-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ଖାଦ୍ୟ ପରମ୍ପରା ହେଉଛି ଆମ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ: ,,,,,,,, ଆମ ରୁଚି ଆମ ଖାଦ୍ୟ ପାଳନ ଅନୁଷ୍ଠିତ :

13-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତି ର ଅବିଚ୍ଛେଦ୍ୟ ଅଂଶ l ଏହି ପରମ୍ପରା କୁ ବଜାୟ ରଖିବା ପାଇଁ ପାରମ୍ପରିକ ଖାଦ୍ୟ ପାଳନ ଅଭିଯାନ ଆଜି ସୁବର୍ଣ୍ଣପୁର ପୌର ପରିଷଦ ଠାରେ ମହା ସମାରୋହରେ ପାଳିତ ହୋଇଛି l ରାଜ୍ୟ ସରକାର ଙ୍କ ପଞ୍ଚାୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଆ ପକ୍ଷ ପାଳନ ଅବସର ରେ ଆୟୋଜିତ ଏହି ପାରମ୍ପରିକ ଖାଦ୍ୟ ପାଳନ ଅଭିଯାନ *ଆମ ରୂଚି ଆମ ଖାଦ୍ୟ* ପାଳନ କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଓ ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ, ଉପଜିଲ୍ଲାପାଳ ଡ. ସୌମ୍ୟା ରୁପା ରଥ ଅତିଥି ଭାବରେ ଯୋଗ ଦେଇ ଶୁଭାରମ୍ଭ  କରିଥିଲେ l ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ ଙ୍କ ତତ୍ତ୍ଵl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ସ୍ୱଚ୍ଛ ଭାରତ ସଂଗଠନଙ୍କ ସମେତ ସହର ର ସମସ୍ତ ମିଡ଼ିଆ ଓ ବୁଦ୍ଧିଜୀବୀ  , ପ୍ରଶାସନିକ ଅଧିକାରୀ କର୍ମଚାରୀ ଉପସ୍ଥିତ ରହି ସ୍ଵଂୟ ସହାୟିକା ଗୋଷ୍ଠୀ ମହିଳାଙ୍କ ପ୍ରସ୍ତୁତି ସୁ ସ୍ବାଦୁ ଖାଦ୍ୟର ସ୍ଵାଦ ପରଖି ଥିଲେ  l  ସତ୍ୟସାଇ ମହିଳା ଗୋଷ୍ଠୀ ନୂଆପଡ଼ା, ଜୟ ମା ବନ ଦୁର୍ଗା ସ୍ପିନିଂ ମିଲ ଡି କଲୋନୀ ମହିଳା ଗୋଷ୍ଠୀ, ନରସିଂହ ବାବା ଗ୍ରୁପ୍ ମହିଳା, ଶୁଭ ଲକ୍ଷ୍ମୀ ଗ୍ରୁପ ମହିଳା ତରିଆ ପଡ଼ା, ମା ମଙ୍ଗଳା  ଓ ଜୟ ଜଗନ୍ନାଥ ଗୋଷ୍ଠୀ ମହିଳା ମଝି ପଡ଼ା, ସମ୍ପୂର୍ଣ୍ଣl ଗ୍ରୁପ ମହିଳା ଶାନ୍ତି ନଗର, ଗଙ୍ଗା ଯମୁନା ଗୋଷ୍ଠୀ  ଖଦାଳ ପଡ଼ା  ପ୍ରମୁଖ ସମସ୍ତ ମହିଳା ମାନେ ପାରମ୍ପାରିକ ସୁ ସ୍ଵlଦୁ ଖାଦ୍ୟ  ଚାଉଳ ପୋଡ ପିଠା, ଆରିସା ପିତା, ଚକୁଳି, ସିଝା ମଣ୍ଡା, ମୁଗ, ଚାଉଳ, ସୁଜି ମଣ୍ଡା, ଇଟିଲି, ଗଇଁଠା ପିଠା, ମୁଗ ବରା, ଫେଣି, କାକରା, ଦୁଦୁରା, ମାଣ୍ଡିଆ ପିଠା, କରୁଟ,  ଚାଉଳ ବରା ପ୍ରଭୁତିର ଖାଦ୍ୟ ପ୍ରସ୍ତୁତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like