-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ଇଣ୍ଟର କ୍ଲବ୍ ଚିଫ ମିନିଷ୍ଟର ଟ୍ରଫି ଫୁଟବଲ୍ ଚାମ୍ପିଅନସିପ ଷଷ୍ଠ ଦିବସ*- *ଉଲୁଣ୍ଡା ଜନମୁରା ଦଳ ବିଜୟୀ-* *ଯୋଗ ଦେଲେ ଓଡ଼ିଶା ଅଣ୍ଡର ଫିଫ୍ଟିନ୍ ସିଲେକ୍ଟର*

13-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍ ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଚିଫ ମିନିଷ୍ଟର ଟ୍ରଫି ଫୁଟବଲ୍ ଚମ୍ପିଅନସିପ ୨୦୨୫ ର ଷଷ୍ଠ ଦିବସ ରେ ତିନି ଗୋଟି ମ୍ୟାଚ ଅନୁଷ୍ଟିତ ହୋଇ ଯାଇଛି l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ ମୁଖ୍ୟ ଅତିଥି  ଭାବରେ କଟକ ସ୍ପୋର୍ଟସ ହଷ୍ଟେଲ ଇନ ଚାର୍ଜ ତଥା ଅଣ୍ଡର ଫିଫ୍ଟିନ ସିଲେକ୍ଟର  ଯୁବ କ୍ରୀଡା ବିଭାଗ ଓଡ଼ିଶା ଶ୍ରୀ ଗଙ୍ଗା ଧର ବେହେରା ଯୋଗ ଦେଇ ଖେଳ କୂ ଉଦଘାଟନ କରିଥିଲେ l ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଡେପୁଟି କଲେକ୍ଟର ତଥା ଜିଲ୍ଲା ରେଡକ୍ରସ ସଂପାଦକ ଶ୍ରୀ ପ୍ରତୀକ କର,  ବରିଷ୍ଠ ବିଜେପି ନେତା ପ୍ରମୋଦ କୁମାର ମହାପାତ୍ର, ଜିଲ୍ଲା ବିଜେପି ମିଡ଼ିଆ ପ୍ରଭାରୀ ନିରଞ୍ଜନ ତ୍ରୀପାଠୀ, ଜିଲ୍ଲା କ୍ରୀଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ, ଉପ ଦେଷ୍ଟା ଦିଗାମ୍ବର ଶତପଥୀ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ସାମ୍ୱାଦିକ ନିରଞ୍ଜନ ମିଶ୍ର, ପ୍ରାଇ ଭେଟ ବସ ସଂଘ ସଭାପତି ଦୀପକ ମହାପାତ୍ର, କାଉନ ସିଲର ଗଙ୍ଗା ତରିଆ, ସୁକାନ୍ତ ସାହୁ, ବିଜେପି ନଗର ସଭାପତି ସୁରେଶ ବିଶ୍ଵାଳ, ଯୁବ ମୋର୍ଚ୍ଚା ସଭାପତି ସ୍ୱରୂପ ପାତ୍ର ଅତିଥି ଭାବରେ ଯୋଗ ଦେଇ ଖେଳାଳୀ ଙ୍କୁ ଉତ୍ସାହିତ କରି ରାଜ୍ୟ ସରକାର ଙ୍କ ଏ ଅୟୋଜନ କୁ ପ୍ରସଂଶl କରିଥିଲେ l ଓ ଏ ଜିଲ୍ଲା ରୁ ଅନେକ ଯୁବ କ୍ରୀଡା ପ୍ରତିଭା ୧୫ ବର୍ଷ ରୁ କମ୍ ଫୁଟବଲ ଖେଳାଳୀ ରାଜ୍ୟ ତଥା ଜାତୀୟ ସ୍ତର କୁ ଚୟନ ହେବା ର ଆଶା ଉଜ୍ବଳ ଅଛି ବୋଲି କହି ଥିଲେ l ଭଲ ପାଠ ସହିତ  ଭଲ ଫିଟନେସ ମଧ୍ୟ ଜରୁରୀ ବୋଲି ଡେପୁଟି କଲେକ୍ଟର ଶ୍ରୀ କର ପ୍ରକାଶ କରିଥିଲେ l  ସମସ୍ତ ଅତିଥି ଙ୍କୁ ଆୟୋଜକ ଜିଲ୍ଲା କ୍ରିଡ଼ା ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା l ଜିଲ୍ଲା ରବିଭିନ୍ନ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେଇ ଥିବା ବେଳେ ଆଜି ର ପ୍ରଥମ ମ୍ୟାଚ୍ ବି ଏସ ଏ ଉଲୁଣ୍ଡା ଓ ରାମ ଧୂନ୍ କ୍ଲବ୍ (ଏ) ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ କଙ୍କାଳି ଏଫ୍ ସି ଜନମୁରା ଓ ରାମ ଧୂନ୍ କ୍ଲବ୍ (ସି )  ମଧ୍ୟରେ   ତୃତୀୟ ମ୍ୟାଚ , ରାମ ଧୂନ୍ କ୍ଳବ୍ ( ବି ) ଓ ରାମଜୀ କ୍ଲବ୍ ନିମ୍ନା ମଧ୍ୟ ରେ ଦ୍ଵିତୀୟ ମ୍ୟାଚ ଅନୁଷ୍ଠିତ ହୋଇଛି l ପ୍ରଥମ ମ୍ୟାଚ୍ ରେ ଉଲୁଣ୍ଡା ଦଳ ୧-୦ ଗୋଲ୍ ରେ ବିଜୟୀ ହୋଇ ଥିବା ବେଳେ  ଦ୍ଵିତୀୟ ମ୍ୟାଚ୍ ରମଧୁନ୍ ଓ ନିମ୍ନା ( ବି) ଅମିମାଂସିତ ରହିଥିଲା l ଓ ତୃତୀୟ ମ୍ୟାଚ ରେ  ଜନ ମୁରl ଦଳ ୧- ୦ ଗୋଲ ରେ ବିଜୟୀ ହୋଇଛି l   ପ୍ରଥମ ଦ୍ବିତୀୟ ମ୍ୟାଚ କୁ ମୁଖ୍ୟ ରେଫରୀ ଭାବେ ଅନିଲ ଭୋଇ , ଫୋର୍ଥ ଅଫିସିଆଲ୍ ଭାବେ ସଞ୍ଜୀବ ସାହୁ  ସହଯୋଗି  ରେଫରି ଭାବେ ରାଜେଶ ଥନlପତି,  ନରେଶ ମାଝୀ ଓ ତୃତୀୟ ନ୍ୟାଚ କୁ ସଞ୍ଜୀବ ସାହୁ ମୁଖ୍ୟ ରେଫରି, ଅନିଲ ଭୋଇ  ଅନିତା ମହାକୁଡ , ପ୍ରଶାନ୍ତ ସେଠି ଖେଳ ପରି ଚାଳନା କରିଥିଲେ l ପ୍ରତି ମ୍ୟାଚ୍ ରେ ମ୍ୟାଚ୍ କମିଶନର ଭାବେ ଜିତେନ୍ଦ୍ର ଥନାପତି ଦାୟିତ୍ବ ନିର୍ବାହ କରିଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ  ଅତିଥି ପରିଚୟ ଓ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱାଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ଙ୍କ ସମେତ ଚନ୍ଦନ , ରଂଜୁ, ଅନିଲ, ଶିବ, ଚାହଦ, ରବି, ଚୈତ୍ୟନ୍ୟ, କିରଣ, ସଦା, ପୁରେନ, କଲିମ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like