-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

13-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ରବିବାର ଦିନ ଦଶ ଘଟିକା ସମୟରେ ଜିଲ୍ଲା ପ୍ରଶାସନ  ତରଫରୁ ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଆମ ରୁଚି ଆମ ଖାଦ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଓଡ଼ିଆ ପକ୍ଷ ପାଳନ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବାର ଗୋଟି ସ୍ବୟଂ ସହାୟକ ଗୋଷ୍ଠୀ  ଅଂଶ ଗ୍ରହଣ କରିଥିଲେ । ବିଭିନ୍ନ ସୁସ୍ବାଦ ଖାଦ୍ୟର ପ୍ରଦର୍ଶନ କରି ଓଡ଼ିଆ ଖାଦ୍ୟପ୍ରେମୀଙ୍କ ମନ ମୋହିଥିଲେ । 

 ଉଦଘାଟନୀ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାଏକ ଯୋଗଦେଇ   ଖାଦ୍ୟ ପସରାଗୁଡିକୁ ବୁଲି ପାରମ୍ପରିକ ଖାଦ୍ୟର ମାନ ଓ ସ୍ବାଦ ପରଖିବା ସହ ସ୍ବଂୟ ସହାୟିକା ଗୋଷ୍ଠୀର ଏତଦ ପ୍ରୟାସ ପାଇଁ ଭୂୟଷୀ ପ୍ରଶଂସା କରିଥିଲେ । 
 ଉଦଯାପନୀ ଉତ୍ସବରେ  ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ  ପ୍ରତିମାରାଣୀ ଦାସ, ପ୍ରକଳ୍ପ ଅଧିକାରୀ ଶୈଳଜା ଦାସ, ରାୟଗଡ ସିଡିପିଓ ମୀନାକ୍ଷୀ ଦାଶ, କୋଲନରା ସିଡିପିଓ ବିଜୟଲକ୍ଷ୍ମୀ ନିଶଙ୍କ,ଜିଲ୍ଲା ମିଶନ ଶକ୍ତି ଆକାଉଣ୍ଟାଣ୍ଟ ସାରଙ୍ଗ ଶବର, ରାୟଗଡ ବ୍ଲକ ମିଶନ ଶକ୍ତି ସଂଯୋଜିକା ପ୍ରିୟଙ୍କା ମୁଲିୟା ଓ ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ପ୍ରମୁଖ ମଞ୍ଚାସୀନ  ଥିଲେ ।
  ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ଷ୍ଟଲ ଗୁଡିକର ମୂଲ୍ୟାୟନ କରାଯାଇଥିଲା । ଓଁ ସାଇ ଏସଏଚଜି, ଦାମୋଦର ଏସଏଚଜି ଓ ମାଁ ହିଙ୍ଗୁଳା ଏସଏଚଜି ଯଥାକ୍ରମେ ପ୍ରଥମ,  ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିବାରୁ ପୁରସ୍କୃତ କରାଯିବା ସହ ସଭିଙ୍କୁ ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ

କରାଯାଇଥିଲା । ମହାବିଷୁବ ସଂକ୍ରାନ୍ତି  ଉପଲକ୍ଷେ ସଂସ୍କୃତି ଭବନ ପରିସରରେ ଝୋଟି, ଚିତା ଓ ହୁଳହୁଳି ପ୍ରତିଯୋଗିତା ମାନ ଆୟୋଜିତ କରାଯାଇ ସଭିଙ୍କୁ  ଅଂଶଗ୍ରହଣ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କୃତୀ ପ୍ରତିଯୋଗୀଙ୍କୁ ପରବର୍ତ୍ତି ଦିନ ରାୟଗଡ ସ୍ବୟଂଶାସିତ ମହାବିଦ୍ୟାଳୟରେ ପୁରସ୍କାର ବିତରଣ କରାଯିବ ବୋଲି ସଂସ୍କୃତି ଅଧିକାରୀ ପ୍ରକାଶ କରିଛନ୍ତି । ସଂସ୍କୃତି ଅଧିକାରୀ ଦିବସର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ଏବଂ ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like