-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜେପି ର ପ୍ରତିଷ୍ଠା ଦିବସ ଅବସରରେ ବଲାଙ୍ଗୀର ସହରରେ ବିଜେପିର ସଫେଇ ଅଭିଯାନ

13-Apr-2025



ବଲାଙ୍ଗୀର: ଗତ ଏପ୍ରିଲ ୬ ତାରିଖ  ଦିନ ବିଜେପିର ପ୍ରତିଷ୍ଠା ଦିବସ ଅବସରରେ ବିଜେପି ପକ୍ଷରୁ ସପ୍ତାହ ବ୍ୟାପୀ ବିଭିନ୍ନ ସମାଜିକ କାମ ହାତକୁ ନିଆଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି l ଏହି କ୍ରମରେ ଆସନ୍ତାକାଲି ସମ୍ବିଧାନ ପ୍ରଣେତା ଡ.ବାବା ସାହେବ ଆମ୍ବେଦକରଙ୍କ ଜନ୍ମ ଦିନ ପାଳନ ଉପଲକ୍ଷେ ଆଜି ଭାରତୀୟ ଜନତା ପାର୍ଟି, ବଲାଙ୍ଗୀର ଶାଖା ପକ୍ଷରୁ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆ ଯାଇଛି l ବରିଷ୍ଠ ବିଜେପି ନେତା ତଥା ବଲାଙ୍ଗୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ

ପାଣିଗ୍ରାହୀଙ୍କ ନେତୃତ୍ଵରେ ଆଜି ବିଜେପି କର୍ମୀ ମାନେ ସ୍ଥାନୀୟ କଚେରୀ ଛକ ସ୍ଥିତ ବି. ଆର୍. ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିକୁ ପାଣିରେ ଧୋଇ ସଫାସୁତୁରା କରିବା ସହ ପ୍ରତିମୂର୍ତ୍ତି ର ଆଖପାଖ ଆବର୍ଜନା ସ୍ଥାନର ସଫେଇ କରିଥିଲେ l ଏଥିସହ ନରସିଂହ ମନ୍ଦିରର ଚତୁଃପାର୍ଶ୍ଵରେ ତଥା ଅଳିଆ ଆବର୍ଜନା ସ୍ଥାନ ସବୁକୁ ଝାଡୁ ମାରି ସଫା କରି ଥିଲେ l ଏଥିରେ ବିଜେପି କର୍ମୀଙ୍କ ସମେତେ ବହୁ ସଚେତନ ନାଗରିକ ମଧ୍ଯ ସହଯୋଗ କରିଥିଲେ l ସହର୍ କୁ ସବୁଜ ସୁନ୍ଦର କରିବା ସହ ପରିଷ୍କାର

ପରିଚ୍ଛନ୍ନ ରଖିବା ସମସ୍ତଙ୍କ ଦାୟିତ୍ଵ ବୋଲି ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ ଲୋକଙ୍କୁ ବୁଝାଇଥିଲେ l ବିଜେପିର ଏହି ସଫେଇ ଅଭିଯାନରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପିର ଦିନେଶ ଶର୍ମା, ଶିବଦତ୍ତ ମିଶ୍ର, ପିତାମ୍ବର ଖମାରି,ବନଶ୍ରୀ ଆଚାର୍ଯ୍ୟ, ଅନିତା ମିଶ୍ର, ଆମର୍ଜିତ ପଟେଲ, ଚିତ୍ରସେନ ବେହରା, ହରିଶଙ୍କର ଛତ୍ରିଆ, ପାର୍ଥ କରଣ, ଲଳିତ ଶର୍ମା, ଗାୟତ୍ରୀ ଦାଶ, ଅର୍ଚନା ପାତ୍ର, ସତ୍ୟବତୀ ଗୁରୁ, ସୁଦ୍ଧା ସ୍ୱାଇଁ, ବର୍ଷା ପୁରୁହିତ,କଳ୍ପନା ଚୌହାନ ପ୍ରମୁଖ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like