-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଆସନ୍ତା ଜୁନ ମାସ ରେ ସର୍ବ ପୁରାତନ ଉତ୍କଳ ସାମ୍ବାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ସମାବେଶ ପାଇଁ ନିଷ୍ପତ୍ତି

13-Apr-2025



ବଲାଙ୍ଗୀର(ଅନ୍ତର୍ଯ୍ୟାମୀ ସାହୁ)-  ବଲାଙ୍ଗିର ଆସନ୍ତା ଜୁନ ମାସରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ରାଜ୍ୟର ସର୍ବବୃହତ ତଥା ପୁରାତନ ସାମ୍ବାଦିକ ସଂଘ "ଉତ୍କଳ ସାମ୍ବାଦିକ ସଂଘ"ର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ କରାଯିବ । ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଝାରମୁଣ୍ଡା ଠାରେ ଅନୁଷ୍ଠିତ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତି ନିଆଯାଇଛି । ଆୟୋଜିତ ବୈଠକ ରେ ପ୍ରଥମେ ଭାରତ ମାତା ଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ହୋଇଥିଲା। ଏଥିରେ ସଂଘର ସଭାପତି ଅଶ୍ୱିନୀ କୁମାର ନାଏକ ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି ବୈଠକରେ ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମେହେର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ବରିଷ୍ଠ ସଦସ୍ୟ ତଥା ପୂର୍ବତନ ସଭାପତି ଆନନ୍ଦ ଚନ୍ଦ୍ର ସାହୁ, ସନ୍ଦୀପ କୁଅଁର, ବିମଳେନ୍ଦୁ ସାହୁ, ଶ୍ୟାମ ପ୍ରସାଦ ଗୁରୁ ପ୍ରମୁଖ ମଞ୍ଚାସୀନ ଥିଲେ । ଆସନ୍ତା ଜୁନ ମାସରେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଠାରେ ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘର ଏକ ରାଜ୍ୟସ୍ତରୀୟ  ବିରାଟ ସମାବେଶ ଆୟୋଜିତ କରାଯିବା ସକାଶେ ବୈଠକରେ ସହମତି ପ୍ରକାଶ ପାଇଥିଲା । ଏଥିରେ ରାଜ୍ୟର କୋଣ ଅନୁକୋଣରୁ ପ୍ରାୟ ଦେଢ଼ଶହରୁ ଅଧିକ ସାମ୍ବାଦିକ ମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସାମ୍ବାଦିକ ମାନଙ୍କ ର ସୁବିଧା ଓ ଅସୁବିଧା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଆଜିର ବୈଠକରେ ସାଂଗଠନିକ ସମ୍ପାଦକ ହୁଲେଶ୍ୱର ହଂସ, ସାମ୍ବାଦିକ ଅନ୍ତର୍ଯ୍ୟାମୀ ସାହୁ ଉପସଭାପତି ଅଶୋକ ନାରାୟଣ ଭୋଇ, ସୁଶାନ୍ତ ବାରିକ, ଗୁରୁଦୟାଲ ହଂସ, ସୁଧାକର ଦାସ, ସମ୍ପାଦକ ଦେବରାଜ ନାହାକ, ବରିଷ୍ଠ ସାମ୍ବାଦିକ ଡାକ୍ତର ପୁଟେଲ, ସୁଶିଲ ମିଶ୍ର, ସାରଙ୍ଗ ଭୋଇ, ସୁବାସ ମିଶ୍ର, ରାଜେଶ ଦଣ୍ଡସେନା, ବିମଳ କୁମାର ଦାସ, ଅଜିତ ମିଶ୍ର, କୈଳାସ ସଗରିଆ ପ୍ରମୁଖ ଯୋଗଦେଇ ନିଜସ୍ଵ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସାଧାରଣ ସମ୍ପାଦକ ଶ୍ୟାମସୁନ୍ଦର ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ ।ଏଥିରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ବ୍ଲକ ର ଗଣମାଧ୍ୟମ ପ୍ରତିନିଧି ମାନେ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like