-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଆୟୋଜିତ ହେଲା ଆମ ରୁଚି, ଆମ ଖାଦ୍ୟ ପ୍ରଦର୍ଶନୀ ଓ ପ୍ରତିଯୋଗିତା

13-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଖାଦ୍ୟ ପରମ୍ପରା ହେଉଛି ଓଡ଼ିଆ ସଂସ୍କୃତିର ଅଂଶ । ଓଡ଼ିଆଙ୍କ ଘରେ କୌଣସି ପର୍ବ ପର୍ବାଣୀ ହେଲେ ଖାଦ୍ୟକୁ ପ୍ରାଧାନ୍ୟ ଦିଆଯାଇଥାଏ । ଭିନ୍ନ ଭିନ୍ନ ରୁଚି ରଖିଥିବାରୁ ଖାଦ୍ୟକୁ ନେଇ ମଧ୍ୟ ଓଡ଼ିଆ ଘରେ ପର୍ବ ପାଳନ ହୁଏ । ଦ୍ବିତୀୟା ଘାଣ୍ଟ ଏହା ଭିତରୁ ଅ୍ୟତମ । ସେହିପରି ରଜ, ପ୍ରଥମାଷ୍ଟମୀ, ଦୁର୍ଗା ପୂଜା, ଚିତାଲାଗି ଅମାବାସ୍ୟା, ବକୁଳ ଅମାବାସ୍ୟା ଭଳି ପର୍ବରେ ଭିନ୍ନ ଭିନ୍ନ ରକମର ଖାଦ୍ୟ ତିଆରି ହୋଇଥାଏ । ଚିତଉ ପିଠାଠୁ ଆରମ୍ଭ କରି ସରସତିଆ ପର୍ଯ୍ୟନ୍ତ, ଘାଣ୍ଟଠୁ କାକରା ଯାଏଁ ।ଓଡିଆ ପକ୍ଷ ପାଳନ ଅବସରରେ ଏହି ପରମ୍ପରାକୁ ବଜାୟ ରଖିବା ଓ ଏନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପାରମ୍ପରିକ ଖାଦ୍ୟ ପାଳନ ଅଭିଯାନ -ଆମ ରୁଚି, ଆମ ଖାଦ୍ୟ ପ୍ରଦର୍ଶନୀ ଓ ପ୍ରତିଯୋଗିତା ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ପାଳନ କରାଯାଇଛି।
ଜିଲ୍ଲା କୃଷି ବିଭାଗ ସହଯୋଗରେ ଆୟୋଜିତ ଏହି ଖାଦ୍ୟ ପ୍ରଦର୍ଶନୀ ଓ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ମହିଳା ସଂଗଠନ, ସ୍ବେଚ୍ଛାସେବୀ ସଂଗଠନ ଏବଂ ସ୍ୱୟଂ ସହାୟକ ଗୋଷ୍ଠ ପକ୍ଷରୁ ବିଭିନ୍ନ ପ୍ରକାରର ପାରମ୍ପରିକ ଖାଦ୍ୟ ପ୍ରସ୍ତୁତ କରି ଖାଦ୍ୟ ପ୍ରଦର୍ଶନ କରି ଲୋକଙ୍କୁ ପାରମ୍ପରିକ ଖାଦ୍ୟର ଉପାଦେୟତା ବିଷୟରେ ସଚେତନ କରିଥିଲେ ।

ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ଏଵଂ ଶ୍ରୀମତୀ ମଧୁଛନ୍ଦା ସାହୁ ଯୋଗ ଦେଇ ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଜିଲ୍ଲାବାସୀଙ୍କୁ ନିଜ ଦୈନନ୍ଦିନ ଜୀବନରେ ପାରମ୍ପରିକ ଖାଦ୍ୟ ଯୋଡିବାକୁ ବାର୍ତ୍ତା ଦେଇଛନ୍ତି।ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସଲାଙ୍କ ସମେତ ଅତିରିକ୍ତ ଉଦ୍ୟାନ ନିର୍ଦ୍ଦେଶକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଡ଼ିଏସଡବ୍ଲୁଓ ସନ୍ଧ୍ୟାରାଣୀ ନେପାକ, ସଂସ୍କୃତି ଅଧିକାରୀ ତାହିର ହୁସେନ ଯୋଗ ଦେଇଥିବା ବେଳେ ଅତିରିକ୍ତ କୃଷି ଅଧିକାରୀ ଶ୍ରୀ ଅଞ୍ଜନ କୁମାର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like