-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପକନାଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆମ ସଂସ୍କୃତି ଓ ଆମ ଖେଳନା ରେ ବାର୍ଷିକ ଉତ୍ସବ

13-Apr-2025



( ମିହିର ଶଙ୍କର ପାତ୍ର) ପାପଡା ହାଣ୍ଡି ବ୍ଳକ ର ସେମଳା  ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ପକନା  ଗୁଡ଼ା  ;ସରକାରୀ  ପ୍ରାଥମିକ ବିଦ୍ୟାଳୟ ,  ଆମ ସଂସ୍କୃତି ଓ ଆମ ପରମ୍ପରା କାର୍ଯ୍ୟ କ୍ରମରେ ମୁଖ୍ୟ ଅତିଥି ସରପଞ୍ଚ ଟଙ୍କଧର ମାଝୀ   , ସମ୍ମାନୀୟ ଅତିଥି  ବିଦ୍ୟାଳୟ ସଭାପତି  , ମୁଖ୍ୟ ବକ୍ତା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବାବୁଲାଲ ସାଗର ,   ସଭାପତି ଆସନ ପ୍ରଧାନ ଶିକ୍ଷକ ସୁରେଖା ବାଘ  ସହ ବିଦ୍ୟାଳୟ ପରିଚ଼ାଳନା କମିଟି ସଭ୍ୟ ବୃନ୍ଦ ଓ ପିଲାମାନଙ୍କ ପିତାମାତା ଯୋଗଦାନ କରିଥିଲେ ।ଆଜିର କାଯ୍ୟକ୍ରମ ରେ ଶିକ୍ଷକ ଙ୍କ   ଟି.ଏଲ. ଏମ.  କାର୍ଯ୍ୟ,ବାର୍ଷିକ ଉତ୍ସବରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ରୁ ୩ ଟି ଲେଖାଏଁ ପିଲାଙ୍କୁ ଚ଼ୟନ କରାଯାଇ ଥିଵା ଛାତ୍ର ଛାତ୍ରୀ ମାନଙ୍କୁ  ପୁରସ୍କାର ଓ ମାନପତ୍ର ପ୍ରଦାନ ପାଇଁ ଆକର୍ଷଣ ଢଙ୍ଗରେ ସୁନ୍ଦର ବାର୍ତ୍ତା ସହ ସହକାରୀ ଶିକ୍ଷୟିତ୍ରୀ ଶର୍ମିଷ୍ଠା ବଳିୟାର ସିଂ ମଞ୍ଚ ପରିଚାଳନା କରି ସମସ୍ତ ଙ୍କୁ ଖୁସି ଦେଇଥିଲେ  ।ଆମ ସଂସ୍କୃତିର ଖେଳନା ସମୁହ ପ୍ରଦର୍ଶନ ରେ ମାଟି କଣ୍ଢେଇ ସମୁହ ପ୍ରଦର୍ଶନ ହୋଇଥିଲା।ପିଲା ମାନଙ୍କର ଆନନ୍ଦ ପାଇଁ ବିଭିନ୍ନ ପ୍ରକାର ମୁଖା ପିନ୍ଧି ଥିଲେ ବଉଳା ଗାଈର କାହାଣୀ ରେ ବାଘ ଓ ଗାଈ  ଭୂମିକାରେ  ପିଲା ମାନଙ୍କ ମଧ୍ୟରେ ଅପୂର୍ବ ଆନନ୍ଦ  ଲହରୀ  ପାଇଁ ଶିକ୍ଷୟତ୍ରୀ ସମସ୍ତଙ୍କ ପାଇଁ ଆକର୍ଷଣର କେନ୍ଦ୍ରବିନ୍ଦୁସାଜିଥିଲେ ।ମୁଖ୍ୟବକ୍ତା ସି.ଆର. ସି.ସି. ବାବୁଲାଲ  ବାର୍ଷିକ ଉତ୍ସବ ରେ ରାଷ୍ଟ୍ରପତି ଜୀବନ,ପ୍ରଧାନ ମନ୍ତ୍ରୀ ଜୀବନର ସଂଘର୍ଷ ର ସଫଳତା ମଣିଷ ହୋଇ ଥିବା  ର ବାର୍ତ୍ତା ସହ ପିଲାମାନଙ୍କ ମଧ୍ୟରେ ଉତ୍ସାହ ଦେଇ ବାପାମାଆ ମାନଙ୍କୁ ନିଆରା ପିଲାଟିଏ ଗଠନ ହେବାକୁ ପ୍ରେରଣା ବାର୍ତ୍ତା ଦେଇଥିଲେ।ବାର ମାସରେ ତେର ପର୍ବ ଆମ ସଂସ୍କୃତି ପାଇଁ ଓ ଜୀବନ ପାଇଁ ନିରୋଗ ରହିବା ଓ ଧାର୍ମିକ ଜୀବନ ଯାପନ ଶୈଳୀ ବାବଦରେ ଆଲୋକ ପାତ ସହ ବିଭିନ୍ନ  ସମୟରେ   ଲକ୍ଷ୍ମୀପୂଜା,ଝିଅ ମାନଂକ ଜହ୍ନିଉଷା,  ଦୁର୍ଗା ପୂଜା, କାର୍ତ୍ତିକ ମାସରେ ତୁଳସୀ ବୃକ୍ଷ ପୂଜନ ଓ ଡଙ୍ଗା ଭସାଣ କାର୍ଯ୍ୟ ବାବଦରେ ଆଲୋକ ପାତ କରିଥିଲେ ।ସି.ଆର .ସି.ସି .ବାବୁଲାଲ ଆମ ସଂସ୍କୃତି ଓ ଆମ ପରମ୍ପରା ବାବଦରେ ଆଲୋକପାତ କରିଵା ସହ ବାର୍ଷିକ ଉତ୍ସବ ରେ ପିଲା ମାନଙ୍କୁ ଭଲ ମଣିଷ କରି ଗଢ଼ିବା ପାଇଁ ଛାତ୍ରଛାତ୍ରୀ,ପିତାମାତା ଓ ଅଭିଭାବକ ର  ସହଯୋଗ ପାଇଁ ମତ ଦେଇଥିଲେ ।ପ୍ରଧାନ ଶିକ୍ଷୟିତ୍ରୀ ସୁରେଖା ବାଘ   ପିଲା ମାନଙ୍କର ସାମଗ୍ରିକ ଭାବେ  ସଫଳତା  ଲାଭ ପାଇଁ ଶିକ୍ଷାଦାନ ରେ  ଗ୍ରାମବାସୀ ସହଯୋଗ କୁ ଭୂରୀୟସୀ   ପ୍ରଶଂସା କରିଥିଲେ।ପିତାମାତା ,ଅଭିଭାବକ,ବିଦ୍ୟାଳୟ ପରିଚାଳନା କମିଟି , ୱାର୍ଡ ମେମ୍ବର ଯୋଗଦାନ କରିଥିଲେ।  ଶେଷ ରେ ପିଲା ମାନଙ୍କ ତରଫରୁ ନୃତ୍ୟ ଓ ଗୀତ ପରିବେଷଣ କରିଥିଲେ।ମଞ୍ଚ ପରିଚାଳନା କରି ସମସ୍ତ ଭିତରେ ଶିକ୍ଷା କୁ ପ୍ରତିଟି ଲୋକ ଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଥିବା , ସମସ୍ତଙ୍କ ପ୍ରିୟ ଶିକ୍ଷୟିତ୍ରୀ ଶମିଷ୍ଠା ବଳିୟାର  ସିଂହ ଉପସ୍ଥିତ ସମସ୍ତକୁ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ ଘୋଷଣା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like