-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଦେଶ ବିଦେଶ

ବାଇଡେନଙ୍କ ଶପଥ ଗ୍ରହଣ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି : ଏଫବିଆଇ ରଖିଛି ନଜର, ୧୫୦୦୦ ୟୁଏସ ନ୍ୟାଶନାଲ୍ ଗାର୍ଡ ନିୟୋଜିତ

19-Jan-2021



ଲଣ୍ଡନ, (ପ୍ରେରଣା ଖବର ବ୍ୟୁରୋ) : ଆମେରିକାର ରାଜଧାନୀ ଓ୍ୱାଶିଂଟନରେ ହିଂସା ଆରମ୍ଭ ହେବା ପରେ ଜରୁରୀକାଳିନ ସ୍ଥିତି ଲାଗୁ ହୋଇଥିଲା । ଏହାପରେ ହ୍ୱାଇଟ ହାଉସକୁ ଏକ ଦୁର୍ଗରେ ପରିଣତ କରିଦିଆଯାଇଛି । ଜାନୁଆରୀ ୨୦ରେ ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଶପଥଗ୍ରହଣ ସମାରୋହକୁ ନଜରରେ ରଖି ସିକ୍ରେଟ୍ ସର୍ଭିସ୍ ଓ ୟୁଏସ ନ୍ୟାଶନାଲ ଗାର୍ଡସଙ୍କୁ ମଧ୍ୟ ମୁତୟନ କରାଯାଇଛି । କୌଣସି ପ୍ରକାର ହିଂସାକୁ ପ୍ରତିହତ କରିବାକୁ ମଲ୍ଟି ଏଜେନ୍ସି କମାଣ୍ଡରଙ୍କୁ ମଧ୍ୟ ନିୟୋଜିତ କରାଯାଇଛି । ୨୪ ଘଣ୍ଟା ଓ୍ୱାଶିଂଟନ ଉପରେ କଡା ନଜର ରଖାଯାଇଛି ।

     ଗତ ସପ୍ତାହରେ ୟୁଏସ କ୍ୟାପିଟଲ ବିଲ୍ଡିଂରେ ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକମାନେ ହିଂସାକାଣ୍ଡ ଭିଆଇଥିଲେ । ସେହିପରି ବାଇଡେନଙ୍କ ଶପଥଗ୍ରହଣ ସମାରୋହରେ ମଧ୍ୟ ହିଂସା ଆଶଙ୍କା ରହିଛି । ଏହାକୁ ନେଇ ଟ୍ରମ୍ପ ନିଜେ କହିଥିଲେ ଯେ, ତାଙ୍କ ବିରୋଧରେ ଆସିଥିବା ମହାଭିଯୋଗ ପାଇଁ ଆମେରିକାବାସୀ କ୍ଷୁବ୍ଘ ରହିଛନ୍ତି ।

   ଓ୍ୱାଶିଂଟନ ପୋଷ୍ଟ ସହ ଆଲୋଚନା କରି ଜଣେ ପୂର୍ବତନ ଗୁଇନ୍ଦା ଅଧିକାରୀ କହିଛନ୍ତି ଯେ, ଆମେରିକାରେ ଏବେ ସୁରକ୍ଷା ସମ୍ବନ୍ଧରେ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଜାନୁଆରୀ ୬ରେ କ୍ୟାପିଟଲ ବିଲ୍ଡିଂ ଉପରେ ଆକ୍ରମଣ ହୋଇଥିଲା । ଏବେ ଆକ୍ରମଣ ହେଲେ କାର୍ଯ୍ୟାନୁଷ୍ଠାନ ନେବାକୁ ନ୍ୟାଶନାଲ୍ ଗାର୍ଡଙ୍କୁ କୌଣସି ଅନୁମତି ଦରକାର ନାହିଁ । କାହାକୁ ଏଫବିଆଇ ସ୍ୱାଟ୍ ଟିମ୍ ପାଇଁ ଜରୁରୀ କଲ୍ କରିବା ଦରକାର ନାହିଁ । ରେଡିଏସନ୍ ପ୍ରୋଟେକ୍ସନ, ବମ୍ ଡିଟେକ୍ଟର ଓ ହିଂସା ପ୍ରତିରୋଧୀ ବାହିନୀ ମୁତୟନ ଅଛନ୍ତି ।

  ଓ୍ୱାଶିଂଟନରେ ସୁରକ୍ଷା ପାଇଁ ୧୫୦୦୦ରୁ ଅଧିକ ୟୁଏସ ନ୍ୟାଶନାଲ ଗାର୍ଡଙ୍କୁ ମୁତୟନ କରାଯାଇଛି । ଏହାମଧ୍ୟରୁ ୧୦୦୦୦ଜଣଙ୍କୁ ପଡିଆରେ ନିୟୋଜିତ କରାଯାଇଛି । ଅନ୍ୟ ୫ହଜାର ଯବାନ ଷ୍ଟାଣ୍ଡବାୟରେ ରହିବେ ।

   ଏଫବିଆଇ କ୍ୟାପିଟଲ ବିଲ୍ଡିଂରେ ଗତ ସପ୍ତାହରେ ଘଟିଥିବା ହିଂସା ପରେ ବାଇଡେନଙ୍କ ଶପଥଗ୍ରହଣରେ ପୁଣି ହିଂସା ଆଶଙ୍କା କରିଥିଲା । ଏହାସହ ଦେଶର ୫୦ଟି ରାଜ୍ୟରେ ଆନ୍ଦୋଳନ ନେଇ ଗୁଇନ୍ଦା ରିପୋର୍ଟ ମିଳିଥିଲା । ଦଙ୍ଗା ଆଶଙ୍କା ମଧ୍ୟ ରହିଥିଲା । ତେଣୁ ସୁରକ୍ଷା ଦୃଷିକୋଣରୁ ଅଧିକ ଯବାନ ମୁତୟନ ହେବା ସହ ଓ୍ୱାଶିଂଟନ ଉପରେ କଡା ନଜର ରଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like