-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||     

HOME   ଜିଲ୍ଲା

ମଣ୍ଡେଇ କୁ ନେଇ ଦୁଇ ଗାଁ ମଧ୍ୟରେ ବିବାଦ 144 ଧାରା ଜାରି

13-Apr-2025



ନବରଙ୍ଗପୁର :(-ମିହିର ଶଙ୍କର ପାତ୍ର)

 ପୁରୁଣା ଗଣ୍ଡଗୋଳ କୁ କେନ୍ଦ୍ର କରି  ଗ୍ରାମରେ ମଣ୍ଡେଇ ହେଉଥିବା ଆଦିବାସୀ ନାଟକ ରେ   ଗୋଟେ ଗୋଷ୍ଠୀ ଖୁଡଖୁଡି ଖେଳ ପକାଇବା ପାଇଁ ଓ ଆଉ ଗୋଟେ ଗୋଷ୍ଠୀ ଖୁଡ଼ଖୁଡି ବନ୍ଦ ପାଇଁ ଚେଷ୍ଟା କରୁଥିଲେ।କୁନ୍ଦେଇ  ଥାନା ଅଧିକାରୀ ଉଭୟ ପକ୍ଷଙ୍କୁ ଥାନାରେ  ଡାକି ସମାଧାନ ବାଟ କାଢ଼ିବାକୁ ଚେଷ୍ଟା କରିଥିଲେ ।କିନ୍ତୁ ସମାଧାନ ହେଇ ପାରିନଥିଲା ।ଫଳରେ ପ୍ରଶାସନ ବାଧ୍ୟ ହେଲା 144 ଧାରା ଜାରି କରିବା ପାଇଁ ବର୍ତମାନ ସୁଦ୍ଧା ତୁରୁଡି ଆଦିବାସୀ ଗ୍ରାମରେ 144 ଧାରା ଜାରି ରହିଛି, ଘଟଣାସ୍ଥଳରେ ଉମରକୋଟ sdpo, କୁନ୍ଦେଇ ଥାନା ଅଧିକାରିଙ୍କ ସହ ପୋଲିସ ଫୋର୍ସ ମୁତୟନ କରାଯାଇଛି। ବର୍ତମାନ ଡାବୁଗାଁ ରେ ମଧ୍ୟ କିଛି ଦିନ ପୂର୍ବେ ବିଭିନ୍ନ ଖବରକାଗଜରେ କୁକୁଡା ଲଢେଇ ଓ ଖୁଡଖୁଡି ଖେଳ ଉପରେ ଖବର ପ୍ରସାରିତ ହେଇଥିଲା। ଏବେ ମଧ୍ୟ ଡାବୁଗାଁ କନ୍ୟାଶ୍ରମ ବାଳିକା ବିଦ୍ୟାଳୟର ନିକଟସ୍ଥ ଜଙ୍ଗଲ ରେ ଓ ଉମାରାହାଣ୍ଡି ଗ୍ରାମ ବିଦ୍ୟାଳୟ ପଛପଟେ ଥିବା ନୀଳଗିରି ବଡ଼ ନିକଟ ଜମିରେ ଚାଲିଥିବା କୁକୁଡା ଲଢେଇ ଓ ଖୁଡଖୁଡି ଜୋର ସର ଚାଲିଛି। ଡାବୁଗାଁ ଥାନା ପରିସରରୁ ମାତ୍ର 3 କିଲିମିଟର ଭିତରେ ଚାଲିଛି ଏହି ଖେଳ। ଏହି ଦୁଇଟି ସ୍ଥାନରେ କୁକୁଡା ଲଢେଇ କୁ ଜିଲ୍ଲା ପୋଲିସ ପ୍ରଶାସନ ଓ ସ୍ଥାନୀୟ ପୋଲିସ ପ୍ରଶାସନ ବନ୍ଦ୍ କରିବା ପାଇଁ କଣସି ପଦକ୍ଷେପ ନେଉ ନାଥୁବାରୁ ଜନସାଧାରଣ ଆସନ୍ତସ ସୃଷ୍ଟି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
  ଜିଲ୍ଲା  
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026

You Might Also Like