-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନବଗଠିତ ଦିବ୍ୟଜ୍ୟୋତି ଜାଗୃତି ଯୋଗ ସଂଗଠନର ସମ୍ବର୍ଦ୍ଧନା ସଭା

13-Apr-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ଦିବ୍ୟଜ୍ୟୋତି ଜାଗୃତି ଯୋଗ ସଂଗଠନ ନାମରେ ନୂତନ ଅନୁଷ୍ଠାନ ପଞ୍ଜିକୃତ ହୋଇଛି।  ଏହି ଅବସରରେ ଅନୁଷ୍ଠିତ ସ୍ଵାଗତ ସମର୍ଦ୍ଧନା ସଭାରେ ମୁଖ୍ୟଅତିଥି ଭାବେ ବଲାଂଗୀର, ଜିଲ୍ଲା ମ୍ୟୁନିସିପାଲଟି ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ  ଯୋଗଦେଇ ମୁନିସିପାଲିଟି ତରଫରୁ ଯାହା ସାହାଯ୍ଯ ସହଯୋଗ ଆବଶ୍ୟକ ତାହା ଯୋଗାଇ ଦିଆଯିବ ବୋଲି ଘୋଷଣା କରିଥିଲେ l ପରବର୍ତ୍ତୀ ପର୍ଯ୍ୟାୟରେ ଯୋଗ ପରିବାରରକୁ ସୁନ୍ଦର୍ ଓ ସୂଚାରୁ ରୁପେ ଗଢ଼ି ତୋଳି ଥିବା, ଅନନ୍ୟ ବରେଣ୍ୟ ସ୍ରଷ୍ଟା ତଥା ତଥା ବିନ୍ଧାଣି  ବିରଞ୍ଚି ଗହୀର, ମୁଖ୍ୟ ଅତିଥିଙ୍କୁ ଅଶେଷ ଧନ୍ୟବାଦ୍ ଦେଇ ତାଙ୍କ୍ ଅଭିଭାଷଣ ପ୍ରଦାନ କରିଥିଲେ।  ଆଇନଜୀବୀ ରଖାଲ ନନ୍ଦଙ୍କ କାର୍ଯ୍ଯାଳୟର ଆଇନଜୀବୀ ଅଧିକାରୀ ଦନ୍ତା,  ଡୋଳାମଣି ତ୍ରୀପାଠୀ, ମାନସ ସହୁ ଓ ଧର୍ମରାଜଭୋଇ  ଅତିଥି ଭାବେ ଯୋଗ ଦେଇଥିଲେ l ବିଡିଘାଟ ଆଶ୍ରମ ସ୍କୁଲ୍ ପ୍ରଧାନଶିକ୍ଷକ ବାସୁଦେବ ଦାସ, ସାରସମାଲ ୟୁପି ସ୍କୁଲର ପ୍ରଧାନଶିକ୍ଷକ ହୋଲିଶ୍ୱର୍ ଧରୁଆ,  କାଳିଝରାନ ପ୍ରାଇମେରୀ ସ୍କୁଲର ପ୍ରଧାନଶିକ୍ଷକ  ସଚ୍ଚିତାନନ୍ଦ ସୁନା ପ୍ରମୁଖ ସମ୍ମାନିତ ଭାବେ ଯୋଗ ଦେଇ ନିଜ ନିଜ ଅଭିଭାଷଣ ପ୍ରଦାନ କରିଥିଲେ l ସଂଗଠନର ସଭାପତି  ସୀତାରାମ ଦାସ,ସମ୍ପାଦକ ହ୍ୟୁମୁଦ୍ଦ ମହମ୍ମଦ, ନୀଳକଣ୍ଠ ମେହେର, ବରେଣ୍ୟ ବୟୋଜ୍ୟେଷ୍ଠ  ମୁଖ୍ୟ ଉପଦେଷ୍ଟା ଆନନ୍ଦ ଚନ୍ଦ୍ର ବେହେରା, ଓ ମେନେଜିଂ କମିଟି ସଭ୍ୟ  ଲକ୍ଷ୍ମଣ ମିଶ୍ର, ଦୟନିଧି ବାଗ, କାମେଶ୍ୱର ମହାଳିକ, ସୌମ୍ୟରଂଜନ ମେହେର, ସୁଶାନ୍ତ କୁମାର ପଣ୍ଡା, ସୁବ୍ରତ କୁମାର ପଟେଲ, ଦିନବନ୍ଧୁ ବାରିକ,ସହଦେଵ ଧରୁଆ ପ୍ରମୂଖ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like