପର୍କ ବଜାୟ ରଖିବେ ବୋଲି ପୂର୍ବତନ ବିଧାୟକ ସରୋଜ କୁମାର ମେହେର କହି ଥିଲେ। ତାଙ୍କ ଏପରି ମନୋଭାବକୁ ଅଞ୍ଚଳବାସୀ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like