-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

*ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର ନୂଆଁ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନ ଯୋଜନା ର ଶୁଭାରମ୍ଭ --*

13-Apr-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ )  ଜିଲ୍ଲା  ସ୍ୱାସ୍ଥ୍ୟ  ସମିତି ସୁବର୍ଣ୍ଣପୁର ତରଫରୁ ସ୍ଥାନୀୟ ଟାଉନ୍ ହଲ ସଭା ଗୃହ ଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ର ନୂଆଁ ଏକକ କାର୍ଡ ବିତରଣ ଏବଂ ଆୟୁଷ୍ମାନ ଵୟୋ ବନ୍ଦନ ଯୋଜନା ର ଶୁଭାରମ୍ଭ ପିଡି ଡି ଆର ଡି ଏ ଅଶ୍ଵିନୀ କୁମାର ମେହେର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଯାଇଅଛି ।  ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଓ ଜିଲ୍ଲା ସଂଯୋଜକ ବିଶ୍ବମ୍ବର ବେହେରା ଯୋଗ ଦେଇ ଆୟୁଷ୍ମାନ କାର୍ଡ ଉପରେ ପୁଙ୍ଖ।ନୁପୁଙ୍ଖ ଭାବରେ ଆଲୋଚନା କରି ଥିଲେ।    ୨୫ଜଣ ହୀତ।ଧିକ।ରିଙ୍କୁ ଉକ୍ତ ସଭାରେ କାର୍ଡ ବିତରଣ କରା ଯାଇଥିଲା ।ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ, ଆଶା  ,ଅଙ୍ଗନୱାଡି କର୍ମୀ, ଜନସାଧାରଣ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା coordinator SHAS ପ୍ରଜ୍ଞା ପରମିତା ଦାସ,ସହକାରୀ ଜିଲ୍ଲା coordinator SHAS ହରପ୍ରସାଦ ଦାସ, ଜିଲ୍ଲା ଅଣ ସଂକ୍ରମକ ରୋଗ ସଂଜୋଜକ ଗୀତାଞ୍ଜଳି ମେହେର, ସ୍ଵାସ୍ଥ୍ୟ  ପରିଦର୍ଶକ ପ୍ରମୋଦ କୁମାର ସାହୁ,DDM ପ୍ରଦୀପ କୁମାର ସାହୁ ,ସତ୍ୟ ମହାପାତ୍ର,ଅନୁପ ରଞ୍ଜନ ଦାସ ଓ ନାରାୟଣ ରଥ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ  ।ଜିଲ୍ଲା ଆଶା ସଂଯୋଜକ ତରଣି ସେନ ପ୍ରଧାନ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like