-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ସିନ୍ଧେକେଲା ଠାରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର

12-Apr-2025




ବଲାଙ୍ଗୀର, ତା.୧୨/୦୪ (ପ୍ରେରଣା ଖବର ) :  ବଲାଙ୍ଗୀର ଜିଲ୍ଲା  ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ  ପିଏମ୍ ଶ୍ରୀ ପଲ୍ଲିଶ୍ରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ସିନ୍ଧେକେଲା ତରଫରୁ  ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ ଲୋକନାଥ ମେହେର କାର୍ଯ୍ୟକ୍ରରେ  ସଭାପତିତ୍ବ କରିଥିଲେ। କାର୍ଯ୍ୟକ୍ରମରେ  ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ,  ପ୍ରଭାକର ଛନ୍ଦ , ଅରବିନ୍ଦ କୁମ୍ଭାର ସାଧନ କର୍ମୀ ଭାବେ ଯୋଗଦେଇ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ହଠାତ୍ ମୂର୍ଚ୍ଛା ହେବା, ସାପ କାମୁଡା,ଏବଂ ନିଆଁରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ହାଡ଼ ଭଙ୍ଗା,ମୁଣ୍ଡ ଫଟା,ରକ୍ତସ୍ରାବର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଡେମଷ୍ଟେସନ ମାଧ୍ୟମରେ ଜୀବନ କୌଶଳ ଶିକ୍ଷା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ହିମାଂଶୁ ଭୂଷଣ ସେନାପତି  ସଂଯୋଜନା କରିଥିଲେ।ଶିକ୍ଷକ ଶୁଭ୍ରଜିତ ମିଶ୍ର ,ପ୍ରବାସ କୁମାର ସାହୁ,ହେରାମ ମେହେର, ରଂଜିତ ବଗର୍ତ୍ତୀ, ପରୀକ୍ଷିତ ସୁନା, ଚନ୍ଦନ ମହନ୍ତ, ବିଶ୍ୱଜିତ ରଣା,ଶିକ୍ଷୟତ୍ରୀ ନଳିନୀ ପ୍ରଭା ତଣ୍ଡିଆ, ଡୋଲେଶ୍ୱରୀ ଷଡ଼ଙ୍ଗୀ , ଅସ୍ମିତା ନାୟକ ସମେତ ସମସ୍ତ କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ପରିଶେଷରେ  ବିଦ୍ୟାଳୟର ଜୁନିଅର ରେଡକ୍ରସ୍ ପରାମର୍ଶଦାତା ତପନ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026

You Might Also Like