-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ଜିଲ୍ଲା

ପୂର୍ବତନ ବ୍ଲକ ଅଧ୍ୟକ୍ଷ ଫକୀର ମୋହନ ପଟେଲ ଙ୍କ ଶ୍ରଦ୍ଧାଞ୍ଜଳି ଦିବସ

13-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ର ପୂର୍ବତନ ଅଧ୍ୟକ୍ଷ ସ୍ବର୍ଗତ ଫକୀର ମୋହନ ପଟେଲ ଙ୍କ ଆଜି ଶ୍ରାଦ୍ଧ ଦିବସ। ଏହି ଅବସରରେ  ବରିଷ୍ଠ ଆଇନଜୀବୀ ତଥା ଭାରତୀୟ ଜନତା ପାର୍ଟି ର ନାସନାଲ କାଉନସିଲ ମେମ୍ବର ସୌରିଚରଣ ବାରିକ,ଜଣା ଶୁଣା ଡାକ୍ତର ସୁନୀଲ ଆଚାର୍ଯ୍ୟ,ବିଶିଷ୍ଟ ସମାଜ ସେବୀ ସମ୍ବିତ ଆଚାର୍ଯ୍ୟ,ଗୌରହରୀ ମିଶ୍ର, ବରଗଡ଼ ଜିଲ୍ଲା ବିଜୁ ଜୁବାଦଳ ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ଭଟଲି ବ୍ଲକ ଚେୟାରମ୍ୟାନ ନିତ୍ୟାନନ୍ଦ ପ୍ରଧାନ, ଛତିଶଗଡ଼ ବରମକେଲା ବ୍ଲକ କଂଗ୍ରେସ ସଭାପତି ତାରାଚନ୍ଦ ପଟେଲ, ଝାରସୁଗୁଡା ଜିଲ୍ଲାର ଡିପିଏମ ଡ. ପୁଷ୍ପଶ୍ରୀ ନାୟକ, ଅମ୍ବାଭୋନା ବ୍ଲକ ବିଜେଡ଼ି ପ୍ରେସିଡେଣ୍ଟ ରଘୁ ନାୟକ, ଭଟଲି ବ୍ଲକ ବିଜେପି ମଣ୍ଡଳ ଦ୍ବୟ ର ବିଜେପି ପ୍ରେସିଡେଣ୍ଟ ଗୋପାଳ ନାଏକ ଏବଂ ଗୋଲ୍ଦି ପ୍ରଧାନ, ଅମ୍ବାଭୋନା ବ୍ଲକ ର ପୂର୍ବତନ ଚେୟାରମ୍ୟାନ ଦ୍ବୟ ପରମେଶ୍ୱର ବେହେରା ଓ ଚିନ୍ତାମଣି ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ଭଦ୍ରବ୍ୟକ୍ତି/ମହିଳା ଯୋଗ ଦେଇଥିଲେ। ସ୍ବର୍ଗତ ପଟେଲ ତାଙ୍କର ଚାରି ଦଶନ୍ଧି ର ରାଜନୀତିକ ଜୀବନରେ ଅନେକ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରି  ଅପରାଜିତ ଥିଲେ। ୬୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି। ସେ ତାଙ୍କର ରାଜନୈତିକ ଜୀବନ ରେ ଭୈନାତୋରା ପଞ୍ଚାୟତ ରେ ସମିତି ସଭ୍ୟ ଭାବେ ନିର୍ବାଚିତ ହୋଇ ଅମ୍ବାଭୋନା ପଞ୍ଚାୟତ ସମିତି  ଅଧ୍ୟକ୍ଷ ଭାବେ ମନୋନୀତ ହୋଇଥିଲେ। ଆହୁରି ମଧ୍ୟ ଭୁକ୍ତା ଗ୍ରାମପଞ୍ଚାୟତ ର ସରପଞ୍ଚ ଭାବେ ନିର୍ବାଚିତ ହୋଇ ବହୁ ଉନ୍ନୟନ ମୂଳକ କାମ କରି ପ୍ରଶଂସା ସାଉଁଟି ଥିଲେ।ସେ ତାଙ୍କ ଉଦ୍ୟମ ରେ ୧୯୯୭ ମସିହାରେ ଅମ୍ବାଭୋନା ବ୍ଲକର ଏକମାତ୍ର ବାଳିକା ବିଦ୍ୟାଳୟ 'ଭୁକ୍ତା ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ" ର ଶୁଭାରମ୍ଭ କରିଥିଲେ। ସେବାପାରାୟଣ ଶ୍ରୀମାନ ପଟେଲ ତାଙ୍କର ଜୀବନ କାଳରେ ଅନେକ ମନ୍ଦୀର, ସେବାଶ୍ରମ, ଗରିବ ଶ୍ରେଣୀ ର ଏବଂ ବୃଦ୍ଧ ବୃଦ୍ଧା ତଥା ଛାତ୍ରଛାତ୍ରୀ ଙ୍କୁ ସାହାଯ୍ୟ କରୁଥିଲେ।  ନିକଟ ଅତୀତରେ ଭଟଲି ଓ ଅମ୍ବାଭୋନା ବ୍ଲକ ର ମିଳନସ୍ଥଳୀ ମା ଘଣ୍ଟେଶ୍ୱରୀ ଙ୍କ ପୀଠ ରେ ମା ସମଲେଶ୍ୱରୀ ଙ୍କ ମନ୍ଦୀର ନିର୍ମାଣ କରି ଭକ୍ତଙ୍କ ମହଳରେ ଆନନ୍ଦର ଲହରୀ ଖେଳାଇଥିଲେ । ଶ୍ରୀମାନ ଫକୀର ମୋହନ ପଟେଲ ଙ୍କ ସ୍ବର୍ଗବାସ କେବଳ ପରିବାର ପାଇଁ ନୁହେଁ ବରଂ ସମସ୍ତ ମାନବ ସମାଜ ପାଇଁ ଏକ ଅପୂରଣୀୟ କ୍ଷତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like