-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

   ବଲାଙ୍ଗିରର ବନ୍ଦନୀୟ ବରପୁତ୍ରଙ୍କ ସ୍ମୃତିଚାରଣ  ଓ କବି ସମ୍ମିଳନୀ

13-Apr-2025



ବଲାଙ୍ଗୀର (ପ୍ରେରଣା ଖବର) ଦିବଂଗତ ବନ୍ଦନୀୟ ବରପୁତ୍ର ମାନଙ୍କର  ସାରସ୍ବତ କୃତୀ ଆମର ସମୃଦ୍ଧ ସାରସ୍ବତ ପରଂପରାର ପରିଚୟ।ସେମାନଙ୍କ ପ୍ରଦର୍ଶିତ ମାର୍ଗରେ ଆମେ ଓ ଆମର ଉତ୍ତରପିଢି  ଆଗକୁ ବଢିଲେ ହିଁ ସେମାନଙ୍କ ପ୍ରତି ଆମର ପ ରକ୍ତ ଶ୍ରଦ୍ଧାଞ୍ଜଳି ହେବ ବୋଲି  କହିଛନ୍ତି ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ଉପସଭାପତି ତଥା କେନ୍ଦ୍ର ସାହିତ୍ୟ ଏକାଡ଼େମୀର ପୁରସ୍କାର ବିଜେତା ଗାଳ୍ପିକା ଶ୍ରୀମତୀ ଗାୟତ୍ରୀ ସରାଫ।ଓଡିଆ ପକ୍ଷ ପାଳନ ଅବସରରେ ଓଡିଶା ସରକାରଙ୍କ  ଓଡିଆ  ଭାଷା, ସାହିତ୍ଯ ଓ ସଂସ୍କୃତି ବିଭାଗ ତରଫରୁ ଓଡିଶା ସାହିତ୍ଯ ଏକାଡେମୀର  ଆୟୋଜନରେ ବଲାଙ୍ଗୀର ସଂସ୍କୃତି ଭବନ

ଠାରେ ଆୟୋଜିତ   ବଲାଙ୍ଗିର ର ବନ୍ଦନୀୟ ବରପୁତ୍ରଙ୍କ ସ୍ମୃତିଚାରଣ  ଓ କବି ସମ୍ମିଳନୀ ଅବସରରେ ସେ ମୁଖ୍ଯ ଅତିଥି  ଭାବରେ ଯୋଗ ଦେଇ ଏହି ବକ୍ତବ୍ଯ ପ୍ରଦାନ କରିଛନ୍ତି।ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଦସ୍ଯ  ଡକ୍ଟର ପ୍ରହଲ୍ଲାଦ ଶତପଥୀଙ୍କ  ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମ ଆରମ୍ଭରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀରଞ୍ଜନ ମିଶ୍ର ସମସ୍ତଙ୍କୁ ସ୍ବାଗତ କରିବା ସହ ମଂଚାସୀନ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଅନ୍ୟମାନଙ୍କ ମଧ୍ଯରେ ଓଡିଶା ସାହିତ୍ଯ ଏକାଡେମୀ ତରଫରୁ ଓଡିଆ ପକ୍ଷର ବଲାଙ୍ଗୀର ସଂଯୋଜକ ଡକ୍ଟର ସଂଜୟ କୁମାର ମିଶ୍ର, ଡକ୍ଟର ଗୋବର୍ଦ୍ଧନ ନାୟକ, ଅଧ୍ୟାପକ ସନ୍ଦୀପ କୁମାର କୁଅଁର,  ସ୍ତମ୍ବକାର ତୁଳସୀରାମ ଜୈନ ମଂଚାସୀନ ହୋଇଥିଲେ।
ବନ୍ଦନୀୟ ବରପୁତ୍ର କ୍ରମରେ  ବଲାଙ୍ଗିର ର ଦିବଂଗତ  ସାରସ୍ବତ ସାଧକ  ସନ୍ଥ ଚୈତନ୍ୟ ଦାସ,ବେଦବିଦ୍ବାନ ବ୍ରଜବିହାରୀ,ବିଧୁଭୂଷଣ ଗୁରୁ,ରାମପ୍ରସାଦ ପୁରୋହିତ, ସାମ୍ବାଦିକ ଗୌରବ ଶିବପ୍ରସାଦ ପାଣ୍ଡିଆ,ପ୍ରଫେସର ନାରାୟଣ ପୃଷେଠ,ଗାଳ୍ପିକ ଅଶୋକ କୁମାର ଚନ୍ଦନ,ସ୍ତମ୍ଭକାର  ଗୋରା ମହାନ୍ତି,ଗାଳ୍ପିକ ଗଗନ ସ୍ବାଇଁ,ଓ ଗାଳ୍ପିକ ମନୋଜ କୁମାର ପଣ୍ଡାଙ୍କ  ସାରସ୍ବତ କୃତି ଓ ପ୍ରତିଭା ସଂପର୍କରେ

ଆଲୋକପାତ କରିଥିଲେ ଡକ୍ଟର ଗୋବର୍ଦ୍ଧନ ନାୟକ, ଅଧ୍ୟାପକ ସନ୍ଦୀପ କୁମାର କୁଅଁର, ତୁଳସୀ ଜୈନ, ଡକ୍ଟର ସଂଜୟ କୁମାର ମିଶ୍ର, ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର, ଶିକ୍ଷାବିତ ସନାତନ ଠାକୁର, ଗାଳ୍ପିକ ଆଶିଷ କୁମାର ଚନ୍ଦନ,ଡକ୍ଟର ପ୍ରେମଚାନ୍ଦ ମହାନ୍ତି, କବି ଭାଗୀରଥି ମିଶ୍ର ଓ କବି ଆନନ୍ଦ ଚନ୍ଦ୍ର ସାହୁ।
ପରେ ପରେ ସନ୍ଦୀପ କୁମାର କୁଅଁରଙ୍କ ଆବାହକତ୍ବରେ ଡକ୍ଟର ସଂଜୟ କୁମାର ମିଶ୍ର ଙ୍କ ସଭାପତିତ୍ବରେ ଏକ କବିତା ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କବି ରାଜୀବ ଲୋଚନ ଆଚାର୍ଯ୍ଯ, କବି ରତ୍ନମୟ ତ୍ରିପାଠୀ ଓ କବୟତ୍ରୀ  ସସ୍ମିତା ନେପାକଙ୍କ ମନୋଜ୍ଞ ସଂଯୋଜନାରେ  ଜିଲ୍ଲାର  ବିଭିନ୍ନ ସ୍ଥାନରୁ ଆସିଥିବା ନିମନ୍ତ୍ରିତ କବି କବୟତ୍ରୀ ମାନେ  କବିତା ପାଠ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like