-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଖଡିଆଳ ଠାରେ ହନୁମାନ ଜନ୍ମ ଜୟନ୍ତୀ ପାଳିତ, ଭବ୍ୟ ଶୋଭାଯାତ୍ରା, ବିଭିନ୍ନ ଛକ ରେ ହନୁମାନ ଚାଳିଶା ପଠନ, ରାମ ଆଳତି ଅନୁଷ୍ଠିତ

13-Apr-2025



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା ଖଡିଆଳ ଜୟ ମାତା ଦି ଗ୍ରୁପ୍ ପକ୍ଷ ରୁ ହନୁମାନ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଅଛି। ହନୁମାନ ଜୟନ୍ତୀ ଉପଲକ୍ଷେ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ଖଡିଆଳ ନଗର ପରିକ୍ରମା କରିଥିବା ବେଳେ  ବିଭିନ୍ନ ଛକ ରେ ହନୁମାନ ଚାଳିଶା ପଠନ ଉତ୍ସବ ପାଳିତ ହୋଇଯାଇଅଛି। ମର୍ଯ୍ୟାଦା ପୁରୁଷୋତ୍ତମ ରାମଙ୍କ  ଆଳତି ଅନୁଷ୍ଠିତ ହୋଇଥିଲା। ଏହି ଶୋଭାଯାତ୍ରା ରେ ଖଡିଆଳ ବିଧାୟକ ଆଧିରାଜ୍ ପାଣିଗ୍ରାହୀ, ନଗର ଅଧ୍ୟକ୍ଷ ଉଜ୍ଜଳ ଗୁପ୍ତା, ବହୁ ବରିଷ୍ଠ ନାଗରିକ, ସଚେତନ କର୍ମୀ, ମହିଳା, ପୁରୁଷ ଏବଂ ଯୁବ ଗୋଷ୍ଠୀ ସାମିଲ ହୋଇ ହନୁମାନ ଜୟନ୍ତୀ ଉପଲକ୍ଷେ ଶୋଭାଯାତ୍ରା ରେ ସାମିଲ ହୋଇଥିଲେ। ଶୋଭାଯାତ୍ରା ରେ ଖଣ୍ଡା ଚାଲନା, ଝଣ୍ଡା ଉଡାଣ ସହ ସୁସଜ୍ଜିତ ରାମ,ଲକ୍ଷ୍ମଣ ଓ ସୀତା ଙ୍କ ପ୍ରତିରୂପ ଶିଶୁ କଳାକାର ସାମିଲ ହୋଇଥିଲେ।  ହନୁମାନ ଙ୍କ ଆଳତି ସମୟ ରେ ସମୟ ସଡ଼କ ଉପରେ ବସି ଆଳତି ଗାନ କରିଥିଲେ। ୩୫୩ ନମ୍ୱର୍ ଜାତୀୟ ରାଜପଥ ରେ ଭଣ୍ଡାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଅଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like