-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ମୁଖ୍ୟ ମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଲବ୍ ଫୁଟବଲ୍ ଚାମ୍ପିଅନସିପ - ସପ୍ତମ ଦିବସ ଖେଳ ରେ ଚର୍ଦ୍ଦା ଦଳ ବିଜୟୀ

13-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍  ମୁଖ୍ୟ ମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ  ୨୦୨୫ ର ସପ୍ତମ ଦିବସ ଗ୍ରୁପ ବି ରେ ତିନି ଗୋଟି ମ୍ୟାଚ ଅନୁଷ୍ଟିତ ହୋଇ ଯାଇଛି l ଆଜିର ବିଜେତା ଦଳ ଆସନ୍ତା କାଲି ସେମି ଫାଇନାଲ ଖେଳିବେ l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ ମୁଖ୍ୟ ଅତିଥି ଭାବରେ କଟକ ସ୍ପୋର୍ଟସ ହଷ୍ଟେଲ ଇନଚାର୍ଜ ତଥା ଅଣ୍ଡର ଫିଫ୍ଟିନ୍ ସିଲେକ୍ଟର ଗଙ୍ଗାଧର ବେହେରା, ସମ୍ମାନିତ ଅତିଥି ଭାବରେ  ଜିଲ୍ଲା କ୍ରିଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର , ସ୍ବଚ୍ଛ ଭାରତ ସଙ୍ଗଠନ ସୋନପୁର ମନ ମୁଣ୍ଡା ର ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ, ଟ୍ରାକ୍ଟର ଏସୋସିଏସନ୍ ର ଉପଦେଷ୍ଟା ବୈକୁଣ୍ଠ ଶତପଥି, ଯୁବ ସାମ୍ୱାଦିକ ତଥା ୱେବ୍ ମିଡିଆ ସଂଘ ସଭାପତି ପୀତାମ୍ବର ମହାପାତ୍ର, ଓଡ଼ିଶା ସାମ୍ୱାଦିକ ସଂଘ ରାଜ୍ୟ ସାଂଗଠାନିକ ସଂପାଦକ ରାଜ କିଶୋର ତ୍ରୀପାଠୀ , ଡ୍ରାମା ଆର୍ଟିଷ୍ଟ୍ ତଥା ଡାଇରେକ୍ଟର ହରି ହର ପଧାନ , କଳା ସଂସ୍କୃତି ଗବେଷକ ଚୌଧୁରୀ ବିଭାର ଯୋଗ  ଦେଇ ମ୍ୟାଚ୍ କୁ ଉଦ୍ଘାଟନ କରି ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେଇ ଥିବା ବେଳେ ଆଜି ର ପ୍ରଥମ ମ୍ୟାଚ୍ ନାରାୟଣ ପୁର  ଓ ରାମ ଧୂନ୍ କ୍ଲବ୍ (ସି ) ମଧ୍ୟରେ ଅନୁଷ୍ଟିତ ହୋଇ ଥିବା ବେଳେ ମା ଚର୍ଦ୍ଦେଇ କ୍ଲବ୍ ଚର୍ଦା  ଓ ରାମ ଧୂନ୍ କ୍ଳବ୍ (ଏ ) ମଧ୍ୟରେ  ଦ୍ଵିତୀୟ ମ୍ୟାଚ , ଏବଂ ରାମ ଧୂନ୍ କ୍ଲବ୍ (ଡି) ଓ ବି ଏମ୍ ପୁର ଇଲେଭେନ୍ ମଧ୍ୟ ରେ ତୃତୀୟ ମ୍ୟାଚ ଅନୁଷ୍ଠିତ ହୋଇ ଥିଲା l ପ୍ରଥମ ମ୍ୟାଚ୍ ଅମିମାଂସିତ ହୋଇ ଥିବା ବେଳେ  ଦ୍ଵିତୀୟ ମ୍ୟାଚ୍ ରେ ୨-୦ ଗୋଲ ରେ ଚର୍ଦା ଦଳ ଓ ତୃତୀୟ ମ୍ୟାଚ ମଧ୍ୟ ୦-୦  ଗୋଲ ରେ ଅମିମାଂସିତ  ରହିଛି l  ସମସ୍ତ ମ୍ୟାଚ କୁ  ମ୍ୟାଚ୍ କମିସନର ଭାବେ ଜିତେନ୍ଦ୍ର ଥନା ପତି, ମୁଖ୍ୟ ରେଫରୀ ଭାବେ  ସାନୁଜ ବିଶ୍ଵାଳ,  ଫୋର୍ଥ ଅଫିସିଆଲ୍ ଭାବେ ସଞ୍ଜୀବ ସାହୁ ,  ସହଯୋଗି  ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ , ରାଜେଶ ଥନlପତି,  ଅନିଲ ଭୋଇ  ଅନିତା ମହାନନ୍ଦ ଖେଳ ପରି ଚାଳନା ରେ ସହଯୋଗ କରିଥିଲେ l ମନୋରଞ୍ଜନ ତ୍ରୀପାଠୀ  ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ଙ୍କ ସମେତ ଚନ୍ଦନ , ରଂଜୁ, ଅନିଲ, ଶିବ, ଚାହଦ, ରବି, ଚୈତ୍ୟନ୍ୟ, କିରଣ, ସଦା, ପୁରେନ, କଲିମ ପ୍ରମୁଖ ରାମ ଧୂନ୍ କ୍ଲବ୍ ଓ ଜିଲ୍ଲା କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like