-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରାମଲୀଳାର ଷଷ୍ଠ ସନ୍ଧ୍ୟା: ସୀତାଚୋରି ଓ ସୂର୍ପଣଖା ନାସା ଛେଦନ ମଞ୍ଚସ୍ଥ

13-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର କଣ୍ଟାମାଳ ଗ୍ରାମରେ ଶ୍ରୀରାମକୃଷ୍ଣ ନାଟ୍ୟ ସଂସଦ ପକ୍ଷରୁ ଆୟୋଜିତ ରାମଲୀଳା ଚଳିତ ବର୍ଷ ୨୮ ବର୍ଷ ରେ ପଦାର୍ପଣ କରିଛି  l  ଶୁକ୍ରବାର ଷଷ୍ଠ ସଂନ୍ଧ୍ୟାରେ ନାଟକ ସୀତାଚୋରି ମଞ୍ଚସ୍ଥ ହୋଇଥିଲା  l ମର୍ଯ୍ୟାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ ପତ୍ନୀ ସୀତାଓ ଅନୁଜ ଲକ୍ଷ୍ମଣ ଙ୍କ ସହ ପଞ୍ଚବଟୀ ରେ ବନବାସ ସମୟରେ ଭ୍ରାତା ଲକ୍ଷ୍ମଣ ସୂର୍ପଣଖା ର ନାସା ଓ କର୍ଣ୍ଣ ଛେଦନ କରିଥିଲେ । ଭଉଣୀ ସୂର୍ପଣଖା ଠାରୁ ସବୁକଥା ଶୁଣି ପ୍ରତିଶୋଧ ନେବା ପାଇଁ ଭାଇ ଖର , ଦୁଷନ ଏବଂ ତ୍ରିଶିରା ପ୍ରଭୁ ଶ୍ରୀରାମଙ୍କ ସହ ଯୁଦ୍ଧ କରି ନିହତ ହୋଇଥିଲେ  l ପରେ ସୂର୍ପଣଖା ଲଙ୍କେଶ୍ଵର ଦଶାନନ ଙ୍କ ସାହାଯ୍ୟ ଲୋଡ଼ିଥିଲେ । ଫଳରେ ରାବଣ ମାୟା କରି ମାତା ସୀତା ଙ୍କୁ ହରଣ କରିଥିଲା  l ନାଟକରେ ବିଜୁ ସାହୁ-ଶିବ, ମୋହନ ସାହୁ-ପାର୍ବତୀ,

ଶ୍ବନମାଳୀ ସେଠୀ -ଶ୍ରୀରାମ ,ହେମନ୍ତ ସାହୁ-ସୀତା , ସନ୍ତୋଷ ରଥ-ଲକ୍ଷ୍ମଣ , ଭୁବନ ବାଘ-ରାବଣ ,  ଖଗେଶ୍ବର ସାହୁ-ଜତି ରାବଣ , ଅନିଲ ସାହୁ-ସୂର୍ପଣଖା ,ମହେଶ ବାରିକ-ମାୟା ସୂର୍ପଣଖା, ଅଚ୍ୟୁତ ସାହୁ -ମନ୍ଦୋଦରୀ ,ପ୍ରତାପ ସାହୁ -ବିରୟୁଦ୍ଧ, କଣ୍ଠେଶ୍ୱର୍ -ଖର,ସାହିଲ-ଦୂଷଣ,ସ୍ଵସ୍ତିକ-ତ୍ରିଶିରା ,ସଂଗ୍ରାମ-ମୃଗ,  ତ୍ରିଲୋଚନ -ଦୂତ ଭୂମିକାରେ ଅଭିନୟ କରିଥିଲେ । ବାଦ୍ୟଯନ୍ତ୍ରରେ ପ୍ରସାନ୍ତ ମଟାଲି, ନାରଦ ପୁଟେଲ ,ଉତ୍ତର ସାହୁ, ମାଣିକ ଚୌଧୁରୀ, ବୃନ୍ଦାବନ ସାହୁ ଓ କୈଳାସ ଛତ୍ରିଆ,ଟିଙ୍କୁ ,ମିକୁନ୍ -ଆଲୋକ ସଜ୍ଜା । ଏବଂ ନେତ୍ରାନନ୍ଦ ବାଘ ,ସନାତନ ବେହେରା- ଚିତ୍ରାଙ୍କନ,ରାଘବ ଓ ପୁରନ୍ଦର -ପୋଷାକ ସଜ୍ଜା ଦାୟିତ୍ୱ ତୁଲାଇଥିଲେ। କ୍ଷିରୋଦ୍ର ସାହୁ  ନାଟକ ପରିଚାଳନା କରିଥିବାବେଳେ ଶ୍ରୀ ରାମକୃଷ୍ଣ ନାଟ୍ୟ ସଂସଦର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like